Matthew 25:1 ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
Matthew 25:1 in Other Translations
King James Version (KJV) Then shall the kingdom of heaven be likened unto ten virgins, which took their lamps, and went forth to meet the bridegroom.
American Standard Version (ASV) Then shall the kingdom of heaven be likened unto ten virgins, who took their lamps, and went forth to meet the bridegroom.
Bible in Basic English (BBE) Then the kingdom of heaven will be like ten virgins, the friends of the bride, who took their lights, and went out with the purpose of meeting the husband.
Darby English Bible (DBY) Then shall the kingdom of the heavens be made like to ten virgins that having taken their torches, went forth to meet the bridegroom.
World English Bible (WEB) "Then the Kingdom of Heaven will be like ten virgins, who took their lamps, and went out to meet the bridegroom.
Young's Literal Translation (YLT) `Then shall the reign of the heavens be likened to ten virgins, who, having taken their lamps, went forth to meet the bridegroom;
Then
Τότε
tote
TOH-tay
shall be likened
ὁμοιωθήσεται
homoioō
oh-moo-OH-oh
the
ἡ
ho
oh
kingdom
βασιλεία
basileia
va-see-LEE-ah
τῶν
ho
oh
of heaven
οὐρανῶν
ouranos
oo-ra-NOSE
ten
δέκα
deka
THAY-ka
unto virgins,
παρθένοις
parthenos
pahr-THAY-nose
which
αἵτινες
hostis
OH-stees
took
λαβοῦσαι
lambanō
lahm-VA-noh
τὰς
ho
oh
lamps,
λαμπάδας
lampas
lahm-PAHS
their
ἀυτῶν
autos
af-TOSE
and went
ἐξῆλθον
exerchomai
ayks-ARE-hoh-may
forth
εἰς
eis
ees
to meet
ἀπάντησιν
apantēsis
ah-PAHN-tay-sees
the
τοῦ
ho
oh
bridegroom.
νυμφίου
nymphios
nyoom-FEE-ose
Read Full Chapter :
Matthew 25
Cross Reference
ମାଥିଉଲିଖିତ ସୁସମାଚାର 13:24
ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।
ଲୂକଲିଖିତ ସୁସମାଚାର 12:35
କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡିକ ଜଳଇେ ରଖ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:7
ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:2
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।
ମାଥିଉଲିଖିତ ସୁସମାଚାର 22:2
ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।
ଯୋହନଲିଖିତ ସୁସମାଚାର 3:29
କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
ଯିଶାଇୟ 54:5
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:9
ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:15
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।
ଦାନିଏଲ 2:44
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।
ମାଥିଉଲିଖିତ ସୁସମାଚାର 9:15
ଯୀଶୁ ସମାନଙ୍କେୁ କହିଲେ, ବର ଯେପର୍ୟ୍ଯନ୍େତ ବରଯାତ୍ରୀମାନଙ୍କ ସହିତ ଥିବ, ସେ ପର୍ୟ୍ଯନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡଇେ ନିଆୟିବ। ସେତବେେଳେ ବରଯାତ୍ରୀମାନେ ଦୁଃଖୀ ହବେେ। ତାପରେ ସମାନେେ ଉପବାସ କରିବେ।
ମାର୍କଲିଖିତ ସୁସମାଚାର 2:19
ଯୀଶୁ କହିଲେ, ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସମାନଙ୍କେ ସାଙ୍ଗ ରେ ଥାଆନ୍ତି। ତେଣୁ ବର ସଠାେରେ ଥିବା ପର୍ୟ୍ଯନ୍ତ ସମାନେେ ଉପବାସ କରି ନପାରନ୍ତି।
ଲୂକଲିଖିତ ସୁସମାଚାର 5:34
ଯୀଶୁ ସମାନଙ୍କେୁ କହିଲେ, ବର, ବରଯାତ୍ରୀ ସହିତ ଥିବା ପର୍ୟ୍ଯନ୍ତ ତୁମ୍ଭେ କ'ଣ ବରଯାତ୍ରୀମାନଙ୍କୁ ଉପବାସ ରେ ରଖି ପାରିବ?
