1 Corinthians 15:2 ତୁମ୍ଭମାନେେ ଏହି ସୁସମାଚାର ଦ୍ବାରା ପରିତ୍ରାଣ ପାଇଛ। କିନ୍ତୁ ମାେ କହିଥିବା କଥାଗୁଡ଼ିକୁ ତୁମ୍ଭମାନେେ ବିଶ୍ବାସ କରି ଚାଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ଯର୍ଥ ରେ ବିଶ୍ବାସୀ ହାଇେଥିଲ।
1 Corinthians 15:2 in Other Translations
King James Version (KJV) By which also ye are saved, if ye keep in memory what I preached unto you, unless ye have believed in vain.
American Standard Version (ASV) by which also ye are saved, if ye hold fast the word which I preached unto you, except ye believed in vain.
Bible in Basic English (BBE) By which you have salvation; that is to say, the form in which it was given to you, if it is fixed in your minds, and if your faith in it is not without effect.
Darby English Bible (DBY) by which also ye are saved, (if ye hold fast the word which I announced to you as the glad tidings,) unless indeed ye have believed in vain.
World English Bible (WEB) by which also you are saved, if you hold firmly the word which I preached to you--unless you believed in vain.
Young's Literal Translation (YLT) through which also ye are being saved, in what words I proclaimed good news to you, if ye hold fast, except ye did believe in vain,
By
δι'
dia
thee-AH
which
οὗ
hos
ose
also
καὶ
kai
kay
ye are saved,
σῴζεσθε
sōzō
SOH-zoh
what
τίνι
tis
tees
I
λόγῳ
logos
LOH-gose
preached
εὐηγγελισάμην
euangelizō
ave-ang-gay-LEE-zoh
unto you,
ὑμῖν
hymin
yoo-MEEN
if
εἰ
ei
ee
ye keep in memory
κατέχετε
katechō
ka-TAY-hoh
unless
ἐκτὸς
ektos
ake-TOSE
εἰ
ei
ee
μὴ
mē
may
in vain.
εἰκῇ
eikē
ee-KAY
ye have believed
ἐπιστεύσατε
pisteuō
pee-STAVE-oh
Read Full Chapter :
1 Corinthians 15
Cross Reference
ଏବ୍ରୀମାନଙ୍କ ନିକଟକୁ ପତ୍ର 3:6
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16
ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:18
ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି କୃଶର ବାର୍ତ୍ତା ସଂପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭପ୍ରତି ଏହା ପରମେଶ୍ବରଙ୍କ ଶକ୍ତି ସ୍ବରୂପ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:4
ତୁମ୍ଭମାନେେ ଅନକେ କଥା ଅନୁଭବ କରିଛ। କଣ ସେ ସବୁ ବିଫଳ ହାଇଗେଲା ? ନା!
ଯୋହନଲିଖିତ ସୁସମାଚାର 8:31
ଯୀଶୁ ତାହାଙ୍କୁ ବିଶ୍ବାସ କରୁଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେ ମାରେ ଶିକ୍ଷା ସବୁବେଳେ ମାନି ଚଳିବ, ତବେେ ତୁମ୍ଭେ ମାରେ ପ୍ରକୃତ ଶିଷ୍ଯ ହବେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:14
କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:22
ଅତଏବ ବୁଝିବା ଦରକାର ଯେ, ପରମେଶ୍ବର ଅତି ଦୟାଳୁ, କିନ୍ତୁ ସେ ଅତି କଠାେର ମଧ୍ଯ ହାଇପୋରିବେ। ପରମେଶ୍ବରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେ ମାନେ ତାହାଙ୍କ ଅନୁଗ୍ର ରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷ ରେ ଯଦି ତୁମ୍ଭମାନେେ ତାହାଙ୍କୁ ଅନୁସରଣ ନ କର ତା' ହେଲେ ତୁମ୍ଭମାନେେ ମଧ୍ଯ କଟାଯାଇ ଫିଙ୍ଗି ଦିଆୟିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:21
