John 8:41 ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ୟ୍ଯ ଗୁଡିକ କରୁଛ।
John 8:41 in Other Translations
King James Version (KJV) Ye do the deeds of your father. Then said they to him, We be not born of fornication; we have one Father, even God.
American Standard Version (ASV) Ye do the works of your father. They said unto him, We were not born of fornication; we have one Father, `even' God.
Bible in Basic English (BBE) You are doing the works of your father. They said to him, We are true sons of Abraham; we have one Father, who is God.
Darby English Bible (DBY) Ye do the works of your father. They said [therefore] to him, We are not born of fornication; we have one father, God.
World English Bible (WEB) You do the works of your father." They said to him, "We were not born of sexual immorality. We have one Father, God."
Young's Literal Translation (YLT) ye do the works of your father.' They said, therefore, to him, `We of whoredom have not been born; one Father we have -- God;'
Read Full Chapter :
John 8
Cross Reference
ଯିଶାଇୟ 63:16
ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇଶ୍ରାୟେଲ ଯାଜକ ଆମ୍ଭମାନଙ୍କୁ ସ୍ବୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ୟ୍ଯନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।
ଯିଶାଇୟ 64:8
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭମାନେେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।
ଯୋହନଲିଖିତ ସୁସମାଚାର 8:38
ମାେତେ ପରମପିତା ଯାହା ଦଖାଇେଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭମାନେେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।
ଯୋହନଲିଖିତ ସୁସମାଚାର 8:44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।
ଦିତୀୟ ବିବରଣ 32:6
ହେ ମୂର୍ଖ ଓ ଅଜ୍ଞାନ ଲୋକେ, ତୁମ୍ଭମାନେେ କି ସଦାପ୍ରଭୁଙ୍କୁ ଏପରି ପରିଶାଧେ କରୁଅଛ? ସେ କି ତୁମ୍ଭର ପିତା ଏବଂ ସୃଷ୍ଟିକର୍ତ୍ତା, ନକ୍ସ୍ଟହିଁନ୍ତି, ସେ କି ତୁମ୍ଭର ସୃଷ୍ଟିକର୍ତ୍ତା, ନକ୍ସ୍ଟହଁନ୍ତି, ୟିଏ ତକ୍ସ୍ଟମ୍ଭଙ୍କକ୍ସ୍ଟ ସ୍ଥାପିତ କରିଛନ୍ତି।
ଯିହିଜିକଲ 16:20
ମାେ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସହେି ପୁତ୍ର କନ୍ଯାଗଣକୁ ବଧକରି ସମାନଙ୍କେୁ ଭଣ୍ଡ ଦବେତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ୟଥେଷ୍ଟ ବେଶ୍ଯାବୃତ୍ତି କଲ ନାହିଁ କି ?
ଯିହିଜିକଲ 23:45
କିନ୍ତୁ ଧାର୍ମିକମାନେ ବ୍ଯଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସା ରେ ସମାନଙ୍କେର ବିଚାର କରିବେ। ଏହି କାରଣ ୟୋଗୁ ସମାନେେ ବ୍ଯଭିଚାରିଣୀ ଓ ନରହତ୍ଯାର ରକ୍ତ ସମାନଙ୍କେ ହସ୍ତ ରେ ଅଛି।
ହୋଶେୟ 1:2
ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।
ଯାତ୍ରା ପୁସ୍ତକ 4:22
ସଦାପ୍ରଭୁ କହିଲେ, ତୁମ୍ଭେ ଫାରୋଙ୍କୁ କହିବ।
ମଲାଖୀ 1:6
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, ପିଲାମାନେ ସମାନଙ୍କେର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସମାନଙ୍କେର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହିଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁନାହିଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ଯ ମନୋଭାବ ଦଖାେଉଛ।
ମଲାଖୀ 2:11
ଯିହୁଦାର ଲୋକମାନେ ଅବିଶ୍ବସ୍ତ ଥିଲେ। ୟିରୁଶାଲମ ଓ ଇଶ୍ରାୟେଲର ଲୋକମାନେ ବହୁତ ଘୃଣିତ କାର୍ୟ୍ଯ କରିଛନ୍ତି। ପରମେଶ୍ବର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସମାନେେ ବିଦେଶୀ ଦବେତାର କନ୍ଯାକୁ ବିବାହ କଲେ।
ହୋଶେୟ 2:2
ମା'ଙ୍କ ସହିତ ୟୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ବାମୀ ନୁହଁ। ବେଶ୍ଯା ପରି ନ ହବୋକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ ରମେିକମାନଙ୍କୁ ହୃଦଯ ରେ ସ୍ଥାନ ଦଇେଛନ୍ତି ସମାନଙ୍କେୁ ଦୂ ରଇେ ଦିଅନ୍ତୁ।
ଦିତୀୟ ବିବରଣ 14:1
ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସନ୍ତାନ, ଯେତବେେଳେ ଜଣେ ମରି ଯାଉଛି ତୁମ୍ଭର ଦକ୍ସ୍ଟଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ଯସ୍ଥଳ କ୍ଷୌର ହବେ ନାହିଁ।
ଯିଶାଇୟ 57:3
ହେ ୟାଦୁକାର ଓ ବ୍ଯଭିଚାରିଣୀ ଓ ବ୍ଯଭିଚାରିଣୀର ସନ୍ତାନଗଣ ନିକଟକୁ ଆସ।
ଯିରିମିୟ 3:19
ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
ଯିରିମିୟ 31:20
ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।