James 2:23 ଏହାଦ୍ବାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ : ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ। ଓ ପରମେଶ୍ବର ଅବ୍ରହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସହେି ବିଶ୍ବାସ ଅବ୍ରହାମଙ୍କୁ ପରମେଶ୍ବରଙ୍କ ନିକଟରେ ଧାର୍ମିକ କଲା।332 ପରମେଶ୍ବରଙ୍କ ମିତ୍ର333 ବୋଲି ଅବ୍ରହାମ ଡ଼କାଗଲେ।
James 2:23 in Other Translations
King James Version (KJV) And the scripture was fulfilled which saith, Abraham believed God, and it was imputed unto him for righteousness: and he was called the Friend of God.
American Standard Version (ASV) and the scripture was fulfilled which saith, And Abraham believed God, and it was reckoned unto him for righteousness; and he was called the friend of God.
Bible in Basic English (BBE) And the holy Writings were put into effect which said, And Abraham had faith in God and it was put to his account as righteousness; and he was named the friend of God.
Darby English Bible (DBY) And the scripture was fulfilled which says, Abraham believed God, and it was reckoned to him as righteousness, and he was called Friend of God.
World English Bible (WEB) and the Scripture was fulfilled which says, "Abraham believed God, and it was accounted to him as righteousness;" and he was called the friend of God.
Young's Literal Translation (YLT) and fulfilled was the Writing that is saying, `And Abraham did believe God, and it was reckoned to him -- to righteousness;' and, `Friend of God' he was called.
And
καὶ
kai
kay
fulfilled
ἐπληρώθη
plēroō
play-ROH-oh
ἡ
ho
oh
scripture was
γραφὴ
graphē
gra-FAY
the
ἡ
ho
oh
which saith,
λέγουσα
legō
LAY-goh
believed
Ἐπίστευσεν
pisteuō
pee-STAVE-oh
δὲ
de
thay
Abraham
Ἀβραὰμ
abraam
ah-vra-AM
τῷ
ho
oh
God,
θεῷ
theos
thay-OSE
and
καὶ
kai
kay
it was imputed
ἐλογίσθη
logizomai
loh-GEE-zoh-may
unto him
αὐτῷ
autos
af-TOSE
for
εἰς
eis
ees
righteousness:
δικαιοσύνην
dikaiosynē
thee-kay-oh-SYOO-nay
and
καὶ
kai
kay
the Friend
φίλος
philos
FEEL-ose
of God.
θεοῦ
theos
thay-OSE
he was called
ἐκλήθη
kaleō
ka-LAY-oh
Read Full Chapter :
James 2
Cross Reference
ଯିଶାଇୟ 41:8
ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।
ଦିତୀୟ ବଂଶାବଳୀ 20:7
ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ତୁମ୍ଭେ ଏହି ଦେଶର ଲୋକମାନଙ୍କୁ ବଳପୂର୍ବକ ତଡି ଦଲେ। ତୁମ୍ଭେ ଏହି କର୍ମ ତୁମ୍ଭର ଲୋକ ଇଶ୍ରାୟେଲର ସମ୍ମୁଖ ରେ କଲ। ତୁମ୍ଭେ ଅନନ୍ତକାଳ ନିମନ୍ତେ ଅବ୍ରହାମଙ୍କ ବଂଶଧରମାନଙ୍କୁ ଏହି ଦେଶ ଦଇେଅଛ। ଅବ୍ରହାମ ତୁମ୍ଭର ବନ୍ଧୁ ଥିଲେ।
ଆଦି ପୁସ୍ତକ 15:6
ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ବାସ କଲେ ଏବଂ ପରମେଶ୍ବର ତା'ର ବିଶ୍ବାସକୁ ଧାର୍ମିକତା କାର୍ୟ୍ଯ ବୋଲି ବିବଚେନା କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:3
ଶାସ୍ତ୍ର କୁ ହେ, ଅବ୍ରାହାମ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଲେ। ପରମେଶ୍ବର ତାହାଙ୍କର ବିଶ୍ବାସକୁ ଗ୍ରହଣ କଲେ। ଏହା ଦ୍ବାରା ପରମେଶ୍ବରଙ୍କ ପ୍ରତି ଅବ୍ରାହାମ ଧାର୍ମିକ ହେଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:6
