John 2:16 ତା'ପରେ ଯୀଶୁ କପୋତ ବପୋରୀମାନଙ୍କୁ ଯାଇ କହିଲେ, ଏସବୁ ଜିନିଷଗୁଡିକ ଏଠାରୁ ନଇଯାେଅ। ମାରେ ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ଯ ଗୃହ ରେ ପରିଣତ କର ନାହିଁ।
John 2:16 in Other Translations
King James Version (KJV) And said unto them that sold doves, Take these things hence; make not my Father's house an house of merchandise.
American Standard Version (ASV) and to them that sold the doves he said, Take these things hence; make not my Father's house a house of merchandise.
Bible in Basic English (BBE) And to those who were trading in doves he said, Take these things away; do not make my Father's house a market.
Darby English Bible (DBY) and said to the sellers of doves, Take these things hence; make not my Father's house a house of merchandise.
World English Bible (WEB) To those who sold the doves, he said, "Take these things out of here! Don't make my Father's house a marketplace!"
Young's Literal Translation (YLT) and to those selling the doves he said, `Take these things hence; make not the house of my Father a house of merchandise.'
Read Full Chapter :
John 2
Cross Reference
ମାଥିଉଲିଖିତ ସୁସମାଚାର 21:13
ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।
ଲୂକଲିଖିତ ସୁସମାଚାର 2:49
ଏହି ଶୁଣି ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେତେ କାହିଁକୁ ଖୋଜୁଥିଲ? ଯେଉଁଠା ରେ ମାରେ ପରମପିତାଙ୍କର କାର୍ୟ୍ଯ ଅଛି, ମୁଁ ସଠାେରେ ନିଶ୍ଚୟ ଥିବି ବୋଲି ତୁମ୍ଭମାନେେ କ'ଣ ଜାଣିନାହଁ?
ମାର୍କଲିଖିତ ସୁସମାଚାର 11:17
ତା'ପରେ ସେ ସମାନଙ୍କେୁ ଉପଦେଶ ଦଇେ କହିଲେ, ଶାସ୍ତ୍ର ରେ ଏ କଥା ଲଖାେ ଅଛି ଯେ, 'ମାେ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାୟିବ। କିନ୍ତୁ ତୁମ୍ଭମାନେେ ତ ତାକୁ ଚୋରମାନଙ୍କର ଆଶ୍ରୟ ସ୍ଥଳ ରେ ପରିଣତ କରି ଦେଉଛ'
ଯିଶାଇୟ 56:5
ସମାନଙ୍କେୁ ଆମ୍ଭେ ଆମ୍ଭ ମନ୍ଦିର ମଧିଅରେ ଓ ଆମ୍ଭ ପ୍ରାଚୀର ଭିତ ରେ ପୁତ୍ର କନ୍ଯା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦବୋ।'
ଯିରିମିୟ 7:11
ଆମ୍ଭ ନାମ ରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟି ରେ କ'ଣ ଚୋରମାନଙ୍କର ଗହ୍ବର ହାଇେଅଛି ?' ସଦାପ୍ରଭୁ କହନତି, ତୁମ୍ଭମାନେେ ନିଶ୍ଚଯ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ଯ ଦେଖୁଅଛୁ।
ଯୋହନଲିଖିତ ସୁସମାଚାର 5:17
କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, ମାରେ ପିତା ସର୍ବଦା କାର୍ୟ୍ଯରତ, ଅତଏବ ମୁଁ ମଧ୍ଯ କାର୍ୟ୍ଯ କରେ।
ପିତରଙ୍କ ଦିତୀୟ ପତ୍ର 2:14
ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:5
ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ଯମ ରେ ସୀମାହୀନ ୟୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ଯ ତାହା ଆମନ୍ତ୍ରିତ କରେ। ସହେି ଲୋକମାନେ ସତ୍ଯକୁ ହରାଇ ବସିଛନ୍ତି। ସମାନେେ ଭାବନ୍ତି ଯେ ପରମେଶ୍ବରଙ୍କ ସବୋ କରିବା ହେଉଛି ଧନୀ ହବୋର ଏକ ଉପାୟ।
ପିତରଙ୍କ ଦିତୀୟ ପତ୍ର 2:3
ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।
ଯୋହନଲିଖିତ ସୁସମାଚାର 10:29
ମାେ ପରମପିତା ମାେତେ ମାରେ ମଷେମାନଙ୍କୁ ଦଇେଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମାେ' ପରମପିତାଙ୍କ ହାତରୁ କୌଣସି ଲୋକ ମାେ ମଷେ ଚୋରି କରିପାରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:24
ସଠାେରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦବେୀ ଆର୍ତ୍ତମେୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ୟ୍ଯ ଯୋଗଇ ଦେଉଥିଲା।
ଯୋହନଲିଖିତ ସୁସମାଚାର 20:17
ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
ହୋଶେୟ 12:7
ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।
ଯୋହନଲିଖିତ ସୁସମାଚାର 8:49
ଯୀଶୁ ଉତ୍ତର ଦେଲେ, ମାେ ଭିତ ରେ ଭୂତ ନାହିଁ। ମୁଁ ମାେ ପରମପିତାଙ୍କୁ ସମ୍ମାନ ଦିଏ। କିନ୍ତୁ ତୁମ୍ଭେ ମାେତେ ସମ୍ମାନ ଦେଉ ନାହଁ।