John 15:6 ଯଦି କହେି ବ୍ଯକ୍ତି ମାଠାେ ରେ ରୁ ହେ ନାହିଁ, ତବେେ ତାକୁ ଶାଖା ପରି ଫିଙ୍ଗି ଦିଆୟିବ। ସହେି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲକମାନେେ ଶୁଖିଲା ଶାଖାକୁ ଉଠାଇ ନିଆଁ ରେ ଫୋପାଡି ଦିଅନ୍ତି। ସଗେୁଡିକ ଜଳି ଯାଏ।
John 15:6 in Other Translations
King James Version (KJV) If a man abide not in me, he is cast forth as a branch, and is withered; and men gather them, and cast them into the fire, and they are burned.
American Standard Version (ASV) If a man abide not in me, he is cast forth as a branch, and is withered; and they gather them, and cast them into the fire, and they are burned.
Bible in Basic English (BBE) If a man does not keep himself in me, he becomes dead and is cut off like a dry branch; such branches are taken up and put in the fire and burned.
Darby English Bible (DBY) Unless any one abide in me he is cast out as the branch, and is dried up; and they gather them and cast them into the fire, and they are burned.
World English Bible (WEB) If a man doesn't remain in me, he is thrown out as a branch, and is withered; and they gather them, throw them into the fire, and they are burned.
Young's Literal Translation (YLT) if any one may not remain in me, he was cast forth without as the branch, and was withered, and they gather them, and cast to fire, and they are burned;
If
ἐὰν
ean
ay-AN
not
μή
mē
may
a man
τις
tis
tees
abide
μείνῃ
menō
MAY-noh
in
ἐν
en
ane
me,
ἐμοί
emoi
ay-MOO
he is cast
ἐβλήθη
ballō
VAHL-loh
forth
ἔξω
exō
AYKS-oh
as
ὡς
hōs
ose
τὸ
ho
oh
a branch,
κλῆμα
klēma
KLAY-ma
and
καὶ
kai
kay
is withered;
ἐξηράνθη
xērainō
ksay-RAY-noh
and
καὶ
kai
kay
men gather
συνάγουσιν
synagō
syoon-AH-goh
them,
αὐτὰ
autos
af-TOSE
and
καὶ
kai
kay
into
εἰς
eis
ees
the fire,
πῦρ
pyr
pyoor
cast
βάλλουσιν
ballō
VAHL-loh
and
καὶ
kai
kay
they are burned.
καίεται
kaiō
KAY-oh
Read Full Chapter :
John 15
Cross Reference
ଯୋହନଲିଖିତ ସୁସମାଚାର 15:2
ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
ମାଥିଉଲିଖିତ ସୁସମାଚାର 7:19
ଯେଉଁ ଗଛ ରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:7
ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ଯ ଉତ୍ପନ୍ନ କରିବା ନିମନ୍ତେ ସହେି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସହେି କ୍ଷେତ୍ର ଲୋକମାନଙ୍କ ପାଇଁ ଉପ ଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ବରଙ୍କର ଆଶୀର୍ବାଦ ପାଏ।
ମାଥିଉଲିଖିତ ସୁସମାଚାର 3:10
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।
ଯୋହନଙ୍କ ପ୍ରଥମ ପତ୍ର 2:19
ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳ ରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଚାଲିଗଲେ। ସମାନେେ ପ୍ରକୃତ ରେ ଆମ୍ଭ ନିଜର ନ ଥିଲେ। ଯଦି ସମାନେେ ଆମ୍ଭ ନିଜର ହାଇେଥାନ୍ତେ, ତବେେ ସମାନେେ ଆମ୍ଭ ସହିତ ରହିଥାନ୍ତେ। ସମାନେେ ଆମ୍ଭକୁ ଛାଡ଼ି ଚାଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସମାନେେ ପ୍ରକୃତ ରେ ଆମ୍ଭର ନୁହଁନ୍ତି।
ପିତରଙ୍କ ଦିତୀୟ ପତ୍ର 2:20
ସହେି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ବାରା ସମାନେେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସମାନେେ ପୁନର୍ବାର ମନ୍ଦ ବିଷୟଗୁଡ଼ିକ ପ୍ରତି ଆକର୍ଷିତ ହାଇେ ତାହାର ବନ୍ଧନ ରେ ବାନ୍ଧି ହାଇଯେିବେ, ତବେେ ସମାନଙ୍କେ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହବେ।
ମାଥିଉଲିଖିତ ସୁସମାଚାର 13:41
ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।
ଯିହିଜିକଲ 19:12
ମାତ୍ର ତାହା କୋପ ରେ ଉତ୍ପାଟିତ ହାଇେ ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀଯ ପବନ ତାହାର ଫଳକୁ ଶୁଷ୍କ କଲା। ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହାଇଗେଲା। ଅଗ୍ନି ସେସବୁକୁ ଗ୍ରାସ କଲା।
ଯିହିଜିକଲ 15:3
କୌଣସି କାର୍ୟ୍ଯ ନିମନ୍ତେ ତୁମ୍ଭେ କ'ଣ ସହେି କାଠ ନବେ ? ନା ! ଆଉ କୌଣସି ପାତ୍ର ଟାଙ୍ଗିବା ନିମନ୍ତେ ଲୋକେ କ'ଣ ସେଥିରୁ ମେଖ କରିବ ? ନା !
