2 Timothy 2:9 ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।
2 Timothy 2:9 in Other Translations
King James Version (KJV) Wherein I suffer trouble, as an evil doer, even unto bonds; but the word of God is not bound.
American Standard Version (ASV) wherein I suffer hardship unto bonds, as a malefactor; but the word of God is not bound.
Bible in Basic English (BBE) In which I put up with the hardest conditions, even prison chains, like one who has done a crime; but the word of God is not in chains.
Darby English Bible (DBY) in which I suffer even unto bonds as an evil-doer: but the word of God is not bound.
World English Bible (WEB) in which I suffer hardship to the point of chains as a criminal. But God's word isn't chained.
Young's Literal Translation (YLT) in which I suffer evil -- unto bonds, as an evil-doer, but the word of God hath not been bound;
ἐν
en
ane
Wherein
ᾧ
hos
ose
I suffer trouble,
κακοπαθῶ
kakopatheō
ka-koh-pa-THAY-oh
unto
μέχρι
mechri
MAY-hree
bonds;
δεσμῶν
desmon
thay-SMONE
as
ὡς
hōs
ose
an evil doer,
κακοῦργος
kakourgos
ka-KOOR-gose
but
ἀλλ'
alla
al-LA
the
ὁ
ho
oh
word
λόγος
logos
LOH-gose
τοῦ
ho
oh
of God
θεοῦ
theos
thay-OSE
not
οὐ
ou
oo
is bound.
δέδεται·
deō
THAY-oh
Read Full Chapter :
2 Timothy 2
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:8
ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟ ରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହାଇେ ରହିଛି ମାେ ପାଇଁ ମଧ୍ଯ ଲଜ୍ଜା ବୋଧ କରେ ନାହିଁ। କିନ୍ତୁ ମାେ ସହିତ ସୁସମାଚାର ପାଇଁ କଷ୍ଟ ସହ୍ଯ କର। ତାହା କରିବା ପାଇଁ ପରମେଶ୍ବର ଆମ୍ଭକୁ ଶକ୍ତି ଦିଅନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:31
ଯେତେ ଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ବାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧା ରେ ପୁଣି ଅତି ସାହାସର ସହିତ ପରମେଶ୍ବରଙ୍କ ରାଜ୍ଯ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚ଼ାର କଲେ। ପୁଣି ସହେି ଶିକ୍ଷା ଦବୋରୁ କହେି ହେଲେ ତାହାଙ୍କୁ ଅଟକାଇବା ପାଇଁ ଚେ଼ଷ୍ଟା କଲେ ନାହିଁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:7
ତୁମ୍ଭମାନଙ୍କ ବିଷୟ ରେ ମାରେ ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମାେ ହୃଦୟ ରେ ସ୍ଥାନ ପାଇଛ। ତୁମ୍ଭମାନେେ ପରମେଶ୍ବରଙ୍କ କୃପା ରେ ମାରେ ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘ ରେ ଅଛି, ଯେତବେେଳେ ମୁଁ ସୁସମାଚାରର ପକ୍ଷ ସମର୍ଥନ କରୁଛି ଓ ଯେତବେେଳେ ମୁଁ ସୁସମାଚାରର ସତ୍ଯ ପ୍ରମାଣିତ କରୁଛି, ସେତବେେଳେ ମଧ୍ଯ ତୁମ୍ଭମାନେେ ମାେ ସହିତ ପରମେଶ୍ବରଙ୍କ ଅନୁଗ୍ରହର ସହଭାଗୀ ଅଟ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:16
ଅଣଯିହୂଦୀ, ରାଜା ଓ ଇଶ୍ରାୟେଲର ଲୋକମାନଙ୍କ ଆଗ ରେ ସେ ମାେ ନାମ ରେ ସାକ୍ଷ୍ଯ ଦବେ। ମାେ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦଇେ ୟିବାକୁ ହବେ ମୁଁ ନିଜେ ତାହାକୁ ଜଣାଇବି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:3
ଆମ୍ଭ ପାଇଁ ମଧ୍ଯ ପ୍ରାର୍ଥନା କର। ପରମେଶ୍ବରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ବରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟ ରେ ପରମେଶ୍ବର ଯେଉଁ ଗୁପ୍ତ ସତ୍ଯ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଚାର କରିପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ଯ ପ୍ରଚାର କରୁଛି ବୋଲି ମୁଁ କାରାଗାର ରେ ବନ୍ଦୀ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:1
ଭାଇ ଓ ଭଉଣୀମାନେ ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହବେ। ପ୍ରାର୍ଥନା କର, ତୁମ୍ଭମାନେେ ଯେଉଁଭଳି ସହେି ଶିକ୍ଷାକୁ ସମ୍ମାନ ଦଲେ, ଠିକ୍ ସହେିଭଳି ଲୋକେ ସହେି ଶିକ୍ଷାକୁ ସମ୍ମାନ ଦବେେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:17
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:18
ମୁଁ ପାଉଲ, ନିଜ ହସ୍ତାକ୍ଷର ରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛି। ମାରେ ବନ୍ଦୀଦଶା ସ୍ମରଣ କର। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କର ଅନୁଗ୍ରହ ରହୁ। ଆମେନ୍।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:12
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦବୋକୁ ଇଚ୍ଛା କରେ ଯେ ମାେ ପ୍ରତି ଯାହା କିଛି ଘଟିଛି, ତାହା ସୁସମାଚାର ପ୍ରଚାର କରିବା ରେ ସାହାୟ୍ଯ କଲା।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:16
ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।
ପିତରଙ୍କ ପ୍ରଥମ ପତ୍ 2:12
ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
ପିତରଙ୍କ ପ୍ରଥମ ପତ୍ 2:14
ରାଜାଙ୍କ ଦ୍ବାରା ପ୍ ରରେିତ ନେତାମାନଙ୍କର ଆଜ୍ଞା ପାଳନ କର। ମନ୍ଦ କାମ କରୁଥିବା ଲୋକଙ୍କୁ ଦଣ୍ଡ ଦବୋ ଓ ଭଲ କାମ କରୁଥିବା ଲୋକଙ୍କୁ ପ୍ରଶଂସା କରିବା ଲାଗି ସମାନଙ୍କେୁ ପଠାଯାଇଥାଏ।
ପିତରଙ୍କ ପ୍ରଥମ ପତ୍ 3:16
କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।
ପିତରଙ୍କ ପ୍ରଥମ ପତ୍ 4:15
ତୁମ୍ଭମାନଙ୍କ ଭିତରୁ କହେି ହତ୍ଯାକାରୀ ବା ଚୋର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାର ରେ ମୁଣ୍ଡ ଖଳୋଇଲା ଭଳି ଲୋକ ନ ଥାଉ। ସହେି ଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କହେି ଏପରି କାର୍ୟ୍ଯ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କହେି ଖ୍ରୀଷ୍ଟିଯାନ ହବୋରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।