Luke 21 - DBY (Oriya)
1 And he looked up and saw the rich casting their gifts into the treasury;ଯୀଶୁ ଦେଖିଲେ ଯେ କେତକେ ଧନୀଲୋକ ମନ୍ଦିରର ଦାନବାକ୍ସ ରେ ପରମେଶ୍ବରଙ୍କ ପାଇଁ ଦାନ ଦେଉଛନ୍ତି।
2 but he saw also a certain poor widow casting therein two mites.ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସହେି ବିଧବା ଲୋକଟି ଦାନବାକ୍ସ ରେ ଦୁଇଟି ତମ୍ବା ପଇସା ପକାଇଲା।
3 And he said, Verily I say unto you, that this poor widow has cast in more than all;ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଏହି ଗରୀବ ବିଧବାଟି କବଳେ ଦୁଇଟି ତମ୍ବାପଇସା ଦାନ ଦଲୋ। କିନ୍ତୁ ପ୍ରକୃତ ରେ ସେ ଏହି ଧନୀଲୋକମାନଙ୍କ ଠାରୁ ବହୁତ ଅଧିକ ଦଲୋ।
4 for all these out of their abundance have cast into the gifts [of God]; but she out of her need has cast in all the living which she had.ଧନୀଲୋକମାନଙ୍କର ପ୍ରଚୁର ଅର୍ଥ ଅଛି। ସମାନେେ ସମାନଙ୍କେର ଦରକାର ନଥିବା ଅର୍ଥ ଦାନ କଲେ। ଏ ସ୍ତ୍ରୀଲୋକଟି ବହୁତ ଗରିବ। କିନ୍ତୁ ସେ ତାର ସର୍ବସ୍ବ ଦାନ କରି ଦଲୋ। ସହେି ଅର୍ଥ ତା'ର ବଞ୍ଚିବା ପାଇଁ ଦରକାର ଥିଲା।
5 And as some spoke of the temple, that it was adorned with goodly stones and consecrated offerings, he said,କେତକେ ଶିଷ୍ଯ ମନ୍ଦିର ବିଷୟ ରେ କଥାବାର୍ତ୍ତା ହେଉଥିଲେ। ସମାନେେ କହିଲେ, ଏହା ଗୋଟିଏ ସୁନ୍ଦର ମନ୍ଦିର। ଏହା ସବୁଠାରୁ ଭଲ ପଥର ରେ ତିଆରି ହାଇେଛି। ଦେଖ ପରମେଶ୍ବରଙ୍କୁ କିପରି ଭଲଭଲ ଦାନ ଅର୍ପଣ କରା ଯାଇଛି!
6 [As to] these things which ye are beholding, days are coming in which there shall not be left stone upon stone which shall not be thrown down.କିନ୍ତୁ ଯୀଶୁ କହିଲେ, ଏବେ ତୁମ୍ଭମାନେେ ଏଠା ରେ ଯାହା ସବୁ ଦେଖୁଛ, ସମୟ ଆସିବ, ଯେତବେେଳେ ଏସବୁ ଧ୍ବଂସ ହାଇଯେିବ। ଏହି ଭବନଗୁଡିକର ପ୍ରେତ୍ୟକକ ପଥର ଭୂମିସାତ୍ ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବନାହିଁ।
7 And they asked him saying, Teacher, when then shall these things be; and what [is] the sign when these things are going to take place?କେତକେ ଶିଷ୍ଯ ଯୀଶୁଙ୍କୁ ପଚାରିଲେ, ଗୁରୁ! ଏସବୁ ଘଟଣା କବେେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ବାରା ଜଣା ପଡିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?
