2 Peter 1:21 କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।
2 Peter 1:21 in Other Translations
King James Version (KJV) For the prophecy came not in old time by the will of man: but holy men of God spake as they were moved by the Holy Ghost.
American Standard Version (ASV) For no prophecy ever came by the will of man: but men spake from God, being moved by the Holy Spirit.
Bible in Basic English (BBE) For these words did not ever come through the impulse of men: but the prophets had them from God, being moved by the Holy Spirit.
Darby English Bible (DBY) for prophecy was not ever uttered by [the] will of man, but holy men of God spake under the power of [the] Holy Spirit.
World English Bible (WEB) For no prophecy ever came by the will of man: but holy men of God spoke, being moved by the Holy Spirit.
Young's Literal Translation (YLT) for not by will of man did ever prophecy come, but by the Holy Spirit borne on holy men of God spake.
Read Full Chapter :
2 Peter 1
Cross Reference
ଲୂକଲିଖିତ ସୁସମାଚାର 1:70
ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
ପିତରଙ୍କ ପ୍ରଥମ ପତ୍ 1:11
ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:15
ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:16
ଭାଇମାନେ ଧର୍ମଶାସ୍ତ୍ର ରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ବାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ୟିହୂଦାଙ୍କ ବିଷୟ ରେ କହିଥିଲେ।
ଦିତୀୟ ଶାମୁୟେଲ 23:2
ମାେ ଦ୍ବାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ଯ ମାେ ଜିହ୍ବା ରେ ଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:18
ଇଶ୍ବର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟ ରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ବାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ବର ଏ ସବୁ ଘଟଣା ଘଟାଉଛନ୍ତି।
ମାର୍କଲିଖିତ ସୁସମାଚାର 12:36
ସ୍ବଯଂ ଦାଉଦ ପବିତ୍ର ଆତ୍ମାଙ୍କ ସାହାୟ୍ଯ ରେ କହିଥିଲେ,
ପ୍ରଥମ ରାଜାବଳୀ 13:1
ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।
ପ୍ରଥମ ରାଜାବଳୀ 17:18
ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?
ଦିତୀୟ ବଂଶାବଳୀ 8:14
ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦଶାେବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସମାନଙ୍କେର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କଲେ। ଶଲୋମନ ଲବେୀୟମାନଙ୍କୁ ମଧ୍ଯ ସମାନଙ୍କେର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କଲେ। ଲବେୀୟମାନଙ୍କର କାର୍ୟ୍ଯ ଥିଲା ପ୍ରଶଂସା ଗାନ ରେ ନତେୃତ୍ବ ଦବୋ ଓ ମନ୍ଦିରର ସବୋକାର୍ୟ୍ଯ ନିମନ୍ତେ ଦୈନନ୍ଦିନ ଯେଉଁ ବିଷଯମାନ କରାୟାଏ, ସେଥି ରେ ଯାଜକମାନଙ୍କୁ ସାହାୟ୍ଯ କରିବା। ଆଉ ଶଲୋମନ ଦ୍ବାର ନିକଟରେ ସବୋକାର୍ୟ୍ଯ କରିବା ନିମନ୍ତେ ଦ୍ବାରପାଳମାନଙ୍କୁ ସମାନଙ୍କେର ଦଳ ଅନୁୟାଯୀ ମନୋନୀତ କଲେ। ପରମେଶ୍ବରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦଶେ ଦଇେଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:25
