Lamentations 4:13 ଏହା ଘଟିଲା, କାରଣ ୟିରୁଶାଲମର ଯାଜକଗଣ ଓ ଭବିଷ୍ଯଦ୍ ବକ୍ତାଗଣ ପାପ କଲେ। ଏବଂ ସମାନେେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ।
Lamentations 4:13 in Other Translations
King James Version (KJV) For the sins of her prophets, and the iniquities of her priests, that have shed the blood of the just in the midst of her,
American Standard Version (ASV) `It is' because of the sins of her prophets, `and' the iniquities of her priests, That have shed the blood of the just in the midst of her.
Bible in Basic English (BBE) It is because of the sins of her prophets and the evil-doing of her priests, by whom the blood of the upright has been drained out in her.
Darby English Bible (DBY) [It is] for the sins of her prophets, [and] the iniquities of her priests, who have shed the blood of the righteous in the midst of her.
World English Bible (WEB) [It is] because of the sins of her prophets, [and] the iniquities of her priests, That have shed the blood of the just in the midst of her.
Young's Literal Translation (YLT) Because of the sins of her prophets, The iniquities of her priests, Who are shedding in her midst the blood of the righteous,
Read Full Chapter :
Lamentations 4
Cross Reference
ଯିରିମିୟ 5:31
ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?
ଯିରିମିୟ 6:13
ଇଶ୍ରାୟେଲର େଛାଟରୁ ବଡ଼ ପର୍ୟ୍ଯନ୍ତ ସମସ୍ତ ଲୋକ ଲୋଭାସକ୍ତ। ଆଉ ଭବିଷ୍ଯଦବକ୍ତାଠାରୁ ଯାଜକ ପର୍ୟ୍ଯନ୍ତ ପ୍ରେତ୍ୟକକ ମିଥ୍ଯାଚାରୀ।
ଯିରିମିୟ 26:8
ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପ ରେ ଯାଜକମାନେ, ଭବିଷ୍ଯଦବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚଯ କରିବ।
ଯିରିମିୟଙ୍କ ବିଳାପ 2:14
ତୁମ୍ଭର ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି। ମାତ୍ର ତାହା ଅସାର ଓ ମିଥ୍ଯା ରେ ପରିପୂର୍ଣ୍ଣ। ସମାନେେ ତୁମ୍ଭର ଭଲ ପାଇଁ ଓ ତୁମ୍ଭର ଅଧର୍ମ ମାଚେନ ପାଇଁ ପ୍ରଚାର କରିନାହାଁନ୍ତି। ମାତ୍ର ଅସାର ଭାରୋକ୍ତି ଓ ତୁମ୍ଭ ନିର୍ବାସିତ ହବୋର ଦେଖି ପ୍ରଚାର କରିଅଛନ୍ତି।
ଯିହିଜିକଲ 22:26
ଯାଜକମାନେ ମାରେ ବ୍ଯବସ୍ଥା ଅବମାନନା କରିଛନ୍ତି ଓ ସମାନେେ ମାରେ ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସମାନେେ ପବିତ୍ର ଓ ଅପବିତ୍ର ମଧିଅରେ କିଛି ପ୍ରଭଦେ ରଖି ନାହାଁନ୍ତି, ସମାନେେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷଯ ରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସମାନେେ ମାରେ ବିଶ୍ରାମଦିନଗୁଡ଼ିକ ହଯେଜ୍ଞାନ କରନ୍ତି। ଏବଂ ମୁଁ ସମାନଙ୍କେ ପାଖ ରେ ନିକୃଷ୍ଟ ହାଇେଛି।
ମାଥିଉଲିଖିତ ସୁସମାଚାର 23:31
ତୁମ୍ଭେ ପ୍ରଣିତ କରି ଦେଉଛ ଯେ ତୁମ୍ଭମାନେେ ସହେି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କଲେ।
ଲୂକଲିଖିତ ସୁସମାଚାର 11:47
ହାୟ, କାରଣ ତୁମ୍ଭମାନେ ଭବିଷ୍ଯଦ୍ବକ୍ତାମାନଙ୍କ ସମ୍ମାନାର୍ଥେ କବର ତିଆରି କରୁଥାଅ। କିନ୍ତୁ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ହିଁ ମାରିଦଇେଥିଲେ।
ଯିରିମିୟ 2:20
ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ୟୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛଦନେ କରିଛୁଁ। ଆଉ ତୁମ୍ଭେ କହିଛ, 'ଆମ୍ଭେ ତୁମ୍ଭର ଦାସତ୍ବ କର୍ମ କରିବୁ ନାହିଁ।' ପ୍ରକୃତ ରେ ତୁମ୍ଭେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ଯଭିଚାର କରି ଚାଲିଛ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:15
ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:52
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
ଯିରିମିୟ 14:14
ସେତବେେଳେ ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ସହେି ଭବିଷ୍ଯଦବକ୍ତାମାନେ ଆମ୍ଭ ବିଷଯ ରେ ମିଥ୍ଯା ଭବିଷ୍ଯଦବାଣୀ ପ୍ରଚାର କରନ୍ତି। ଆମ୍ଭେ ସମାନଙ୍କେୁ ପ୍ରଚାର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସମାନଙ୍କେୁ କହିବାକୁ ଆଜ୍ଞା ଦଇେ ନାହୁଁ। ସମାନେେ ମିଥ୍ଯା ଭବିଷ୍ଯଦବାଣୀ ଓ ମୂଲ୍ଯହୀନ ଦବୈିତ୍ବ ପ୍ରଚାର କରୁଛନ୍ତି। ସମାନେେ ସମାନଙ୍କେର ହୃଦଯର ପ୍ରବଞ୍ଚନାମୂଳକ ଭବିଷ୍ଯଦବାକ୍ଯ ପ୍ରଚାର କରିଛନ୍ତି।
ଯିରିମିୟ 23:11
ଉଭୟ ଭବିଷ୍ଯଦବକ୍ତା ଓ ଯାଜକଗଣ ସବୁ ମିଛ। କାରଣ ସଦାପ୍ରଭୁ କହନ୍ତି, ଏପରିକି ସମାନେେ ମାେ ମନ୍ଦିର ରେ ଅପକର୍ମ କରୁଥିବାର ମୁଁ ଦେଖିଲି।
ମୀଖା 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
ସିଫନିୟ 3:3
ୟିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସମାନେେ ସକାଳକୁ କିଛି ରଖନ୍ତି ନାହିଁ।
ମାଥିଉଲିଖିତ ସୁସମାଚାର 23:33
ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।