ମାଥିଉଲିଖିତ ସୁସମାଚାର 20:1
ସ୍ବର୍ଗରାଜ୍ଯ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତକେ ଦ୍ରାକ୍ଷା ବଗିଚ଼ା ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷା ବଗିଚ଼ା ରେ କାମ କରିବା ପାଇଁ ଅନ୍ୟ କେତକେ ଶ୍ରମାକ ଆଣିବାକୁ ବାହାରିଗଲେ।
ମାଥିଉଲିଖିତ ସୁସମାଚାର 24:42
ତେଣୁ ସଦା ବେଳେ ପ୍ରସ୍ତୁତ ରୂହ। ତୁମ୍ଭର ପ୍ରଭୁ କେଉଁଦିନ ଆସିବେ ତାହା ତୁମ୍ଭେ ଜାଣନାହିଁ।
ଲୂକଲିଖିତ ସୁସମାଚାର 21:34
ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:8
ଆମ୍ଭେ ଯେଉଁଠି ଏକାଠି ହାଇେଥିଲୁ, ସହେି ଉପର ଘ ରେ ଅନକଗେୁଡ଼ିଏ ଦୀପ ଥିଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:2
ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭମାନେେ ମାେତେ ସମସ୍ତ ବିଷୟ ରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦଇେଥିଲି ସେ ଗୁଡ଼ିକୁ ସ୍ମରଣ ରେ ରଖି ପାଳନ କରୁଛ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:2
ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।
ଗୀତସଂହିତା 45:9
ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:13
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।
ପିତରଙ୍କ ଦିତୀୟ ପତ୍ର 1:13
ମୁଁ ଶରୀର ରେ ବଞ୍ଚିଥିବା ପର୍ୟ୍ଯନ୍ତ, ଏକଥା ତୁମ୍ଭକୁ ମନେ ପକାଉଥିବା ରେ ସାହାୟ୍ଯ କରିବି, ଏହା ଉଚିତ ବୋଲି ମୁଁ ମନେ କରେ।
ପିତରଙ୍କ ଦିତୀୟ ପତ୍ର 3:12
ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷା ରେ ରହିବା ଉଚିତ। ସହେି ଦିନ ଆସିଲେ ଅଗ୍ନି ଦ୍ବାରା ଆକାଶ ନଷ୍ଟ ହାଇେ ୟିବ ଓ ଆକାଶ ରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ୟିବ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:5
ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନା ରେ ସାତାଟେି ଜ୍ବଳନ୍ତା ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ବରଙ୍କର ସାତାଟେି ଆତ୍ମା ଅଟନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:4
ଏହି 1,44,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ଯଭିଚାରପାପ କରିନାହାଁନ୍ତି। ସମାନେେ ନିଜକୁ କୁମାରୀକନ୍ଯା ତୁଲ୍ଯ ପବିତ୍ର କରି ରଖିଛନ୍ତି। ମଷେଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସମାନେେ ତାହାଙ୍କର ଅନୁସରଣ କରନ୍ତି। ଏହି 1,44,000 ଜଣ ମନୁଷ୍ଯଜାତି ମଧ୍ଯରୁ ମୁକ୍ତି ପାଇଛନ୍ତି। ସମାନେେ ପରମେଶ୍ବର ଓ ମଷେଶାବକଙ୍କ ଉଦ୍ଦେଶ୍ଯ ରେ ପ୍ରଥମଫଳ ସ୍ବରୂପେ ଉତ୍ସର୍ଗରକୃତ ହାଇେଛନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:25
ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।
ଗୀତସଂହିତା 45:14
ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।
ପରମଗୀତ 1:3
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ପରମଗୀତ 5:8
ଆଗୋ ୟିରୁଶାଲମର କନ୍ଯାଗଣ। ଯବେେ ତୁମ୍ଭମାନେେ ମାେ ପ୍ରିଯତମଙ୍କ ଦଖାେ ପାଇବ, ତବେେ ମୁଁ ତୁମ୍ଭମାନଙ୍କୁ ଶପଥ ଦଇେ କହୁଅଛି, ମୁଁ ପ୍ ରମେ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।
ପରମଗୀତ 5:16
ତାହାଙ୍କ ମୁଖ ଅତ୍ଯନ୍ତ ସୁମିଷ୍ଟ ହଁ ସେ ସର୍ବୋତୋଭାବେ ମ ନୋହର। ହେ ୟିରୁଶାଲମର କନ୍ଯାଗଣ, ସେ ମାହେର ପ୍ରିଯତମ, ସେ ମାହେର ସହୋଦର।
ପରମଗୀତ 6:8
ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ଯ ୟୁବତୀ ଅଛନ୍ତି।
ଯିଶାଇୟ 62:4
ତୁମ୍ଭର 'ଦେଶ ପରିତ୍ଯକ୍ତା ବୋଲି' ନାମିତ ହବେ ନାହିଁ ; କିମ୍ବା ତୁମ୍ଭର ଦେଶକୁ କହେି ଅନାଥିନୀ' ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ 'ପରମେଶ୍ବରଙ୍କ କନ୍ଯା' ରୂପେ ବିବଚେିତ ହବେ ଏବଂ ମାରେ ଉଲ୍ଲାସ ତାହାର ମଧ୍ଯ ହାଇେଅଛି' କାରଣ ସଦାପ୍ରଭୁ ତୁମ୍ଭ ଉପ ରେ ସନ୍ତାଷେ ଅଛନ୍ତି।
ମାଥିଉଲିଖିତ ସୁସମାଚାର 3:2
ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।
ମାଥିଉଲିଖିତ ସୁସମାଚାର 5:16
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
ମାଥିଉଲିଖିତ ସୁସମାଚାର 13:31
ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ.
ମାଥିଉଲିଖିତ ସୁସମାଚାର 13:38
ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
ମାଥିଉଲିଖିତ ସୁସମାଚାର 13:44
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
ମାଥିଉଲିଖିତ ସୁସମାଚାର 13:47
ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।