Daniel 9:19 ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ କ୍ଷମା କର, ହେ ପରମେଶ୍ବର ଅବଧାନ ପୂର୍ବକ କର୍ମ କର। ବିଳମ୍ବ କରନାହିଁ, ହେ ମାରେ ପରମେଶ୍ବର ନିଜର ନାମ ସକାେଶ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମ ରେ ଖ୍ଯାତ ଅଟନ୍ତି।
Daniel 9:19 in Other Translations
King James Version (KJV) O Lord, hear; O Lord, forgive; O Lord, hearken and do; defer not, for thine own sake, O my God: for thy city and thy people are called by thy name.
American Standard Version (ASV) O Lord, hear; O Lord, forgive; O Lord, hearken and do; defer not, for thine own sake, O my God, because thy city and thy people are called by thy name.
Bible in Basic English (BBE) O Lord, give ear; O Lord, have forgiveness; O Lord, take note and do; let there be no more waiting; for the honour of your name, O my God, because your town and your people are named by your name.
Darby English Bible (DBY) Lord, hear! Lord, forgive! Lord, hearken and do! defer not, for thine own sake, O my God! for thy city and thy people are called by thy name.
World English Bible (WEB) Lord, hear; Lord, forgive; Lord, listen and do; don't defer, for your own sake, my God, because your city and your people are called by your name.
Young's Literal Translation (YLT) O lord, hear, O Lord, forgive; O Lord, attend and do; do not delay, for Thine own sake, O my God, for Thy name is called on Thy city, and on Thy people.'
Read Full Chapter :
Daniel 9
Cross Reference
ଦାନିଏଲ 9:18
ହେ ମାରେ ପରମେଶ୍ବର, କର୍ଣ୍ଣ ଡରେି ଶୁଣ। ଆପଣା ଚକ୍ଷୁ ମଲେି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମ ରେ ଖ୍ଯାତି ଏହି ନଗର ଅବସ୍ଥା ଦେଖ। ଆମ୍ଭମାନେେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବଦନେ କରୁଅଛୁ।
ଲୂକଲିଖିତ ସୁସମାଚାର 11:8
ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶୟେ ଛାଡି ଉଠିବା, ଓ ତୁମ୍ଭକୁ ରେୋଟୀ ଦବୋ ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ବ ୟଥେଷ୍ଟ ହାଇେ ପାରି ନଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଚାଲିଥାଅ, ତବେେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦବେ।
ଯିରିମିୟ 14:7
ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
ଯିରିମିୟ 14:9
ତୁମ୍ଭେ ଜଣେ ଦ୍ବନ୍ଦ ରେ ପଡ଼ିଥିବା ମନୁଷ୍ଯ ତୁଲ୍ଯ ଓ ଉଦ୍ଧାର କରିବାକୁ ଅସମର୍ଥ ବୀର ସଦୃଶ ହେଉଅଛ। କିନ୍ତୁ, ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ଅଛ। ଆମ୍ଭମାନେେ ତୁମ୍ଭ ନାମ ରେ ଖ୍ଯାତ ଅଟୁ। ତେଣୁ ଆମ୍ଭମାନଙ୍କୁ ପରିତ୍ଯାଗ କର ନାହିଁ।
ଆମୋଷ 7:2
ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।
ଗୀତସଂହିତା 44:23
ମାରେ ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। କାହିଁକି ତୁମ୍ଭେ ଶାଇେ ରହିଛ ? ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିୟାଅ ନାହିଁ।
ଗୀତସଂହିତା 74:9
ଆମ୍ଭମାନେେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ଯଦ୍ବକ୍ତା ଆଉ ନାହାନ୍ତି। କ'ଣ କରିବାକୁ ହବେ କହେି ଜାଣନ୍ତି ନାହିଁ।
ଗୀତସଂହିତା 79:5
ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ ?
