Isaiah 49 - WEB (Oriya)
1 Listen, isles, to me; and listen, you peoples, from far: Yahweh has called me from the womb; from the bowels of my mother has he made mention of my name:ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।
2 and he has made my mouth like a sharp sword; in the shadow of his hand has he hid me: and he has made me a polished shaft; in his quiver has he kept me close:ସଦାପ୍ରଭୁ ତାଙ୍କର ବାକ୍ଯ ପ୍ରଚାର ପାଇଁ ମାେତେ ପଠାଇଛନ୍ତି। ତେଣୁ ସେ ମାରେ ମୁଖକୁ ତୀକ୍ଷ୍ଣ ଖଡ୍ଗ ସ୍ବରୂପ କରିଛନ୍ତି। ନିଜର ହସ୍ତ ଛାଯା ରେ ସେ ମାେତେ ଲୁଚାଇ ରଖିଛନ୍ତି ଓ ସେ ମାେତେ ଶାଣିତ ବାଣସ୍ବରୂପ କରି ନିଜର ତୁଣୀର ରେ ଲୁଚାଇ ରଖିଛନ୍ତି।
3 and he said to me, You are my servant; Israel, in whom I will be glorified.ସେ ପୁଣି ମାେତେ କହିଲେ, ତୁମ୍ଭେ ମାରେ ଦାସ, ତୁମ୍ଭେ ଇଶ୍ରାୟେଲ, ତୁମ୍ଭଦ୍ବାରା ଆମ୍ଭେ ମହିମାନ୍ବିତ ହବୋ।
4 But I said, I have labored in vain, I have spent my strength for nothing and vanity; yet surely the justice [due] to me is with Yahweh, and my recompense with my God.ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।
5 Now says Yahweh who formed me from the womb to be his servant, to bring Jacob again to him, and that Israel be gathered to him (for I am honorable in the eyes of Yahweh, and my God is become my strength);ପୁଣି ମାେତେ ତାଙ୍କର ସବେକ ହବୋପାଇଁ, ଯାକୁବଙ୍କୁ ତାଙ୍କ ନିକଟକୁ ଆଣିବା ପାଇଁ ଓ ଇଶ୍ରାୟେଲ ତାହାଙ୍କ ନିକଟରେ ପହଞ୍ଚିବା ପାଇଁ ସେ ମାେତେ ମାତୃଗର୍ଭ ରେ ସୃଷ୍ଟି କଲେ। ସହେି ସଦାପ୍ରଭୁ ମାେତେ ଏବେ କୁହନ୍ତି, କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟି ରେ ଆଦରଣୀଯ ଅଟେ ଓ ମାରେ ପରମେଶ୍ବର ମାରେ ବଳସ୍ବରୂପ ହାଇେଅଛନ୍ତି।'
6 yes, he says, It is too light a thing that you should be my servant to raise up the tribes of Jacob, and to restore the preserved of Israel: I will also give you for a light to the Gentiles, that you may be my salvation to the end of the earth.ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।
7 Thus says Yahweh, the Redeemer of Israel, [and] his Holy One, to him whom man despises, to him whom the nation abhors, to a servant of rulers: Kings shall see and arise; princes, and they shall worship; because of Yahweh who is faithful, [even] the Holy One of Israel, who has chosen you.ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।
8 Thus says Yahweh, In an acceptable time have I answered you, and in a day of salvation have I helped you; and I will preserve you, and give you for a covenant of the people, to raise up the land, to make them inherit the desolate heritage:ସଦାପ୍ରଭୁ କୁହନ୍ତି, ଆମ୍ଭେ ଯେଉଁ ସମୟରେ ଦୟା ଦଖାଇବୋ କଥା ସହେି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନ ରେ ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସମାନଙ୍କେର ଧ୍ବଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ବରୂପ ନିୟୁକ୍ତ କରିବା।
9 saying to those who are bound, Go forth; to those who are in darkness, Show yourselves. They shall feed in the ways, and on all bare heights shall be their pasture.ତୁମ୍ଭେ ବନ୍ଦୀଗଣଙ୍କୁ ବାହାରି ୟାଅ ବୋଲି, 'ଅନ୍ଧକାରସ୍ଥିତ' ଲୋକମାନଙ୍କୁ ଆପଣାମାନଙ୍କୁ ଦଖାେଅ ବୋଲି କହିବ। ସମାନେେ ପଥରେ ଚରିବେ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ସକଳ ସମାନଙ୍କେର ଚରାସ୍ଥାନ ହବେ।
10 They shall not hunger nor thirst; neither shall the heat nor sun strike them: for he who has mercy on them will lead them, even by springs of water will he guide them.ସମାନେେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହବେେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ୟ୍ଯତାପ ସମାନଙ୍କେୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ବର ସମାନଙ୍କେୁ ଦୟା କରନ୍ତି, ସେ ସମାନଙ୍କେୁ ଚଳାଇବେ; ଜଳ-ନିର୍ଝର ଦଇେ ସେ ସମାନଙ୍କେୁ କଢ଼ାଇ ଦବେେ।
11 I will make all my mountains a way, and my highways shall be exalted.ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାୟିବ।
12 Behold, these shall come from far; and, behold, these from the north and from the west; and these from the land of Sinim. ଦେଖ, କେତକେ ଲୋକ ଦୂର ଦେଶରୁ ଆସିବେ, କେତକେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ ଓ ଆଉ କେତକେ ସୀନୀମ ଦେଶରୁ ଆସିବେ।
13 Sing, heavens; and be joyful, earth; and break forth into singing, mountains: for Yahweh has comforted his people, and will have compassion on his afflicted.ହେ ସ୍ବର୍ଗମଣ୍ଡଳ, ଗାନ କର ; ହେ ପୃଥିବୀ, ଉଲ୍ଲସିତ ହୁଅ ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର ; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।
