John 3:31 ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।
John 3:31 in Other Translations
King James Version (KJV) He that cometh from above is above all: he that is of the earth is earthly, and speaketh of the earth: he that cometh from heaven is above all.
American Standard Version (ASV) He that cometh from above is above all: he that is of the earth is of the earth, and of the earth he speaketh: he that cometh from heaven is above all.
Bible in Basic English (BBE) He who comes from heaven is greater than all others: he who comes from earth is of the earth, and of the earth are his words: he who comes from heaven is over all.
Darby English Bible (DBY) He who comes from above is above all. He who has his origin in the earth is of the earth, and speaks [as] of the earth. He who comes out of heaven is above all,
World English Bible (WEB) He who comes from above is above all. He who is from the Earth belongs to the Earth, and speaks of the Earth. He who comes from heaven is above all.
Young's Literal Translation (YLT) he who from above is coming is above all; he who is from the earth, from the earth he is, and from the earth he speaketh; he who from the heaven is coming is above all.
Ὁ
ho
oh
from above
ἄνωθεν
anōthen
AH-noh-thane
He that cometh
ἐρχόμενος
erchomai
ARE-hoh-may
above
ἐπάνω
epanō
ape-AH-noh
all:
πάντων
pas
pahs
is
ἐστίν·
esti
ay-STEE
he
ὁ
ho
oh
that is
ὢν
ōn
one
of
ἐκ
ek
ake
the
τῆς
ho
oh
earth
γῆς
gē
gay
ἐκ
ek
ake
τῆς
ho
oh
earthly,
γῆς
gē
gay
is
ἐστιν
esti
ay-STEE
and
καὶ
kai
kay
of
ἐκ
ek
ake
the
τῆς
ho
oh
earth:
γῆς
gē
gay
speaketh
λαλεῖ
laleō
la-LAY-oh
ὁ
ho
oh
from
ἐκ
ek
ake
τοῦ
ho
oh
heaven
οὐρανοῦ
ouranos
oo-ra-NOSE
he that cometh
ἐρχόμενος
erchomai
ARE-hoh-may
above
ἐπάνω
epanō
ape-AH-noh
all.
πάντων
pas
pahs
is
ἐστίν·
esti
ay-STEE
Read Full Chapter :
John 3
Cross Reference
ଯୋହନଲିଖିତ ସୁସମାଚାର 8:23
କିନ୍ତୁ ଯୀଶୁ ସହେି ଯିହୂଦୀମାନଙ୍କୁ କହିଲେ, ତୁମ୍ଭମାନେେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଉର୍ଦ୍ଧ୍ବରୁ ଆସିଛି। ତୁମ୍ଭମାନେେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।
ମାଥିଉଲିଖିତ ସୁସମାଚାର 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ଯୋହନଲିଖିତ ସୁସମାଚାର 6:33
ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:5
ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।
ଯୋହନଙ୍କ ପ୍ରଥମ ପତ୍ର 4:5
ସହେି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସମାନଙ୍କେର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସମାନଙ୍କେ କଥା ଶୁଣେ।
ଯୋହନଲିଖିତ ସୁସମାଚାର 6:51
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।
ଯୋହନଲିଖିତ ସୁସମାଚାର 16:27
ପରମପିତା ତୁମ୍ଭଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭକୁ ପ୍ ରମେ କରନ୍ତି କାରଣ ତୁମ୍ଭେ ମାେତେ ପ୍ ରମେ କରିଛ। ସେ ତୁମ୍ଭଙ୍କୁ ପ୍ ରମେ କରନ୍ତି କାରଣ ମୁଁ ପରମେଶ୍ବରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ବାସ କରିଛ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:36
ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:47
ପ୍ରଥମ ମନୁଷ୍ଯଟି ପୃଥିବୀର ମାଟିରୁ ନିର୍ମିତ ହାଇେଥିଲା ; କିନ୍ତୁ ଦ୍ବିତୀୟ ମନୁଷ୍ଯ ସ୍ବର୍ଗରୁ ଆସିଥିଲେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।
ଯୋହନଲିଖିତ ସୁସମାଚାର 1:15
ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:9
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:1
ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:9
ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।
ପିତରଙ୍କ ପ୍ରଥମ ପତ୍ 3:22
ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:16
ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:8
ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସା ରେ ସହେି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁ ହେ :
ଯୋହନଲିଖିତ ସୁସମାଚାର 1:27
ସେ ବ୍ଯକ୍ତି ମାେ ପରେ ଆସୁଛନ୍ତି, ମୁଁ ତାହାଙ୍କ ଜୋତାର ଫିତା ଫିଟଇବୋ ପାଇଁ ଯୋଗ୍ଯ ନୁହେଁ।
ଯୋହନଲିଖିତ ସୁସମାଚାର 1:30
ମୁଁ ଆଗରୁ ଏହି ବ୍ଯକ୍ତିଙ୍କ ବିଷୟ ରେ କହିଥିଲି। ମୁଁ କହିଥିଲି, 'ମାେ ପରେ ଜଣେ ବ୍ଯକ୍ତି ଆସୁଛନ୍ତି, ସେ ମାଠାରୁେ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ। ସେ ସର୍ବଦା ରହିଛନ୍ତି।'
ଯୋହନଲିଖିତ ସୁସମାଚାର 3:12
ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମାେତେ ବିଶ୍ବାସ କରୁନାହଁ। ମୁଁ ଯଦି ତୁମ୍ଭକୁ ସ୍ବର୍ଗ ବିଷୟ ରେ କହିବି, ତବେେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ବାସ କରିବ ନାହିଁ।
ଯୋହନଲିଖିତ ସୁସମାଚାର 5:21
ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।