1 Peter 3:21 ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
1 Peter 3:21 in Other Translations
King James Version (KJV) The like figure whereunto even baptism doth also now save us (not the putting away of the filth of the flesh, but the answer of a good conscience toward God,) by the resurrection of Jesus Christ:
American Standard Version (ASV) which also after a true likeness doth now save you, `even' baptism, not the putting away of the filth of the flesh, but the interrogation of a good conscience toward God, through the resurrection of Jesus Christ;
Bible in Basic English (BBE) And baptism, of which this is an image, now gives you salvation, not by washing clean the flesh, but by making you free from the sense of sin before God, through the coming again of Jesus Christ from the dead;
Darby English Bible (DBY) which figure also now saves you, [even] baptism, not a putting away of [the] filth of flesh, but [the] demand as before God of a good conscience, by [the] resurrection of Jesus Christ,
World English Bible (WEB) This is a symbol of baptism, which now saves you-- not the putting away of the filth of the flesh, but the answer of a good conscience toward God, through the resurrection of Jesus Christ,
Young's Literal Translation (YLT) also to which an antitype doth now save us -- baptism, (not a putting away of the filth of flesh, but the question of a good conscience in regard to God,) through the rising again of Jesus Christ,
whereunto
ὃ
hos
ose
also
καὶ
kai
kay
us
ἡμᾶς
hēmas
ay-MAHS
The like figure
ἀντίτυπον
antitypon
an-TEE-tyoo-pone
now
νῦν
nyn
nyoon
doth save
σῴζει
sōzō
SOH-zoh
baptism
βάπτισμα
baptisma
VA-ptee-sma
(not
οὐ
ou
oo
of the flesh,
σαρκὸς
sarx
SAHR-ks
the putting away
ἀπόθεσις
apothesis
ah-POH-thay-sees
of the filth
ῥύπου
rhypos
RYOO-pose
but
ἀλλὰ
alla
al-LA
conscience
συνειδήσεως
syneidēsis
syoon-EE-thay-sees
of a good
ἀγαθῆς
agathos
ah-ga-THOSE
the answer
ἐπερώτημα
eperōtēma
ape-ay-ROH-tay-ma
toward
εἰς
eis
ees
God,)
θεόν
theos
thay-OSE
by
δι'
dia
thee-AH
the resurrection
ἀναστάσεως
anastasis
ah-NA-sta-sees
of Jesus
Ἰησοῦ
iēsous
ee-ay-SOOS
Christ:
Χριστοῦ
christos
hree-STOSE
Read Full Chapter :
1 Peter 3
Cross Reference
ମାର୍କଲିଖିତ ସୁସମାଚାର 16:16
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।
ପିତରଙ୍କ ପ୍ରଥମ ପତ୍ 1:3
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:27
ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:38
ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:16
ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମ ରେ ତୁମ୍ଭର ପାପରୁ ଧୋଇ ହୁଅ।'
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:13
ଆମ୍ଭ ଭିତରୁ କେତକେ ହେଉଛୁ ୟିହୁଦୀ, କେତକେ ଅଣୟିହୁଦୀ, ଆମ୍ଭ ଭିତରୁ କେତକେ କ୍ରୀତଦାସ ଓ କେତକେ ସ୍ବାଧୀନ। କିନ୍ତୁ ଆମ୍ଭମାନେେ ସମସ୍ତେ ଗୋଟିଏ ଆତ୍ମା ଦ୍ବାରା ଏକ ଶରୀର ହବୋ ଉଦ୍ଦେଶ୍ଯ ରେ ବାପ୍ତିଜିତ ପ୍ରାପ୍ତ ହାଇେ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ଯ ପ୍ରଦାନ କରାଯାଇଛି।
ମାଥିଉଲିଖିତ ସୁସମାଚାର 28:19
ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:12
ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:3
ତୁମ୍ଭମାନେେ କଣ ମନେ ରଖିଛ କି ଯେତବେେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତବେେଳେ ଯୀଶୁଖ୍ରୀଷ୍ଟଙ୍କର ଅଂଶ ହାଇଗେଲୁ। ଆମ୍ଭର ବାପ୍ତିଜିତ ହବୋ ରେ ଆମ୍ଭେ ତାହାଙ୍କର ମୃତ୍ଯୁର ମଧ୍ଯ ଭାଗୀଦାର ହେଲୁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:26
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:12
ବିଶ୍ବାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିୟୋଗିତା ଭଳି। କୌଣସି ମତେ ସହେି ପ୍ରତିୟୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡ଼କା ଯାଇଛି। ଅନକେ ଲୋକଙ୍କ ଆଗ ରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ରେ ମହାନ୍ ସତ୍ଯକୁ ସ୍ବୀକାର କରିଛ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:19
ଅବ୍ରହାମ ବିଶ୍ବାସ କରିଥିଲେ ଯେ, ପରମେଶ୍ବର ଲୋକମାନଙ୍କୁ ମୃତ୍ଯୁରୁ ଉଠାଇ ଆଣି ପାରିବେ। ପ୍ରକୃତ ରେ ଯେତବେେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲା ବେଳେ ପରମେଶ୍ବର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତବେେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ଯୁରୁ ଫରେି ପାଇଲେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ଯିହିଜିକଲ 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
ଯିଖରିୟ 13:1
ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:36
ସମାନେେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗା ରେ ପହନ୍ଚିଲେ, ଓ ନଫୁସକ ଜଣକ କହିଲେ, ଦେଖ, ଏଠା ରେ ତ ଜଳ ଅଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:33
କାରାଗାର ଅଧିକାରୀ ସମାନଙ୍କେୁ ନଇେ ସହେି ମଧ୍ଯ ରାତ୍ରି ରେ ସମାନଙ୍କେର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା'ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:14
କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:9
ଯଦି ତୁମ୍ଭେ ନିଜ ମୁହଁ ରେ କୁହ, ଯୀଶୁ ପ୍ରଭୁ ଅଟନ୍ତି, ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:6
ଭାଇ ଓ ଭଉଣୀମାନେ! ଏ ସମସ୍ତ କହିଲା ବେଳେ ମୁଁ ଆପଲ୍ଲଙ୍କୁ ଓ ନିଜକୁ ଉଦାହରଣ ସ୍ବରୂପ ବ୍ଯବହାର କରୁଛି ଯେପରି ତୁମ୍ଭମାନେେ ଶାସ୍ତ୍ରାଂଶ ଶବ୍ଦ ଗୁଡ଼ିକର ଅର୍ଥ ଆମ୍ଭଠାରୁ ଜାଣିପାରିବ, ତବେେ ଶାସ୍ତ୍ର ରେ ଯାହା ଲଖାେ ଯାଇଛି କବଳେ ତହିଁର ବାଧ୍ଯ ହୁଅ। ତା' ହେଲେ ତୁମ୍ଭମାନେେ ଜରକ ନିମନ୍ତେ ଗର୍ବ କରିବ ନାହିଁ ବା ଅନ୍ୟଜଣକୁ ଘୃଣା କରିବ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:12
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 7:1
ଅତଏବ, ଆସ ପରମମେଶ୍ବରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନ ଯାପନ ପ୍ରଣାଳୀ ରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରେତ୍ୟକକ ବିଷୟକୁ ଦୂର କରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:24
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।