8 And he said, See that ye be not led astray, for many shall come in my name, saying, *I* am [he], and the time is drawn nigh: go ye not [therefore] after them.ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।
9 And when ye shall hear of wars and tumults, be not terrified, for these things must first take place, but the end is not immediately.ତୁମ୍ଭମାନେେ ଯେତବେେଳେ ୟୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କବେେ ଡରିୟିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହବେ।
10 Then he said to them, Nation shall rise up against nation, and kingdom against kingdom;ଯୀଶୁ ସମାନଙ୍କେୁ କହିଲେ, ଦେଶ ଦେଶ ବିରୁଦ୍ଧ ରେ ଲଢଇେ କରିବେ। ରାଜ୍ଯ ରାଜ୍ଯ ବିରୁଦ୍ଧ ରେ ଲଢଇେ କରିବେ।
11 there shall be both great earthquakes in different places, and famines and pestilences; and there shall be fearful sights and great signs from heaven.ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନକେ ସ୍ଥାନ ରେ ଘଟିବ। କେତକେ ସ୍ଥାନ ରେ ମରୁଡି ପଡିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚତାବେନୀ ଦବୋ ପାଇଁ ଆକାଶ ରେ ଅନକେ ଆଶ୍ଚର୍ୟ୍ଯ ଜନକ ବିଷୟ ଦଖାୟିବେ।
12 But before all these things they shall lay their hands upon you and persecute you, delivering [you] up to synagogues and prisons, bringing [you] before kings and governors on account of my name;କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନବେେ, ଓ ତୁମ୍ଭମାନଙ୍କୁ ୟନ୍ତ୍ରଣା ଦବେେ। ଲୋକମାନେ ସମାନଙ୍କେର ସମାଜଗୃହମାନଙ୍କ ରେ ତୁମ୍ଭମାନଙ୍କର ବିଚାର କରିବେ ଓ ତୁମ୍ଭମାନଙ୍କୁ କାରାଗାର ରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନା ରେ ତୁମ୍ଭମାନଙ୍କୁ ହାଜର କରାୟିବ। ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ଯବହାର କରିବେ।
13 but it shall turn out to you for a testimony.କିନ୍ତୁ ଏହା ତୁମ୍ଭମାନଙ୍କୁ ମାେ ବିଷୟ ରେ କହିବାକୁ ସୁ ଯୋଗ ଦବେ।
14 Settle therefore in your hearts not to meditate beforehand [your] defence,ତୁମ୍ଭମାନେେ ନିଜକୁ ରକ୍ଷା କରିବା ପାଇଁ କ'ଣ କହିବ, ସେଥିପାଇଁ ଆଦୌ ବ୍ଯସ୍ତ ହୁଅ ନାହିଁ।
15 for *I* will give you a mouth and wisdom which all your opposers shall not be able to reply to or resist.ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।
16 But ye will be delivered up even by parents and brethren and relations and friends, and they shall put to death [some] from among you,ଏପରିକି ତୁମ୍ଭମାନଙ୍କର ବାପାମାଆ, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହାଇଯେିବେ। ସମାନେେ ତୁମ୍ଭମାନଙ୍କ ମଧ୍ଯରୁ କେତକଙ୍କେୁ ମାରି ଦବେେ।
17 and ye will be hated of all for my name's sake.ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ।
18 And a hair of your head shall in no wise perish.କିନ୍ତୁ ପ୍ରକୃତ ରେ ଏଥି ମଧ୍ଯରୁ କାହାରି ଦ୍ବାରା ମଧ୍ଯ ତୁମ୍ଭମାନଙ୍କ କ୍ଷତି ହବେନାହିଁ।
19 By your patient endurance gain your souls.ଏହି ସବୁ ଘଟଣା ଭିତ ରେ ତୁମ୍ଭମାନେେ ତୁମ୍ଭ ବିଶ୍ବାସ ରେ ଦୃଢ ରହିଲେ ନିଜକୁ ରକ୍ଷା କରିପାରିବ।
20 But when ye see Jerusalem encompassed with armies, then know that its desolation is drawn nigh.ତୁମ୍ଭମାନେ ୟିରୂଶାଲମର ଚାରିପଟେ ସୈନ୍ଯବାହିନୀଙ୍କୁ ଘରେି ରହିଥିବାର ଦେଖିବ। ତବେେ ତୁମ୍ଭମାନେେ ଜାଣିପାରିବ ଯେ ୟିରୁଶାଲମର ଧ୍ବଂସ ହବୋ ସମୟ ଆସି ପହଞ୍ଚି ଗଲାଣି।
21 Then let those who are in Judaea flee to the mountains, and those who are in the midst of it depart out, and those who are in the country not enter into it;ସେତବେେଳେ ୟିହୂଦାର ଲୋକେ ପର୍ବତ ଆଡକୁ ପଳାଇୟିବା ଉଚିତ। ୟିରୁଶାଲମ ନଗର ଭିତ ରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡି ଚାଲିୟିବା ଉଚିତ। ଜଣେ ଯଦି ନଗର ବାହା ରେ ଥିବ, ତବେେ ସେ ନଗର ଭିତରକୁ ୟିବା ଉଚିତ ନୁହେଁ।
22 for these are days of avenging, that all the things that are written may be accomplished.ପରମେଶ୍ବର କେତବେେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦବେେ, ସହେି ସମୟ ବିଷୟ ରେ ଭବିଷ୍ଯଦ୍ବକ୍ତାମାନେ ଅନକେ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସହେି ସମୟ ବିଷୟ ରେ କହୁଛି, ଯେତବେେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ।