ଗୀତସଂହିତା 79:8
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ !ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।
ଗୀତସଂହିତା 85:5
ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କୋର୍ଧିତ ହାଇେ ରହିବ ?
ଗୀତସଂହିତା 102:13
ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।
ଗୀତସଂହିତା 115:1
ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
ଯିଶାଇୟ 63:16
ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇଶ୍ରାୟେଲ ଯାଜକ ଆମ୍ଭମାନଙ୍କୁ ସ୍ବୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ୟ୍ଯନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।
ଯିଶାଇୟ 64:9
ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।
ଗଣନା ପୁସ୍ତକ 14:19
ମୁଁ ବିନଯ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ବ ଅନୁସାରେ ଏହି ଲୋକମାନଙ୍କୁ ମିଶରଠାରୁ ଏପର୍ୟ୍ଯନ୍ତ ଯେପରି କ୍ଷମା କରିଅଛ ତଦନୁସା ରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।
ଯିରିମିୟ 25:29
କାରଣ ଏହି ୟିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିୟାନ ଆରମ୍ଭ କରିଛି। ତାହା ମାରେ ନାମକୁ ଧାରଣ କରିଛି। ତୁମ୍ଭମାନେେ କହିବାର ଆମ୍ଭମାନେେ ଦଣ୍ଡିତ ହବେୁ ନାହିଁ। ମାତ୍ର ତୁମ୍ଭମାନେେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପ ରେ ଖଡ୍ଗ ଚଳାଇବା। ଏହା ସଦାପ୍ରଭୁ କହନ୍ତି।
ଯିହିଜିକଲ 20:9
କିନ୍ତୁ ମୁଁ ସମାନଙ୍କେୁ ଧ୍ବଂସ କଲି ନାହିଁ। କାରଣ ସମାନଙ୍କେ ସହିତ ଥିବା ଲୋକମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କରିବା ପାଇଁ ମାେତେ ଭଲ ଲାଗିଲା ନାହିଁ, କାରଣ ଯେତବେେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସମାନଙ୍କେୁ ମିଶରରୁ ବାହାର କରି ଆଣିବା ଦ୍ବାରା ମୁଁ ଇଶ୍ରାୟେଲୀୟମାନଙ୍କଠା ରେ ପରିଚିତ ହଲିେ।
ଯିହିଜିକଲ 20:14
କିନ୍ତୁ ମୁଁ ମାରେ ନାମକୁ ସହେି ଲୋକମାନଙ୍କ ସମ୍ମୁଖ ରେ ଭ୍ରଷ୍ଟ କରିବା ପାଇଁ ଚାହିଁଲି ନାହିଁ। ଯେଉଁମାନଙ୍କ ଆଗ ରେ ମୁଁ ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲି।
ଯିହିଜିକଲ 20:22
କିନ୍ତୁ ମୁଁ ନିଜକୁ କ୍ଷାନ୍ତ କଲି, କାରଣ ମାରେନାମ ପାଖାପାଖି ଦବେତାମାନଙ୍କ ଦ୍ବାରା ଉପହାସିତ ନ ହେଉ ବୋଲି ମୁଁ ଚାହିଁଲି। ଯେଉଁମାନଙ୍କ ଦୃଷ୍ଟି ରେ ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶରରୁ ବାହାର କରିଆଣିଲି।
ଯିହିଜିକଲ 36:22