ଅବ୍ରହାମଙ୍କ ବିଷୟ ରେ ଶାସ୍ତ୍ର ମଧ୍ଯ ଏହି କଥା କୁ ହେ : ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ପରମେଶ୍ବର ତାହାଙ୍କ ନିଜ ସହିତ ଅବ୍ରହାମଙ୍କୁ ଧାର୍ମିକ କରିବା ପାଇଁ ତାହାଙ୍କର ବିଶ୍ବାସକୁ ଗ୍ରହଣ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:22
ସେଥିପାଇଁ ପରମେଶ୍ବର, ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସେ ବିଶ୍ବାସ ଅବ୍ରାହାମଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:16
ଭାଇମାନେ ଧର୍ମଶାସ୍ତ୍ର ରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ବାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ୟିହୂଦାଙ୍କ ବିଷୟ ରେ କହିଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:17
ଧର୍ମଶାନ୍ତ୍ର ରେ ଯେପରି ପରମେଶ୍ବର ଫାରୋକୁ କହନ୍ତି: ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦେଶ୍ଯ ପାଇଁ ତୁମ୍ଭକୁ ରାଜା କରିଛୁ, ୟଦ୍ବାରା ତୁମ୍ଭ ମାଧ୍ଯମ ରେ ଆମ୍ଭେ ଆପଣା ଶକ୍ତି ଦଖାଇେ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ବ ରେ ଘୋଷିତ ହେଉ ବୋଲ ଆମ୍ଭ ଇଚ୍ଛା।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:8
ଶାସ୍ତ୍ରଗୁଡ଼ିକ ଏହା ମଧ୍ଯ କ ହେ ଯେ, ଭବିଷ୍ଯତ ରେ କ'ଣ ହବେ ? ଲଖାେଅଛି, ପରମେଶ୍ବର ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ଧାର୍ମିକ କରିବେ। ସୁସମାଚାର ଅବ୍ରାହମଙ୍କୁ ଆଗରୁ କୁହାୟାଇଥିଲା। ଶାସ୍ତ୍ର କ ହେ : ପରମେଶ୍ବର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ଯବହାର କରିବେ।271
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:22
କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:10
ଏହା ଘଟିଲା କିପରି? ପରମେଶ୍ବର ଅବ୍ରାହାମଙ୍କୁ ସୁନ୍ନତ ହବୋପରେ ଗ୍ରହଣ କଲେ, ନା ସୁନ୍ନତ ହବୋ ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହାଇେ ସାରିଲା ପରେ ଏହା ପ୍ରକୃତ ରେ ଘଟିନାହିଁ, କିନ୍ତୁ ସେ ସୁନ୍ନତ ନ ହାଇେଥିଲା ବେଳେ ଏହା ଘଟିଛି।
ଯାତ୍ରା ପୁସ୍ତକ 33:11
ଏହି ପ୍ରକା ରେ ସଦାପ୍ରଭୁ ମାଶାଙ୍କେ ସହିତ ମୁହାଁମୁହିଁ କଥାପାର୍ତ୍ତା ହେଲେ। ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମାଶାେ କଥାବାର୍ତ୍ତା କରିସାରିବା ପରେ ଛାଉଣୀକୁ ଫରେି ଆସିଲା। କିନ୍ତୁ ତାଙ୍କର ପରିଚାରକ ସର୍ବଦା ତମ୍ବୁ ରେ ରହୁଥିଲେ। ସହେି ପରିଚାରକର ନାମ ଥିଲା ଯିହାଶୂେୟ, ସେ ଥିଲେ ନୂନର ପୁତ୍ର।
ଆୟୁବ ପୁସ୍ତକ 16:21
ସେ ମାେ ପାଇଁ ପରମେଶ୍ବରଙ୍କୁ କୁହନ୍ତି ଯମେିତିକି ଜଣେ ବ୍ଯକ୍ତି ତା'ର ବନ୍ଧୁ ପାଇଁ ୟୁକ୍ତି କରେ।
ମାର୍କଲିଖିତ ସୁସମାଚାର 15:27
ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ଯ ସମାନେେ କୃଶ ବିଦ୍ଧ କଲେ।
ଲୂକଲିଖିତ ସୁସମାଚାର 4:21
ଯୀଶୁ ସମାନଙ୍କେୁ କହିଲେ, ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲା, ତାହା ତୁମ୍ଭମାନେେ ଶୁଣିଲା ବେଳେ ଶାସ୍ତ୍ର ରେ ଏହି ବାକ୍ଯ ଏବେ ସଫଳ ହେଲା।
ଯୋହନଲିଖିତ ସୁସମାଚାର 15:13
ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦଇେ ଜଣେ ବ୍ଯକ୍ତି ସର୍ବୋତ୍କୃଷ୍ଟ ପ୍ ରମେ ଦଖାଇେ ପାରିବ।
ମାର୍କଲିଖିତ ସୁସମାଚାର 12:10
ତୁମ୍ଭମାନେେ କ'ଣ ଏହି ଶାସ୍ତ୍ର ପଢିନାହଁ?
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:16
ସବୁ ଶାସ୍ତ୍ର ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପ ଯୋଗୀ ଅଟେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:2
ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?