2 Timothy 2:22 ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।
2 Timothy 2:22 in Other Translations
King James Version (KJV) Flee also youthful lusts: but follow righteousness, faith, charity, peace, with them that call on the Lord out of a pure heart.
American Standard Version (ASV) after righteousness, faith, love, pace, with them that call on the Lord out of a pure heart.
Bible in Basic English (BBE) But keep yourself from those desires of the flesh which are strong when the body is young, and go after righteousness, faith, love, peace, with those whose prayers go up to the Lord from a clean heart.
Darby English Bible (DBY) But youthful lusts flee, and pursue righteousness, faith, love, peace, with those that call upon the Lord out of a pure heart.
World English Bible (WEB) Flee from youthful lusts; but pursue righteousness, faith, love, and peace with those who call on the Lord out of a pure heart.
Young's Literal Translation (YLT) and the youthful lusts flee thou, and pursue righteousness, faith, love, peace, with those calling upon the Lord out of a pure heart;
τὰς
ho
oh
also
δὲ
de
thay
youthful
νεωτερικὰς
neōterikos
nay-oh-tay-ree-KOSE
lusts:
ἐπιθυμίας
epithymia
ay-pee-thyoo-MEE-ah
Flee
φεῦγε
pheugō
FAVE-goh
follow
δίωκε
diōkō
thee-OH-koh
but
δὲ
de
thay
righteousness,
δικαιοσύνην
dikaiosynē
thee-kay-oh-SYOO-nay
faith,
πίστιν
pistis
PEE-stees
charity,
ἀγάπην
agapē
ah-GA-pay
peace,
εἰρήνην
eirēnē
ee-RAY-nay
with
μετὰ
meta
may-TA
τῶν
ho
oh
them that call on
ἐπικαλουμένων
epikaleomai
ay-pee-ka-LAY-oh-may
the
τὸν
ho
oh
Lord
κύριον
kyrios
KYOO-ree-ose
out of
ἐκ
ek
ake
a pure
καθαρᾶς
katharos
ka-tha-ROSE
heart.
καρδίας
kardia
kahr-THEE-ah
Read Full Chapter :
2 Timothy 2
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:11
କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:18
ଅତଏବ ୟୌନଗତ ପାପଠାରୁ ଦୂର ରେ ରୁହ। ଜଣେ ଲୋକ ଅନ୍ୟ ସମସ୍ତ ପ୍ରକାରର ପାପ, ନିଜ ଶରୀରର ବାହା ରେ କରେ। କିନ୍ତୁ ୟୌନଗତ ପାପ ଦ୍ବାରା ସେ ନିଜ ଶରୀର ବିରୁଦ୍ଧ ରେ ପାପ କରେ।
ପିତରଙ୍କ ପ୍ରଥମ ପତ୍ 2:11
ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:14
ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଏହି ପ୍ ରମେ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ଯକ ଓ ସମାନେେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସମାନଙ୍କେ ସତ୍ଯ ବିଶ୍ବାସ ତାହାଙ୍କଠା ରେ ଥିବା ଦରକାର।
ପିତରଙ୍କ ପ୍ରଥମ ପତ୍ 3:11
ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:12
ତୁମ୍ଭେ ୟୁବକ, କିନ୍ତୁ କହେି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ଯବହାର ନ କରେ। ବିଶ୍ବାସୀମାନଙ୍କ ପାଇଁ, ସମାନେେ କିପରି ରହିବା କଥା ତାହା ଦଖାଇବୋକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ ରମେ, ବିଶ୍ବାସ, ପବିତ୍ର ଜୀବନ ଦ୍ବାରା ତୁମ୍ଭେ ସମାନଙ୍କେୁ ତାହା ଦଖାଇେ ଦିଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:14
ତା' ହେଲେ ତୁମ୍ଭମାନେେ ସମସ୍ତ କିଛି ସହି ପାରିବ। ମାରେ ପ୍ରିୟ ବନ୍ଧୁଗଣ ! ଶଷେ ରେ ମୁଁ କହୁଛି ଯେ, ମୂର୍ତ୍ତି ପୂଜାରୁ ଦୂର ରେ ରୁହ।
ଯୋହନଙ୍କ ତୃତୀୟ ପତ୍ର 1:11
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।
ଗୀତସଂହିତା 119:9
ତୁମ୍ଭର ବାକ୍ଯାନୁୟାଯୀ କିପରି ଜଣେ ୟୁବକ ତା'ର ଜୀବନକୁ ପବିତ୍ର କରିପାରିବ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 9:14
ଏଠା ରେ ମଧ୍ଯ ସହେି ଲୋକଟି ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ବାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।
ଗୀତସଂହିତା 66:18
ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:5
ର୍ଧୈୟ୍ଯ ଓ ଶକ୍ତି ପରମେଶ୍ବରଙ୍କ ଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗ ରେ ମିଳିମିଶି ରୁହ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:1
ପ୍ ରମରେ ଅନୁସରଣ କର। ଆଧ୍ଯାତ୍ମିକ ଦାନସବୁ ପାଇବା ପାଇଁ ଏକାନ୍ତ ଚେଷ୍ଟା କର, ବିଶଷେ ଭାବରେ ଭାବବାଣୀ କହିବାକୁ ଏକାନ୍ତ ଇଚ୍ଛା କର।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:8
ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।
ପ୍ରଥମ ବଂଶାବଳୀ 29:17
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:14
କିନ୍ତୁ ପ୍ରଭୁଙ୍କର ଅନଗ୍ରହ ମାେତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସହେି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ବିଶ୍ବାସ ଓ ପ୍ ରମେ ମଧ୍ଯ ମାେତେ ମିଳିଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:10
ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ମୁଁ ନିବଦନେ କରେ ଯେ, ତୁମ୍ଭମାନେେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ବାରା ତୁମ୍ଭମାନଙ୍କ ଭିତ ରେ କୌଣସି ବିଭାଜନ ହବେ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ଯ ସମାନ ହବୋ ଦ୍ବାରା ତୁମ୍ଭମାନେେ ସଂପୂର୍ଣ୍ଣ ସଂୟୁକ୍ତ ହୁଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:2
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:19
ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:17
ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।
ଉପଦେଶକ 11:9
ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।
ଗୀତସଂହିତା 17:1
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଥରେ ଶୁଣ ଓ ମାେତେ ନ୍ଯାଯ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ବରରେ ଡ଼ାକୁ ଅଛି। ୟେ ହତେୁ ମୁଁ ନିଷ୍କପଟ, ତଣେୁ ୟାହା ମୁଁ କହୁଛି, ଦୟାକରି ମାରେ ପ୍ରାର୍ଥନାକୁ ଗ୍ରହଣ କର।
ହିତୋପଦେଶ 6:5
ଆପଣାକୁ ଉଦ୍ଧାର କର, ଯେପରି ହରିଣ ବ୍ଯାଧଠାରୁ ଦୌଡ଼ି ପଳାଏ ଓ ପକ୍ଷୀମାନେ ଫାସରୁ ରହିୟାଆନ୍ତି।
ହିତୋପଦେଶ 15:8
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:59
ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମାେ ଆତ୍ମାକୁ ଗ୍ରହଣ କର।