ତେଣୁ ଇଶ୍ରାୟେଲର ଲୋକମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲ ପରିବାର, ତେଣୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯାହା କହିବା କଥା ତାହା ମାରେ ନାମର ସୁରକ୍ଷା ପାଇଁ କରୁ ନାହଁ। ତୁମ୍ଭମାନେେ ଯେଉଁଠାକୁ ଗଲେ, ସହେି ରାଷ୍ଟ୍ରମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କଲ।
ଯିହିଜିକଲ 39:25
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଏବେ ମୁଁ ଯାକୁବକୁ ବନ୍ଦୀତ୍ବରୁ ମୁକ୍ତ କରି ଆଣିବି ଓ ସମୁଦାଯ ଇଶ୍ରାୟେଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାେଶ ଇର୍ଷାପରାଯଣ ହବେି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:6
ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:12
ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ବରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।
ଯିରିମିୟ 14:20
ହେ ପରମେଶ୍ବର, ଆମ୍ଭମାନେେ ଆମ୍ଭମାନଙ୍କର ଦୁଷ୍ଟତା ଓ ଆମ୍ଭ ପୂର୍ବପୁରୁଷମାନଙ୍କର ଅଧର୍ମ ସ୍ବୀକାର କରୁଅଛୁ। ହଁ, ଆମ୍ଭମାନେେ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
ପ୍ରଥମ ରାଜାବଳୀ 8:30
ହେ ସଦାପ୍ରଭୁ, ତୁମ୍ଭର ଦାସ ଓ ଇଶ୍ରାୟେଲର ଲୋକେ ଏହି ସ୍ଥାନକୁ ଆସିବେ ଓ ବିନତି କରିବେ, ସମାନଙ୍କେର ପ୍ରାର୍ଥନା ମନୋୟୋଗ ପୂର୍ବକ ଶୁଣ। ଆମ୍ଭେ ଜାଣୁ ଆପଣଙ୍କ ନିବାସଭୂମି ସ୍ବର୍ଗ। ଆମ୍ଭେ ବିନତି କରୁଛୁ ସହେିଠା ରେ ଥାଇ ଆମ୍ଭ ପ୍ରାର୍ଥନା ଶୁଣ ଓ ଆମ୍ଭମାନଙ୍କୁ କ୍ଷମା କର।
ଦିତୀୟ ବଂଶାବଳୀ 6:21
ମୁଁ ଯେଉଁ ପ୍ରାର୍ଥନା କରୁଅଛି ଓ ତୁମ୍ଭର ଲୋକ ଇଶ୍ରାୟେଲ ଯେଉଁ ପ୍ରାର୍ଥନା କରୁଅଛନ୍ତି, ତାହା ଶୁଣ। ଆମ୍ଭମାନେେ ଏହି ମନ୍ଦିର ଆଡ଼େ ଚାହିଁ ପ୍ରାର୍ଥନା କରିବା ସମୟରେ ଆମ୍ଭମାନଙ୍କର ପ୍ରାର୍ଥନା ଶୁଣ। ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ। ଆଉ, ତୁମ୍ଭେ ଆମ୍ଭମାନଙ୍କର ପ୍ରାର୍ଥନା ଶୁଣି, ଆମ୍ଭମାନଙ୍କୁ କ୍ଷମା କର।
ଦିତୀୟ ବଂଶାବଳୀ 6:25
ତବେେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣ ଓ ତୁମ୍ଭର ଲୋକ ଇଶ୍ରାୟେଲର ପାପ କ୍ଷମା କର। ତୁମ୍ଭେ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛ, ସମାନଙ୍କେୁ ପୁନର୍ବାର ସଠାେକୁ ଫରୋଇ ଆଣ।
ଦିତୀୟ ବଂଶାବଳୀ 6:39
ଯେତବେେଳେ ଏହା ଘଟିବ, ସ୍ବର୍ଗ ରେ ଥାଇ ତୁମ୍ଭେ ତାହା ଶୁଣିବ, ସମାନେେ ସାହାୟ୍ଯ ନିମନ୍ତେ ଅନୁରୋଧ କଲେ, ସମାନଙ୍କେର ପ୍ରାର୍ଥନା ଗ୍ରହଣ କର। ଆଉ ସମାନଙ୍କେୁ ସାହାୟ୍ଯ କର। ତୁମ୍ଭ ବିରୁଦ୍ଧ ରେ ପାପ କରିଥିବା ତୁମ୍ଭର ଲୋକମାନଙ୍କୁ କ୍ଷମା କର।