John 4:42 ଲୋକମାନେ ସେ ସ୍ତ୍ରୀକୁ କହିଲେ, ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ବାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ବାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତ ରେ ଜଗତର ତ୍ରାଣକର୍ତ୍ତା।
John 4:42 in Other Translations
King James Version (KJV) And said unto the woman, Now we believe, not because of thy saying: for we have heard him ourselves, and know that this is indeed the Christ, the Saviour of the world.
American Standard Version (ASV) and they said to the woman, Now we believe, not because of thy speaking: for we have heard for ourselves, and know that this is indeed the Saviour of the world.
Bible in Basic English (BBE) And they said to the woman, Now we have faith, but not because of your story: we ourselves have given ear to his words, and we are certain that he is truly the Saviour of the world.
Darby English Bible (DBY) and they said to the woman, [It is] no longer on account of thy saying that we believe, for we have heard him ourselves, and we know that this is indeed the Saviour of the world.
World English Bible (WEB) They said to the woman, "Now we believe, not because of your speaking; for we have heard for ourselves, and know that this is indeed the Christ, the Savior of the world."
Young's Literal Translation (YLT) and said to the woman -- `No more because of thy speaking do we believe; for we ourselves have heard and known that this is truly the Saviour of the world -- the Christ.'
the
τῇ
ho
oh
And
τε
te
tay
unto woman,
γυναικὶ
gynē
gyoo-NAY
said
ἔλεγον
legō
LAY-goh
ὅτι
hoti
OH-tee
Now not
Οὐκέτι
ouketi
oo-KAY-tee
because
διὰ
dia
thee-AH
τὴν
ho
oh
thy
σὴν
sos
sose
of saying:
λαλιὰν
lalia
la-lee-AH
we believe,
πιστεύομεν·
pisteuō
pee-STAVE-oh
ourselves,
αὐτοὶ
autos
af-TOSE
for
γὰρ
gar
gahr
we have heard
ἀκηκόαμεν
akouō
ah-KOO-oh
and
καὶ
kai
kay
know
οἴδαμεν
eidō
EE-thoh
that
ὅτι
hoti
OH-tee
this
οὗτός
houtos
OO-tose
is
ἐστιν
esti
ay-STEE
indeed
ἀληθῶς
alēthōs
ah-lay-THOSE
the
ὁ
ho
oh
Saviour
σωτὴρ
sōtēr
soh-TARE
the
τοῦ
ho
oh
of world.
κόσμου
kosmos
KOH-smose
the
ὁ
ho
oh
Christ,
Χριστός
christos
hree-STOSE
Read Full Chapter :
John 4
Cross Reference
ଯୋହନଙ୍କ ପ୍ରଥମ ପତ୍ର 4:14
ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।
ଯୋହନଲିଖିତ ସୁସମାଚାର 1:29
ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:19
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
ଲୂକଲିଖିତ ସୁସମାଚାର 2:10
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।
ଲୂକଲିଖିତ ସୁସମାଚାର 2:32
ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।
ଯୋହନଲିଖିତ ସୁସମାଚାର 1:45
ଫିଲିପ୍ପ ନିଥନିଯଲଙ୍କେର ଦଖାେ ପାଇ କହିଲେ, ମାଶାେ ବ୍ଯବସ୍ଥା ରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମାଶାେ ଜଣେ ବ୍ଯକ୍ତିଙ୍କ ଆଗମନ ବିଷୟ ରେ ଲେଖିଥିଲେ। ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ତାହାଙ୍କ ବିଷୟ ରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭଟେିଛୁ। ତାହାଙ୍କ ନାମ ଯୀଶୁ। ସେ ୟୋ ସଫଙ୍କେର ପୁତ୍ର। ସେ ନାଜରିତରୁ ଆସିଛନ୍ତି।
ଯୋହନଲିଖିତ ସୁସମାଚାର 3:14
ମାଶାେ ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସହେିପରି ମନୁଷ୍ଯପୁତ୍ର ମଧ୍ଯ ଉପରକୁ ଉଠାଯିବେ।
ଯୋହନଲିଖିତ ସୁସମାଚାର 4:29
ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।
ଯୋହନଲିଖିତ ସୁସମାଚାର 6:68
ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।
ଯିଶାଇୟ 45:22
ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭମାନେେ ଆମ୍ଭପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ବର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ବର ନାହିଁ।
ଯୋହନଲିଖିତ ସୁସମାଚାର 17:8
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:12
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:11
ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:11
ଶାସ୍ତ୍ର କ ହେ: ୟିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ବାସ କରେ ସେ ଲଜ୍ଜତ ହବେ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:10
ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ ; ଆମ୍ଭେ ଜୀବିତ ପରମେଶ୍ବରଙ୍କଠା ରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶଷେ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କରନ୍ତି ସମାନଙ୍କେର ତ୍ରାଣକର୍ତ୍ତା।
ଯୋହନଙ୍କ ପ୍ରଥମ ପତ୍ର 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
ଯୋହନଲିଖିତ ସୁସମାଚାର 11:17
ଯୀଶୁ ବେଥନିଆ ରେ ପହନ୍ଚିଲେ। ସେ ଦେଖିଲେ, ଲାଜାରଙ୍କର ମୃତ୍ଯୁ ହାଇେ କବରସ୍ଥ ହବୋର ଚାରି ଦିନ ହାଇଗେଲାଣି।
ଯିଶାଇୟ 52:10
ସଦାପ୍ରଭୁ ସର୍ବଦେଶୀଯଙ୍କ ସମ୍ମୁଖ ରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରେତ୍ୟକକ ତାଙ୍କର ପରିତ୍ରାଣ ଦେଖିବେ।
ମାଥିଉଲିଖିତ ସୁସମାଚାର 1:21
ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।