14 But Zion said, Yahweh has forsaken me, and the Lord has forgotten me.ମାତ୍ର ସିୟୋନ କ ହେ, ସଦାପ୍ରଭୁ ମାେତେ ପରିତ୍ଯାଗ କରିଛନ୍ତି। ମାରେପ୍ରଭୁ ମାେତେ ଭୁଲି ୟାଇଛନ୍ତି।
15 Can a woman forget her sucking child, that she should not have compassion on the son of her womb? yes, these may forget, yet I will not forget you.ଜଣେ ସ୍ତ୍ରୀ ଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନହେ ନ କରି କ'ଣ ଭୁଲି ପାରିବ ? ସେ କ'ଣ ତାର ସ୍ତନ୍ଯପାଯୀ ସନ୍ତାନକୁ ଦୟା ନ ଦଖାଇେ ପାସୋରି ପାରିବ ? ଏମାନେ ତାହା କରିପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
16 Behold, I have engraved you on the palms of my hands; your walls are continually before me.ଦେଖ, ଆମ୍ଭେ ତୁମ୍ଭର ନାମକୁ ଆମ୍ଭର ହସ୍ତ ଦ୍ବଯର ପାପୁଲି ରେ ଲେଖି ଅଛୁ। ତୁମ୍ଭର ଆକୃତି ସର୍ବଦା ଆମ୍ଭ ସମ୍ମୁଖ ରେ ଅଛି।
17 Your children make haste; your destroyers and those who made you waste shall go forth from you.ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି। ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛନ୍ନ କରିଛନ୍ତି ସମାନେେ ତୁମ୍ଭ ମଧ୍ଯରୁ ବାହାରି ଯିବେ।
18 Lift up your eyes round about, and see: all these gather themselves together, and come to you. As I live, says Yahweh, you shall surely clothe you with them all as with an ornament, and gird yourself with them, like a bride.ତୁମ୍ଭର ଚକ୍ଷୁ ମଲୋଇ ଚତୁର୍ଦ୍ଦିଗକୁ ଦେଖ। ସମାନେେ ସମସ୍ତେ ଏକତ୍ରୀତ ହାଇେ ତୁମ୍ଭ ଆଡ଼କୁ ଆସୁଛନ୍ତି। ସଦାପ୍ରଭୁ କୁହନ୍ତି, ମାରେ ଜୀବନ ରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ଯା ପରି ପରିଧାନ କରିବେ।
19 For, as for your waste and your desolate places, and your land that has been destroyed, surely now shall you be too small for the inhabitants, and those who swallowed you up shall be far away.ତୁମ୍ଭେ ନଷ୍ଟ ଓ ଶୂନ୍ଯ ଅଟ। ସହେିମାନଙ୍କ ପାଇଁ, ସହେି ଭୂମି ଲୋକରଣ୍ଯ, ଯେଉଁମାନେ ସଠାେ ରେ ବାସ କରିବେ। ସହେିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂ ରଇେ ୟିବ।
20 The children of your bereavement shall yet say in your ears, The place is too small for me; give place to me that I may dwell.କିଛିଦିନ ପିଲାମାନେ ତୁମ୍ଭ ଚିନ୍ତା କଲେ, ତୁମ୍ଭେ ହରାଇଥିଲ ବୋଲି କହିବେ, ମାେ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ। ମାେତେ ସ୍ଥାନ ଦିଅ, ମୁଁ ବାସ କରିବି।'
21 Then shall you say in your heart, Who has conceived these for me, seeing I have been bereaved of my children, and am solitary, an exile, and wandering back and forth? and who has brought up these? Behold, I was left alone; these, where were they?ସେତବେେଳେ ତୁମ୍ଭେ ମନେ ମନେ କହିବ, ମାରେ ସନ୍ତାନଗଣ ଅପହୃତ ହାଇେଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହାଇେ ଏଣେ ତଣେେ ଭ୍ରମଣ କରୁଅଛି। ମାରେ ଏ ସମସ୍ତଙ୍କୁ କିଏ ଜନ୍ମ ଦଇେଛନ୍ତି ? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠା ରେ ଥିଲେ ?'
22 Thus says the Lord Yahweh, Behold, I will lift up my hand to the nations, and set up my ensign to the peoples; and they shall bring your sons in their bosom, and your daughters shall be carried on their shoulders.ସଦାପ୍ରଭୁ, ମାରେ ପ୍ରଭୁ କୁହନ୍ତି, ଦେଖ, ଆମ୍ଭେ ଅନ୍ୟଦେଶୀଯମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆମ୍ଭର ଧ୍ବଜା ଟକେିବା। ତାହା ହେଲେ ସମାନେେ ତୁମ୍ଭର ପୁତ୍ରଗଣଙ୍କୁ କୋଳ ରେ ଆଣିବ ଓ ତୁମ୍ଭର କନ୍ଯାଗଣ ସମାନଙ୍କେ ସ୍କନ୍ଧ ରେ ବୁହାୟିବେ।
23 Kings shall be your nursing fathers, and their queens your nursing mothers: they shall bow down to you with their faces to the earth, and lick the dust of your feet; and you shall know that I am Yahweh; and those who wait for me shall not be disappointed.ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।
24 Shall the prey be taken from the mighty, or the lawful captives be delivered?ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?
25 But thus says Yahweh, Even the captives of the mighty shall be taken away, and the prey of the terrible shall be delivered; for I will contend with him who contends with you, and I will save your children.ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।
26 I will feed those who oppress you with their own flesh; and they shall be drunken with their own blood, as with sweet wine: and all flesh shall know that I, Yahweh, am your Savior, and your Redeemer, the Mighty One of Jacob.ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।
Oriya Bible