1 Peter 1:18 ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,
1 Peter 1:18 in Other Translations
King James Version (KJV) Forasmuch as ye know that ye were not redeemed with corruptible things, as silver and gold, from your vain conversation received by tradition from your fathers;
American Standard Version (ASV) knowing that ye were redeemed, not with corruptible things, with silver or gold, from your vain manner of life handed down from your fathers;
Bible in Basic English (BBE) Being conscious that you have been made free from that foolish way of life which was your heritage from your fathers, not through a payment of things like silver or gold which come to destruction,
Darby English Bible (DBY) knowing that ye have been redeemed, not by corruptible [things, as] silver or gold, from your vain conversation handed down from [your] fathers,
World English Bible (WEB) knowing that you were redeemed, not with corruptible things, with silver or gold, from the useless way of life handed down from your fathers,
Young's Literal Translation (YLT) having known that, not with corruptible things -- silver or gold -- were ye redeemed from your foolish behaviour delivered by fathers,
Forasmuch as ye know
εἰδότες
eidō
EE-thoh
that
ὅτι
hoti
OH-tee
not
οὐ
ou
oo
with corruptible things,
φθαρτοῖς
phthartos
fthahr-TOSE
silver
ἀργυρίῳ
argyrion
ar-GYOO-ree-one
and
ἢ
ē
ay
gold,
χρυσίῳ
chrysion
hryoo-SEE-one
ye were redeemed
ἐλυτρώθητε
lytroō
lyoo-TROH-oh
from
ἐκ
ek
ake
τῆς
ho
oh
vain
ματαίας
mataios
MA-tay-ose
your
ὑμῶν
hymōn
yoo-MONE
conversation
ἀναστροφῆς
anastrophē
ah-na-stroh-FAY
by tradition from your fathers;
πατροπαραδότου
patroparadotos
pa-troh-pa-RA-thoh-tose
Read Full Chapter :
1 Peter 1
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:20
କାରଣ ପରମେଶ୍ବର ତୁମ୍ଭମାନଙ୍କୁ ମୂଲ୍ଯ ଦଇେ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ଯମ ରେ ପରମେଶ୍ବରଙ୍କୁ ଗୌରବ ଦିଅ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଯିରିମିୟ 44:17
ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:4
ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।
ଯିରିମିୟ 16:19
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
ଯିହିଜିକଲ 20:18
ଏବଂ ମରୁଭୂମିରେ ସମାନଙ୍କେର ପୁତ୍ରଗଣଙ୍କୁ କହିଲି, ତୁମ୍ଭମାନେେ ନିଜ ପିତୃଗଣଙ୍କ ବିଧି ଅନୁସାରେ ଚାଲ ନାହିଁ। ସମାନଙ୍କେର ବ୍ଯବସ୍ଥା ସକଳ ମାନ ନାହିଁ, ସମାନଙ୍କେ ପ୍ରତିମାଗଣ ଦ୍ବାରା ନିଜକୁ ଅଶୁଚି କର ନାହିଁ।
ଆମୋଷ 2:4
ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।
ମାଥିଉଲିଖିତ ସୁସମାଚାର 15:2
ତୁମ୍ଭ ଶିଷ୍ଯମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡିକୁ କାହିଁକି ମାନୁ ନାହାଁନ୍ତି? ତୁମ୍ଭ ଶିଷ୍ଯମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାଁନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:21
ଲୋକେ ପରମେଶ୍ବରଙ୍କୁ ଜାଣିଥିଲେ। କିନ୍ତୁ ସମାନେେ ପରମେଶ୍ବରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ଯବାଦ ଜଣାଇଲେ ନାହିଁ। ଲୋକଙ୍କ ଚ଼ିନ୍ତାଧାରା ନିରର୍ଥକ ହେଲା। ସମାନଙ୍କେର ଜ୍ଞାନ ଅନ୍ଧକାର ରେ ଭରିଗଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:20
ଶାସ୍ତ୍ର ରେ ଏହା ମଧ୍ଯ ଲଖାେଅଛି : ପ୍ରଭୁ ଜ୍ଞାନୀମାନଙ୍କର ମନକଥା ଜାଣନ୍ତି। ସମାନଙ୍କେ ସମସ୍ତ ଚିନ୍ତାଧାରା ଯେ ମୂଲ୍ଯହୀନ ଏହା ମଧ୍ଯ ସେ ଜାଣନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:23
ପରମେଶ୍ବର ମୂଲ୍ଯ ଦଇେ ତୁମ୍ଭମାନଙ୍କୁ କିଣିଛନ୍ତି। ତେଣୁ ମନୁଷ୍ଯମାନଙ୍କ କ୍ରୀତଦାସ ହୁଅ ନାହିଁ।
ପିତରଙ୍କ ପ୍ରଥମ ପତ୍ 1:7
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
ପିତରଙ୍କ ପ୍ରଥମ ପତ୍ 4:3
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:34
କିନ୍ତୁ ଯେତବେେଳେ ଲୋକମାନେ ଆଲେକ୍ଜାଣ୍ଡରଙ୍କୁ ଜଣେ ଯିହୂଦୀୟ ବୋଲି ଜାଣି ପାରିଲେ, ସେତବେେଳେ ସମାନେେ ଦୁଇ ଘଣ୍ଟା ପର୍ୟ୍ଯନ୍ତ ଚ଼ିତ୍କାର କଲେ ଓ କହିଲେ, ଏଫିସୀୟମାନଙ୍କର ମହାଦବେୀ ଆର୍ତ୍ତମେୀ ମହାନ୍ ଅଟନ୍ତି...!
ଗୀତସଂହିତା 39:6
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
ଗୀତସଂହିତା 62:10
ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।
ଯିରିମିୟ 4:11
ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାଯୁ ଆସୁଅଛି। ତାହା ଶସ୍ଯରୁ ତୁଷ ଝାଡ଼ିବା ପାଇଁ ଧୀର ବାଯୁ ନୁହେଁ।
ଯିରିମିୟ 9:14
ସମାନେେ ନିଜ ଇଚ୍ଛାନୁସା ରେ ଅବାଧ୍ଯ ହାଇେଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସା ରେ ବାଲ୍ଦବେ ତାଙ୍କର ଅନୁଗାମୀ ହାଇେ ଆଚରଣ କରିଅଛନ୍ତି।
ଗୀତସଂହିତା 49:7
କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।
ଯିଖରିୟ 1:4
ସଦାପ୍ରଭୁ ପୁଣି କହିଲେ, ତୁମ୍ଭମାନେେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ଯବହାର କର ନାହିଁ। ପୂର୍ବ ଭବିଷ୍ଯଦ୍ବକ୍ତାଗଣ ସମାନଙ୍କେୁ କହିଛନ୍ତି, 'ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭମାନେେ ଡୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।' କିନ୍ତୁ ତୁମ୍ଭର ସହେି ପୂର୍ବପୁରୁଷଗଣ ଆମ୍ଭେ ବାକ୍ଯ ଶୁଣିଲେ ନାହିଁ। ସଦାପ୍ରଭୁ ଏହିସବୁ କହନ୍ତି।