ସମାନେେ ଶଷେ ରେ ନିଜ ନିଜ ଭିତ ରେ ତର୍କବିତର୍କ କରି ବିଦାୟ ନେଲେ। ସେତବେେଳେ ପାଉଲ ସମାନଙ୍କେୁ କହିଲେ, ପବିତ୍ର ଆତ୍ମା ଭାବବାଦୀ ୟିଶାୟଙ୍କ ଦ୍ବାରା ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ସତ୍ଯ କଥା କହିଥିଲେ। ସେ କହିଲେ,
ଏବ୍ରୀମାନଙ୍କ ନିକଟକୁ ପତ୍ର 3:7
ଅତଏବ ପବିତ୍ର ଆତ୍ମା କୁହନ୍ତି :
ଏବ୍ରୀମାନଙ୍କ ନିକଟକୁ ପତ୍ର 9:8
ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:15
ପବିତ୍ର ଆତ୍ମା ମଧ୍ଯ ଆମ୍ଭକୁ ଏହା ବିଷୟ ରେ କୁହନ୍ତି। ପ୍ରଥମ ରେ ସେ କୁହନ୍ତି :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:10
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।
ଯିହୋଶୂୟ 14:6
ଦିନେ ୟିହକ୍ସ୍ଟଦା ପରିବାରବର୍ଗଠାରକ୍ସ୍ଟ କିଛି ଲୋକ ଗିଲ୍ଗଲ୍ ରେ ଥିବା ଯିହାଶୂେୟଙ୍କ ନିକଟକକ୍ସ୍ଟ ଗଲେ। ସହେି ଲୋକମାନଙ୍କ ମଧିଅରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀଯ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର ଥିଲା। କାଲେବ୍ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ବର କାଦେଶ ବର୍ଣ୍ଣଯେ ରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସବେକ ମାଶାଙ୍କେକ୍ସ୍ଟ କହିଥିଲେ ଯାହା ତକ୍ସ୍ଟମ୍ଭ ବିଷଯ ରେ ଓ ମାେ ବିଷଯ।
ଦିତୀୟ ରାଜାବଳୀ 6:10
ତହିଁରେ ପରମେଶ୍ବରଙ୍କ ଲୋକ ଯେଉଁ ସ୍ଥାନ ବିଷଯ ରେ ସାବଧାନ କରାଇଥିଲେ ଇଶ୍ରାୟେଲର ରାଜା ତାଙ୍କ ଲୋକମାନଙ୍କୁ ସହେି ସ୍ଥାନ ବିଷଯ ରେ ଜଣାଇ ସତର୍କ କରାଇଲେ। ଏହିପରି ଇଶ୍ରାୟେଲର ରାଜା ବହୁତ କମ ଲୋକମାନଙ୍କୁ ରକ୍ଷା କଲେ।
ପ୍ରଥମ ବଂଶାବଳୀ 23:14
ମାଶାେ ପରମେଶ୍ବରଙ୍କ ଲୋକ ଥିଲେ। ମାଶାଙ୍କେ ପୁତ୍ରମାନେ ଲବେୀୟ ଗୋଷ୍ଠୀର ଅନ୍ତଭୁର୍କ୍ତ ଥିଲେ।
ଦିତୀୟ ରାଜାବଳୀ 6:15
ଇଲୀଶାୟର ଦାସ ପ୍ରତ୍ଯୁଷରୁ ଉଠି ବାହାରକୁ ଗଲା ଓ ନଗରର ଚତୁର୍ଦ୍ଦିଗ ରେ ଅଶ୍ବାରୋହୀ ଓ ରଥା ରୋହୀମାନଙ୍କୁ ବେଢି ରହିଥିବାର ଦେଖିଲା।
ମୀଖା 3:7
ଆଉ ସହେି ଦର୍ଶକମାନେ ଲଜ୍ଜିତ ହବେେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହବେେ। ସମାନେେ କିଛି କହି ପାରିବେ ନାହିଁ କାରଣ ପରମେଶ୍ବର ତାଙ୍କୁ କୌଣସି ଉତ୍ତର ଦବେେ ନାହିଁ।
ଗଣନା ପୁସ୍ତକ 16:28
ତା'ପରେ ମାଶାେ କହିଲେ, ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦବେି ଯେ ସଦାପ୍ରଭୁ ମାେତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁନାହିଁ ବୋଲି ତୁମ୍ଭମାନେେ ଜାଣିବ।
ଦିତୀୟ ରାଜାବଳୀ 4:9
ସ୍ତ୍ରୀ ଲୋକଟି ଦିନେ ତା'ର ସ୍ବାମୀକୁ କହିଲେ, ଦେଖ, ଏହି ଯେଉଁ ଲୋକଟି ଆମ୍ଭମାନଙ୍କ ଘର ନିକଟକୁ ଦଇେ ସର୍ବଦା ୟାତାଯାତ କରୁଛି, ସେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ମୁଁ ଅନୁଭବ କରୁଛି।
ପ୍ରଥମ ରାଜାବଳୀ 17:24
ତହୁଁ ସ୍ତ୍ରୀ ଲୋକଟି ଏଲିଯଙ୍କୁ କହିଲା, ତୁମ୍ଭେ ଯେ ପରମେଶ୍ବରଙ୍କ ଲୋକ ଓ ତୁମ୍ଭ ମୁଖ ରେ ସଦାପ୍ରଭୁଙ୍କ ବାକ୍ଯ ଯେ ସତ୍ଯ ମୁଁ ଏହା ଏବେ ଜାଣିଲି।
ଦିତୀୟ ବିବରଣ 33:1
ମାଶାେ ଏହି ଆଶୀର୍ବାଦମାନ ଦଇେଥିଲେ, ଯେ କି ପରମେଶ୍ବରଙ୍କର ଲୋକ ଇଶ୍ରାୟେଲକକ୍ସ୍ଟ ମଲା ପୂର୍ବରକ୍ସ୍ଟ ଦଇେଥିଲେ।