23 But woe to them that are with child and to them who give suck in those days, for there shall be great distress upon the land and wrath upon this people.ଗର୍ଭବତୀ ସ୍ତ୍ରୀ ଓ କୋଳ ରେ େଛାଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସହେି ଦିନଗୁଡିକ ଅତ୍ଯନ୍ତ ଭୟାନକ ହବେ। କାରଣ ସହେି ଦିନମାନଙ୍କ ରେ ଏହି ଦେଶ ଉପରକୁ ବହୁତ ବିପଦ ମାଡି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ବର କୋରଧ କରିବେ।
24 And they shall fall by the edge of the sword, and be led captive into all the nations; and Jerusalem shall be trodden down of [the] nations until [the] times of [the] nations be fulfilled.କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।
25 And there shall be signs in sun and moon and stars, and upon the earth distress of nations in perplexity [at] the roar of the sea and rolling waves,ସୂର୍ୟ୍ଯ, ଚନ୍ଦ୍ର ଓ ତାରାମାନଙ୍କ ରେ ସଙ୍କତେ ରୂପକ ଅନକେ ଅଦ୍ଭୁତ ବିଷୟ ଘଟିବ। ପୃଥିବୀ ରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ'ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।
26 men ready to die through fear and expectation of what is coming on the habitable earth, for the powers of the heavens shall be shaken.ସଂସାରକୁ ମାଡି ଆସୁଥିବା ବିପଦକୁ ଚିନ୍ତା କରି ଲୋକେ ଭୟ ରେ ମୂର୍ଚ୍ଛିତ ହାଇଯେିବେ। ଆକାଶ ମଣ୍ଡଳର ପ୍ରେତ୍ୟକକ ବିଷୟ ବଦଳି ୟିବ।
27 And then shall they see the Son of man coming in a cloud with power and great glory.ସେତବେେଳେ ଲୋକେ ମନୁଷ୍ଯ ପୁତ୍ରଙ୍କୁ ଶକ୍ତି ଓ ମହା ଗୌରବ ସହିତ ମେଘମାଳା ଉପରେ ଆସୁଥିବାର ଦେଖିବେ।
28 But when these things begin to come to pass, look up and lift up your heads, because your redemption draws nigh.ଯେତବେେଳେ ଏସବୁ ଘଟଣା ଘଟିବା ଆରମ୍ଭ ହାଇଯେିବ, ତୁମ୍ଭମାନେେ ଭୟ କରିବନାହିଁ। ଉପରକୁ ଚାହିଁ ଖୁସି ହବେ, ଆଦୌ ବ୍ଯସ୍ତ ହବେନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହାଇଗେଲାଣି ବୋଲି ଏଥିରୁ ଜାଣିବ।
29 And he spoke a parable to them: Behold the fig-tree and all the trees;ତା'ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, ସବୁ ଗଛଗୁଡିକୁ ଦେଖ। ଡିମ୍ବିରି ଗଛଟି ଗୋଟିଏ ଭଲ ଉଦାହରଣ।
30 when they already sprout, ye know of your own selves, [on] looking [at them], that already the summer is near.ସଗେୁଡିକରେ ଯେତବେେଳେ ନୂଆ ପତ୍ର କଅଁଳେ, ତୁମ୍ଭମାନେେ ଜାଣିଥାଅ ଯେ, ଗ୍ରୀଷ୍ମଋତୁ ଆସି ପହଞ୍ଚି ଯାଇଛି।
31 So also *ye*, when ye see these things take place, know that the kingdom of God is near.ସହେିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସଗେୁଡିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭମାନେେ ଜାଣି ପାରିବ ଯେ, ପରମେଶ୍ବରଙ୍କ ରାଜ୍ଯ ନିକଟ ହାଇଗେଲାଣି।
32 Verily I say unto you, that this generation shall in no wise pass away until all come to pass.ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏହି ସବୁ ରେ ଲୋକେ ବଞ୍ଚିଥିବା ସମୟ ଭିତ ରେ ଏସବୁ ଘଟଣା ଘଟିବ।
33 The heaven and the earth shall pass away, but my words shall in no wise pass away.ପୃଥିବୀ ଓ ଆକାଶ ଲୋପ ହାଇଯୋଇପା ରେ। କିନ୍ତୁ ମାରେବାକ୍ଯ କଦାପି ଲୋପ ହବେନାହିଁ। ମାରେ ବାକ୍ଯ ଅନନ୍ତକାଳସ୍ଥାଯୀ।
34 But take heed to yourselves lest possibly your hearts be laden with surfeiting and drinking and cares of life, and that day come upon you suddenly unawares;ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।
35 for as a snare shall it come upon all them that dwell upon the face of the whole earth.ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳିଆସିୟିବା
36 Watch therefore, praying at every season, that ye may be accounted worthy to escape all these things which are about to come to pass, and to stand before the Son of man.ତେଣୁ ସଦା ବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସଗେୁଡିକ ମଧ୍ଯଦଇେ ନିରାପଦ ରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭମାନେେ ଆତ୍ମାବିଶ୍ବାସର ସହିତ ମନୁଷ୍ଯପୁତ୍ରଙ୍କ ଆଗ ରେ ଠିଆ ହାଇେ ପାରିବା ପାଇଁ ପ୍ରାର୍ଥନା କରା
37 And by day he was teaching in the temple, and by night, going out, he remained abroad on the mountain called [the mount] of Olives;ସହେି ଦିନଗୁଡିକରେ ଯୀଶୁ ଲୋକମାନଙ୍କୁ ମନ୍ଦିର ରେ ଉପଦେଶ ଦେଉଥିଲେ। ରାତ୍ରିକାଳ ରେ ସେ ନଗର ବାହାରକୁ ଚାଲି ଯାଉଥିଲେ ଓ ସାରା ରାତି ଜୀତ ପର୍ବତ ଉପରେ କଟାଉଥିଲେ।
38 and all the people came early in the morning to him in the temple to hear him.ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡୁଥିଲେ।
Oriya Bible