Mark 9:24 ପିଲାଟିର ବାପା ଉଚ୍ଚସ୍ବର କରି କହିଲା, ମୁଁ ବିଶ୍ବାସ କରୁଛି। ମାେତେ ଅଧିକ ବିଶ୍ବାସ କରିବା ପାଇଁ ସାହାୟ୍ଯ କରନ୍ତୁ।
Mark 9:24 in Other Translations
King James Version (KJV) And straightway the father of the child cried out, and said with tears, Lord, I believe; help thou mine unbelief.
American Standard Version (ASV) Straightway the father of the child cried out, and said, I believe; help thou mine unbelief.
Bible in Basic English (BBE) Straight away the father of the child gave a cry, saying, I have faith; make my feeble faith stronger.
Darby English Bible (DBY) And immediately the father of the young child crying out said [with tears], I believe, help mine unbelief.
World English Bible (WEB) Immediately the father of the child cried out with tears, "I believe. Help my unbelief!"
Young's Literal Translation (YLT) and immediately the father of the child, having cried out, with tears said, `I believe, sir; be helping mine unbelief.'
And
καὶ
kai
kay
straightway
εὐθὲως
eutheōs
afe-THAY-ose
cried out,
κράξας
krazō
KRA-zoh
the
ὁ
ho
oh
father
πατὴρ
patēr
pa-TARE
the
τοῦ
ho
oh
of child
παιδίου
paidion
pay-THEE-one
with
μετὰ
meta
may-TA
tears,
δακρύων
dakry
THA-kryoo
and said
ἔλεγεν
legō
LAY-goh
I believe;
Πιστεύω·
pisteuō
pee-STAVE-oh
Lord,
κύριε
kyrios
KYOO-ree-ose
help thou
βοήθει
boētheō
voh-ay-THAY-oh
mine
μου
mou
moo
τῇ
ho
oh
unbelief.
ἀπιστίᾳ
apistia
ah-pee-STEE-ah
Read Full Chapter :
Mark 9
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:4
ତୁମ୍ଭେ ମାେ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ବାସ ମୁଁ ମନେପକାଏ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:3
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:11
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:2
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
ଲୂକଲିଖିତ ସୁସମାଚାର 17:5
ପ୍ ରରେିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭକୁ ଅଧିକ ବିଶ୍ବାସ ପ୍ରଦାନ କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8
ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:29
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କବଳେ ପରମେଶ୍ବର ତୁମ୍ଭକୁ ସୁ ଯୋଗ ଦଇେଛନ୍ତିା ତାହା ୟଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ଯ ତୁମ୍ଭମାନଙ୍କୁ ସୁଯୋଗ ଦଇେଛନ୍ତି। ଏହି ଉଭୟ ବିଷୟ ଯୀଶୁଖ୍ରୀଷ୍ଟଙ୍କୁ ଗୌରବନ୍ବିତ କରେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:4
ପୂର୍ବରୁ ମୁଁ ଯେତବେେଳେ ତୁମ୍ଭକୁ ଲେଖିଥିଲି, ସେତବେେଳେ ମାେ ହୃଦୟ ରେ ଅଧିକ ବଦନୋ ଓ ଦୁଃଖ ଥିଲା। ମୁଁ ଆଖି ରେ ଲୁହ ଗଡ଼ାଇ ଲେଖିଥିଲି। ତୁମ୍ଭମାନଙ୍କୁ ଦୁଃଖ ଦବୋ ମାରେ ଉଦ୍ଦେଶ୍ଯ ନ ଥିଲା। ତୁମ୍ଭମାନଙ୍କ ପାଇଁ ମାରେ ପ୍ ରମରେ ମାତ୍ରା କେତେ ଅଧିକ, ଏହା ଯେପରି ତୁମ୍ଭମାନେେ ଜାଣିପାରିବ ଏଥିପାଇଁ ଏହା ଲେଖିଲି।
ଲୂକଲିଖିତ ସୁସମାଚାର 7:38
ସେ ଯୀଶୁଙ୍କ ପଛଆଡେ ଗୋଡ ପାଖ ରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହ ରେ ଧୋଇ ଦଲୋ। ନିଜ ମୁଣ୍ଡର ବାଳ ରେ ଯୀଶୁଙ୍କ ପାଦ ପୋଛି ଦଲୋ। ତାହାଙ୍କ ପାଦ ରେ ବହୁବାର ଚୁମ୍ବନ ଦଲୋ ଓ ପାଦ ଉପରେ ଅତର ଢାଳି ଦଲୋ।
ଦିତୀୟ ଶାମୁୟେଲ 16:12
ଏହା ହାଇପୋ ରେ ଯେ, ସଦାପ୍ରଭୁ ମାେ ପ୍ରତି ଅନ୍ଯାଯ ହେଉଥିବାର ଦେଖିବେ ଏବଂ ଶିମିଯିର ଅଭିଶାପ ବଦଳ ରେ ସେ ମାେତେ ଆଶୀର୍ବାଦ କରିବେ।
ଦିତୀୟ ରାଜାବଳୀ 20:5
ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।
ଗୀତସଂହିତା 39:12
ହେ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ମୁଁ ୟାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମାରେ ଲୋତକକୁ ଚାହଁ, ମୁଁ ଜଣେ ପଥିକ ୟିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମାରେ ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ଯ ଏଠାରେ ଅଳ୍ପଦିନ ବଞ୍ଚିବି।
ଗୀତସଂହିତା 126:5
ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।
ଯିରିମିୟ 14:17
ହେ ଇଫ୍ରଯିମ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, 'ଆମ୍ଭ ଚକ୍ଷୁରୁ ଦିବାରାତ୍ର ଲୋତକ ବହିବ, ତାହା କବେେ ନିବୃତ୍ତ ହବେ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ଯା ପାଇଁ ଆମ୍ଭ ହୃଦଯ କାନ୍ଦିବ। ଯେ ହତେୁ ତାହା ମହାଭଙ୍ଗ ରେ ଓ ମହା ଦୁଃଖଦାୟକ କ୍ଷତ ରେ ଭଗ୍ନ ହାଇେଅଛି।
ଲୂକଲିଖିତ ସୁସମାଚାର 7:44
ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡକୁ ବୁଲିପଡି ଶିମାନଙ୍କେୁ କହିଲେ, ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମାେତେ ଗୋଡ ଧୋଇବାକୁ ପାଣି ସୁଦ୍ଧା ଦଲେ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମାରେ ପାଦକୁ ଲୁହ ରେ ଧୋଇ ଦଲୋ। ଏବଂ ତା ବାଳ ରେ ପୋଛି ଦଲୋ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:19
ସପେର୍ୟ୍ଯନ୍ତ ପିତର ସହେି ଦର୍ଶନ ବିଷୟ ରେ ଚି଼ନ୍ତା କରୁଥିଲେ। ସହେି ସମୟରେ ପବିତ୍ର ଆତ୍ମା ତାହାଙ୍କୁ କହିଲେ, ଶୁଣ, ତିନିଜଣ ଲୋକ ତୁମ୍ଭକୁ ଖାଜେୁଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:17
ତୁମ୍ଭମାନେେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏସେ ୗ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଚାହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ଯାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା'ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 5:7
ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:31
ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।