1 Peter 3:3 ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।
1 Peter 3:3 in Other Translations
King James Version (KJV) Whose adorning let it not be that outward adorning of plaiting the hair, and of wearing of gold, or of putting on of apparel;
American Standard Version (ASV) Whose `adorning' let it not be the outward adorning of braiding the hair, and of wearing jewels of gold, or of putting on apparel;
Bible in Basic English (BBE) Do not let your ornaments be those of the body such as dressing of the hair, or putting on of jewels of gold or fair clothing;
Darby English Bible (DBY) whose adorning let it not be that outward one of tressing of hair, and wearing gold, or putting on apparel;
World English Bible (WEB) Let your beauty be not just the outward adorning of braiding the hair, and of wearing jewels of gold, or of putting on fine clothing;
Young's Literal Translation (YLT) whose adorning -- let it not be that which is outward, of plaiting of hair, and of putting around of things of gold, or of putting on of garments,
Whose
ὧν
hos
ose
let it be
ἔστω
estō
A-stoh
not
οὐχ
ou
oo
that
ὁ
ho
oh
outward
ἔξωθεν
exōthen
AYKS-oh-thane
of plaiting
ἐμπλοκῆς
emplokē
ame-ploh-KAY
the hair,
τριχῶν
thrix
threeks
and
καὶ
kai
kay
of wearing
περιθέσεως
perithesis
pay-REE-thay-sees
of gold,
χρυσίων
chrysion
hryoo-SEE-one
or
ἢ
ē
ay
of putting on
ἐνδύσεως
endysis
ANE-thyoo-sees
of apparel;
ἱματίων
himation
ee-MA-tee-one
adorning
κόσμος
kosmos
KOH-smose
Read Full Chapter :
1 Peter 3
Cross Reference
ଯିଶାଇୟ 3:18
ସହେି ସମୟରେ, ସଦାପ୍ରଭୁ ସହେି ସ୍ତ୍ରୀ ଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସମାନଙ୍କେଠାରୁ କାଢ଼ିନବେେ। ସେ ସମାନଙ୍କେ ପାଦରୁ ନୂପୁର ଏବଂ ସମାନଙ୍କେ ବକରେୁ ଚନ୍ଦ୍ରାହାର କାଢ଼ିନବେେ।'
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:9
ମୁଁ ଏହା ମଧ୍ଯ ଚା ହେଁ ଯେ ସ୍ତ୍ରୀ ଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସମାନଙ୍କେ ପାଇଁ ଉପୟୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦଖାଇବୋ ଲାଗି ବେଶୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ଯବହାର କରନ୍ତୁ ନାହିଁ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଯାତ୍ରା ପୁସ୍ତକ 3:22
ସମସ୍ତ ଇଶ୍ରାୟେଲୀୟ ସ୍ତ୍ରୀ ଆପଣା ପ୍ରତିବେଶୀନୀ ଓ ଆପଣା ଗୃହପ୍ରବାସୀନୀ ସ୍ତ୍ରୀ ନିକଟରୁ ରେ ୗପ୍ୟ, ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନଇୟିବେ, ପୁଣି ତାହା ତୁମ୍ଭମାନେେ ଆପଣା ପୁତ୍ର କନ୍ଯାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭମାନେେ ମିଶରୀଯ ଲୋକମାନଙ୍କ ଦ୍ରବ୍ଯ ହରଣ କରିବ।
ଯାତ୍ରା ପୁସ୍ତକ 32:2
ହାରୋଣ ସହେି ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କର ସ୍ତ୍ରୀ, ପୁତ୍ରକନ୍ଯାମାନଙ୍କର କର୍ଣ୍ଣ କୁଣ୍ଡଳ ମାେ ପାଖକୁ ଆଣ।
ଯାତ୍ରା ପୁସ୍ତକ 33:4
ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସମାନେେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।
ଯାତ୍ରା ପୁସ୍ତକ 35:22
ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ବଚ୍ଛନ୍ଦମନା ଥିଲେ, ସେ ସମସ୍ତ ଆସି ଉରୋମଣି ଓ କୁଣ୍ଡଳ ଓ ଅଙ୍ଗୁରୀଯ ହାର ପ୍ରଭୃତି ସ୍ବର୍ଣ୍ଣ ଅଳଙ୍କାରସବୁ ଆଣିଲେ। ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବର୍ଣ୍ଣର ମହାନ ଉପହାର ଉତ୍ସର୍ଗ କଲେ।
ଯାତ୍ରା ପୁସ୍ତକ 38:8
ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।
ଦିତୀୟ ରାଜାବଳୀ 9:30
ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।
ଏଷ୍ଟର ବିବରଣ 5:1
ତୃତୀୟ ଦିନ ଏଷ୍ଟର ରାଜକୀଯ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣ ରେ ରାଜଗୃହ ସମ୍ମୁଖ ରେ ଛିଡା ହେଲା। ସହେି ସମୟରେ ରାଜା ରାଜଗୃହ ରେ ଗୃହଦ୍ବାର ସମ୍ମୁଖ ରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।
ଆଦି ପୁସ୍ତକ 24:22
ଓଟମାନେ ପାଣି ପିଇସାରିବା ପରେ। ସହେି ଦାସ ଜଣଙ୍କ ରିବିକାକୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା'ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା।
ଯିଶାଇୟ 52:1
ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।
ଯିଶାଇୟ 61:10
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।
ଯିରିମିୟ 2:32
ଜଣେ ୟୁବତୀ କ'ଣ ନିଜର ଅଳଙ୍କାରକୁ ଭୁଲିପା ରେ ? ଜଣେ କନ୍ଯା କ'ଣ ତା'ର ପୋଷାକକୁ ଭୁଲି ପାରିବ ? କିନ୍ତୁ ମାରେ ଲୋକମାନେ ମାେତେ ଅସଂଖ୍ଯ ଥର ପାଶୋରି ଅଛନ୍ତି।
ଯିରିମିୟ 4:30
ଆଉ ତୁମ୍ଭେ ଯେତବେେଳେ ବିନଷ୍ଟ ହବେ ସେତବେେଳେ ତୁମ୍ଭେ କ'ଣ କରିବ ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାର ରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥା ରେ ନିଜର ଚକ୍ଷୁ ରେ ଅଞ୍ଜନ ଦଇେ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ଯ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି।
ଯିହିଜିକଲ 16:7
ମୁଁ ତୁମ୍ଭକୁ ସହେି କ୍ଷେତ୍ର ରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ୟୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନୟୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ।
ଯିହିଜିକଲ 23:40
ଦୂରରୁ ପୁରୁଷମାନେ ଆସିବା ପାଇଁ ତୁମ୍ଭମାନେେ ଦୂତ ପଠାଇଲ। ସମାନେେ ପ୍ ରରେିତ ଦୂତମାନଙ୍କ ଦ୍ବାରା ଆସିଲେ। ସମାନଙ୍କେ ପାଇଁ ତୁମ୍ଭେ ସ୍ନାନ କଲ, ଆଖି ରେ ଅଞ୍ଜନ ଦଲେ ଓ ଅଳଙ୍କାର ବିଭୂଷିତା ହେଲ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:2
ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗ ରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତବେେ ପରମେଶ୍ବର ତୁମ୍ଭମାନଙ୍କ ପାଇଁ କ'ଣ ଇଛା କରନ୍ତି, ତୁମ୍ଭମାନେେ ଜାଣିପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡିକ ଭଲ, ପରମେଶ୍ବରଙ୍କୁ ପ୍ରିୟ ଓ ସିଦ୍ଧ।
ଗୀତସଂହିତା 45:9
ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
ଆଦି ପୁସ୍ତକ 24:47
ତା'ପରେ ମୁଁ ପଚାରିଲି, 'ତୁମ୍ଭର ପିତା କିଏ?' ସେ ଉତ୍ତର ଦଲୋ, 'ବଥୂଯଲେ ମାରେ ପିତା।' ଏହାପରେ ମୁଁ ତାଙ୍କୁ ବଳା ଓ ନଥ ଦଲେି।
ଆଦି ପୁସ୍ତକ 24:53
ଏହାପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ଯ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ଯ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।