2 Peter 2:9 ପରମେଶ୍ବର ଏହି ସମସ୍ତ କାର୍ୟ୍ଯ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସବୋ କରୁଛନ୍ତି, ପ୍ରଭୁ ସର୍ବଦା ସମାନଙ୍କେୁ ରକ୍ଷା କରିବେ। ସମସ୍ଯା ରେ ପଡ଼ିଥିଲା ବେଳେ ସେ ସମାନଙ୍କେୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଚାର ଦିନ ରେ ଦଣ୍ଡ ଦବେେ।
2 Peter 2:9 in Other Translations
King James Version (KJV) The Lord knoweth how to deliver the godly out of temptations, and to reserve the unjust unto the day of judgment to be punished:
American Standard Version (ASV) the Lord knoweth how to deliver the godly out of temptation, and to keep the unrighteous under punishment unto the day of judgment;
Bible in Basic English (BBE) The Lord is able to keep the upright safe in the time of testing, and to keep evil-doers under punishment till the day of judging;
Darby English Bible (DBY) [the] Lord knows [how] to deliver the godly out of trial, and to keep [the] unjust to [the] day of judgment [to be] punished;
World English Bible (WEB) the Lord knows how to deliver the godly out of temptation and to keep the unrighteous under punishment for the day of judgment;
Young's Literal Translation (YLT) The Lord hath known to rescue pious ones out of temptation, and unrighteous ones to a day of judgment, being punished, to keep,
knoweth how
οἶδεν
eidō
EE-thoh
The Lord
κύριος
kyrios
KYOO-ree-ose
the godly
εὐσεβεῖς
eusebēs
afe-say-VASE
out of
ἐκ
ek
ake
temptations,
πειρασμοῦ
peirasmos
pee-ra-SMOSE
to deliver
ῥύεσθαι
rhyomai
RYOO-oh-may
the unjust
ἀδίκους
adikos
AH-thee-kose
and
δὲ
de
thay
unto
εἰς
eis
ees
the day
ἡμέραν
hēmera
ay-MAY-ra
of judgment
κρίσεως
krisis
KREE-sees
to to be punished:
κολαζομένους
kolazō
koh-LA-zoh
reserve
τηρεῖν
tēreō
tay-RAY-oh
Read Full Chapter :
2 Peter 2
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:13
କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।
ଗୀତସଂହିତା 34:15
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।
ପିତରଙ୍କ ଦିତୀୟ ପତ୍ର 3:7
ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
ଯିହୂଦାଙ୍କ ପତ୍ର 1:14
ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ : ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:10
ତୁମ୍ଭେ ର୍ଧୈୟ୍ଯର ସହିତ ମାରେଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।
ହିତୋପଦେଶ 16:4
ସଦାପ୍ରଭୁ ପ୍ରେତ୍ୟକକ ବିଷଯକୁ ତହିଁର ନିଜ ଉଦ୍ଦେଶ୍ଯ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଚାର ରେ ଦୁଷ୍ଟମାନେ ବିନାଶ ହବେେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:12
ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସପୂର୍ବକ ଜୀବନ ଅତିବାହିତ କରିବାକୁ ଚାହୁଁଥିବା ପ୍ରେତ୍ୟକକ ଲୋକ ନିର୍ୟ୍ଯାତିତ ହବେେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହାଇଯେିବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:10
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
ଆୟୁବ ପୁସ୍ତକ 5:19
ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରିପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତ ରେ ସାତାଟେି ଦୁର୍ବିପାକରୁ ରକ୍ଷା କରିପାରିବେ।
ଆୟୁବ ପୁସ୍ତକ 21:30
ବିପଦ ଆସିଲେ ବି ଦୁଷ୍ଟ ଲୋକମାନେ ରକ୍ଷାପାଇ ୟାଆନ୍ତି। ପରମେଶ୍ବର ରାଗ କଲେ ବି ସମାନେେ ବର୍ତ୍ତି ୟାଆନ୍ତି।
ଗୀତସଂହିତା 12:1
ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।
ଗୀତସଂହିତା 32:6
ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ୟଦିଓ ସମାନଙ୍କେର ବନ୍ଯାପରି ବହୁତ ବିପଦ ଅଛି, ତଥାପି ସମାନେେ ନିରାପଦରେ ରହିବେ।
ଗୀତସଂହିତା 4:3
ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ଯକ୍ତିମାନଙ୍କ କଥା ଶୁଣନ୍ତି। ତଣେୁ ସେ ମାେ କଥା ମଧ୍ଯ ଶୁଣନ୍ତି, ମୁଁ ଯେତବେେଳେ ତାଙ୍କୁ ପ୍ରାର୍ଥନା କରେ।
ପିତରଙ୍କ ଦିତୀୟ ପତ୍ର 2:4
ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।