ପରମେଶ୍ବର ଆପଣା ଜ୍ଞାନ ରେ ଏହା ଚାହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳ ରେ ପରମେଶ୍ବରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଚାରକୁ ଜଗତ ମୂର୍ଖତା ବୋଲି କୁ ହେ, ସହେି ବାର୍ତ୍ତା ଯେଉଁମାନେ ବିଶ୍ବାସ କରୁଛନ୍ତି, ତଦ୍ଦ୍ବାରା ସମାନଙ୍କେୁ ଉଦ୍ଧାର କରିବାକୁ ଇଚ୍ଛାକଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:11
ମୁଁ ତୁମ୍ଭକୁ ପ୍ରଚାର କରେ ବା ଅନ୍ୟମାନେ ପ୍ରଚାର କରନ୍ତି, ସେଥି ରେ କିଛି ଯାଏ ଆ ସେ ନାହିଁ, କାରଣ ଆମ୍ଭେ ସମସ୍ତେ ସମାନ ବିଷୟ ପ୍ରଚାର କରିଥାଉ। ଆଉ ଏହି ପ୍ରକା ରେ ତୁମ୍ଭମାନେେ ବିଶ୍ବାସୀ ହାଇେଅଛ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:14
ଯଦି ଖ୍ରୀଷ୍ଟ ମୃତ୍ଯୁରୁ ଉତ୍ଥିତ ହାଇେ ନାହାଁନ୍ତି, ତା' ହେଲେ ଆମ୍ଭର ଶିକ୍ଷାଦାନ ଓ ତୁମ୍ଭମାନଙ୍କର ବିଶ୍ବାସର କିଛି ମୂଲ୍ଯ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:15
ଆମ୍ଭର ଉତ୍ସର୍ଗ ବଳି ପରମେଶ୍ବରଙ୍କ ପାଇଁ ହେଉଛି ଏହା : ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାଁନ୍ତି, ସମାନଙ୍କେ ପାଇଁ ଆମ୍ଭମାନେେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:1
ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:23
ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।
ଗୀତସଂହିତା 106:12
ଏହାପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ବର ୟାହା କଲେ ତାହା ବିଶ୍ବାସ କଲେ। ସମାନେେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:1
ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟ ରେ ଅଧିକ ମନୋୟୋଗୀ ହବୋ ଦରକାର, ନଚେତ୍ ସତ୍ଯମାର୍ଗରୁ ବିଚଳିତ ହାଇେ ପଥଭ୍ରଷ୍ଟ ହବେୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 4:14
ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:23
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।
ଯାକୁବଙ୍କ ପତ୍ 2:14
ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !
ଯାକୁବଙ୍କ ପତ୍ 2:17
ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।
ଯାକୁବଙ୍କ ପତ୍ 2:26
ଆତ୍ମା ନ ଥିଲେ ଜଣେ ମନୁଷ୍ଯର ଶରୀରଟି ମୃତ ହାଇଯୋଏ। ସହେିପରି ବିଶ୍ବାସ ବିଷୟ ରେ ମଧ୍ଯ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ବାସ ମୃତ ଅଟେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:15
ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ବାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ବାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ଯମ ରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।
ହିତୋପଦେଶ 3:1
ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।
ହିତୋପଦେଶ 4:13
ଉପଦେଶମାନ ଦୃଢ଼ତା ରେ ଗ୍ରହଣ କର। ତାହାକୁ ପରିତ୍ଯାଗ କର ନାହିଁ। ଏହା ଉପ ରେ ନଜର ରଖ, କାରଣ ତାହା ତୁମ୍ଭର ଜୀବନ।
ହିତୋପଦେଶ 6:20
ହେ ମାରେ ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ।
ହିତୋପଦେଶ 23:23
ସତ୍ଯତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବଚେନା କ୍ରଯ କର।
ଲୂକଲିଖିତ ସୁସମାଚାର 8:13
ଯେଉଁ ବୀଜ ପଥର ଉପରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦ ରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚରେ ସହେି ଲୋକମାନଙ୍କ ହୃଦୟ ମଧିଅରେ ଗଭୀରକୁ ପ୍ରବେଶ କରିପା ରନୋହିଁ। ସମାନେେ କିଛି ସମୟ ପର୍ୟ୍ଯନ୍ତ ବିଶ୍ବାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସମାନେେ ବିଶ୍ବାସ କରିବା ବନ୍ଦ କରନ୍ତି। ସମାନେେ ବିଶ୍ବାସ ହ ରଇେ ବସନ୍ତି ଓ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଆନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:47
ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:13
ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।