ଯିହିଜିକଲ 17:9
ତୁମ୍ଭେ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି, ତାହା କ'ଣ ସଫଳ ହବେ ? ଏହାର ଚରେ ଛିଣ୍ଡି ୟିବନିତ, ଏବଂ ଏହାର ଫଳ ଝଡ଼ି ୟିବନିତ ଏବଂ ଶୁଖି ୟିବନତି ? ନୂତନ ଭାବରେ ପଲ୍ଲବିତ ହେଉଥିବା ପତ୍ରସବୁ ଝାଉଁଳି ଯିବେ। ଏହାକୁ ଉପାଡ଼ିବା ପାଇଁ ବଳଶାଳୀ ସୈନ୍ଯବାହିନୀକୁ ଓ ଲୋକମାନଙ୍କୁ ଦରକାର ହବେ କି ? ନା !
ଯିହୂଦାଙ୍କ ପତ୍ର 1:12
ଏମାନେ ତୁମ୍ଭମାନଙ୍କର ପ୍ ରମେି ଭୋଜିର କଳଙ୍କ ପରି। ସମାନେେ ନିର୍ଭୟ ରେ ତୁମ୍ଭ ସହିତ ଭୋଜନ କରନ୍ତି। ସମାନେେ କବଳେ ନିଜର ଯତ୍ନ ନିଅନ୍ତି। ସମାନେେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ବାରା ସମାନେେ ଚାରିଆଡ଼େ ଉଡ଼ନ୍ତି। ସମାନେେ ହମେନ୍ତ କାଳ ରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସମାନଙ୍କେର ଦୁଇ ଥର ମୃତ୍ଯୁ ହୁଏ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:15
ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲଖାେ ହାଇେଥିବାର ଦଖାଗେଲା ନାହିଁ, ତାହାକୁ ମଧ୍ଯ ଅଗ୍ନିମୟ ହ୍ରଦ ରେ ନିକ୍ଷପେ କରାଗଲା।
ଯିଶାଇୟ 27:10
ସଦେିନ ସହେି ସୁଦୃଢ଼ ପ୍ରାନ୍ତର ତୁଲ୍ଯ ଜନଶୂନ୍ଯ ହବେ। ଏହା ଏକ ମରୁଭୂମିରେ ପରିଣତ ହବେ। ନିର୍ଜନ ଓ ପରିତ୍ଯକ୍ତ ବସତି ସ୍ଥାନ ହବେ। ସେ ସ୍ଥାନ ରେ ଗୋରୁପଲ ଚରିବେ ଓ ଶଯନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:27
ଆମ୍ଭେ ଯଦି ପାପ କରି ଚାଲୁଥିବା, ତା ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଚାରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ବରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।
ମାଥିଉଲିଖିତ ସୁସମାଚାର 27:5
ୟିହୂଦା ମନ୍ଦିର ଭିତ ରେ ସହେି ରୂପାଟଙ୍କାତକ ଫିଙ୍ଗି ଦଲୋ। ତାପରେ ସହେି ଜାଗା ଛାଡ଼ି ୟିହୂଦା ଚାଲିଗଲେ ଓ ନିଜକୁ ଫାଶି ଦଲୋ।
ଯିଶାଇୟ 14:19
ମାତ୍ର ତୁମ୍ଭେ ଦୁଷ୍ଟାଚାରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହାଇେଛି। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ଯୁତ ହାଇେ ବାହା ରେ ନିକ୍ଷିପ୍ତ ହେଲାପରି ଏବଂ ୟୁଦ୍ଧ ରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ଯମାନଙ୍କ ଦ୍ବାରା ପଦଦଳିତ ହେଲାପରି ତୁମ୍ଭେ ହବେ। ବର୍ତ୍ତମାନ ତୁମ୍ଭେ ମୃତ୍ଯୁ ବସ୍ତ୍ର ରେ ଆଚ୍ଛାଦିତ ହାଇେ ନିଜ କବର ବାହା ରେ ପଡ଼ି ରହିଛ।
ଗୀତସଂହିତା 80:15
ହେ ପରମେଶ୍ବର, ସହେି ଦ୍ରାକ୍ଷାଲତାକୁ ଦେଖ, ୟାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ। ସହେି େଛାଟ ଲତାକୁ ଦେଖ ୟାହାକୁ ତୁମ୍ଭେ ବଢ଼ଇେଛ।
ଆୟୁବ ପୁସ୍ତକ 15:30
ଦୁଷ୍ଟଲୋକ ଅନ୍ଧକାରରୁ ରକ୍ଷାପାଇ ପାରିବ ନାହିଁ। ସେ ଏକ ବୃକ୍ଷ ସଦୃଶ, ଯାହାର ପତ୍ର ରୋଗିଣା ହାଇେ ଶୁଖିୟାଏ ଏବଂ ପବନ ତାକୁ ଉଡ଼ାଇ ନିଏ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।