Mark 1:8 ମୁଁ ତୁମ୍ଭମାନଙ୍କୁ ଜଳ ଦ୍ବାରା ବାପ୍ତସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିସ୍ମ କରିବେ।
Mark 1:8 in Other Translations
King James Version (KJV) I indeed have baptized you with water: but he shall baptize you with the Holy Ghost.
American Standard Version (ASV) I baptized you in water; But he shall baptize you in the Holy Spirit.
Bible in Basic English (BBE) I have given you baptism with water, but he will give you baptism with the Holy Spirit.
Darby English Bible (DBY) *I* indeed have baptised you with water, but *he* shall baptise you with [the] Holy Spirit.
World English Bible (WEB) I baptized you in{The Greek word (en) translated here as "in" could also be translated as "with" in some contexts.} water, but he will baptize you in the Holy Spirit."
Young's Literal Translation (YLT) I indeed did baptize you with water, but he shall baptize you with the Holy Spirit.'
I
ἐγὼ
egō
ay-GOH
indeed
μὲν
men
mane
have baptized
ἐβάπτισα
baptizō
va-PTEE-zoh
you
ὑμᾶς
hymas
yoo-MAHS
with
ἐν
en
ane
water:
ὕδατι
hydōr
YOO-thore
he
αὐτὸς
autos
af-TOSE
but
δὲ
de
thay
shall baptize
βαπτίσει
baptizō
va-PTEE-zoh
you
ὑμᾶς
hymas
yoo-MAHS
with
ἐν
en
ane
the Ghost.
πνεύματι
pneuma
PNAVE-ma
Holy
ἁγίῳ
hagios
A-gee-ose
Read Full Chapter :
Mark 1
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 1:5
ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ ଦଇେଥିଲେ, କିନ୍ତୁ ଅଳ୍ପ ଦିନ ଭିତ ରେ ତୁମ୍ଭମାନେେ ପବିତ୍ରଆତ୍ମାଙ୍କ ଦ୍ବାରା ବାପ୍ତିଜିତ ହବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:4
ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:4
ପାଉଲ ଏହାଶୁଣି କହିଲେ, ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ଯ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସହେି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ଯକ୍ତି, ଅର୍ଥାତ୍ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କହୁଥିଲେ।
ଯୋୟେଲ 2:28
ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:17
ମୁଁ ଶଷେ ସମୟରେ ସମସ୍ତଙ୍କ ଉପରେ ମାରେ ଆତ୍ମା ଢ଼ାଳି ଦବେି। ଯାହାଦ୍ବାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ଯତ ବାଣୀ କହିପାରିବେ। ତୁମ୍ଭମାନଙ୍କର ୟୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:15
ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:13
ଆମ୍ଭ ଭିତରୁ କେତକେ ହେଉଛୁ ୟିହୁଦୀ, କେତକେ ଅଣୟିହୁଦୀ, ଆମ୍ଭ ଭିତରୁ କେତକେ କ୍ରୀତଦାସ ଓ କେତକେ ସ୍ବାଧୀନ। କିନ୍ତୁ ଆମ୍ଭମାନେେ ସମସ୍ତେ ଗୋଟିଏ ଆତ୍ମା ଦ୍ବାରା ଏକ ଶରୀର ହବୋ ଉଦ୍ଦେଶ୍ଯ ରେ ବାପ୍ତିଜିତ ପ୍ରାପ୍ତ ହାଇେ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ଯ ପ୍ରଦାନ କରାଯାଇଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:45
ଯେଉଁ ଯିହୂଦୀ ବିଶ୍ବାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ଯ ପବିତ୍ର ଆତ୍ମା ଦିଆଗଲା।
ଯିଶାଇୟ 44:3
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।
ଯିହିଜିକଲ 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
ମାଥିଉଲିଖିତ ସୁସମାଚାର 3:11
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।
ହିତୋପଦେଶ 1:23
ମାରେ ବାକ୍ଯକୁ ସାବଧାନ ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ଯସବୁ ତୁମ୍ଭମାନଙ୍କୁ ଜଣାଇବି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ଯିଶାଇୟ 32:15
ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।