Matthew 4 - WEB (Oriya)

1 Then Jesus was led up by the Spirit into the wilderness to be tempted by the devil.ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।

2 When he had fasted forty days and forty nights, he was hungry afterward.ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।

3 The tempter came and said to him, "If you are the Son of God, command that these stones become bread."ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।

4 But he answered, "It is written, 'Man shall not live by bread alone, but by every word that proceeds out of the mouth of God.'"ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3

5 Then the devil took him into the holy city. He set him on the pinnacle of the temple,ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।

6 and said to him, "If you are the Son of God, throw yourself down, for it is written, 'He will give his angels charge concerning you.' and, 'On their hands they will bear you up, So that you don't dash your foot against a stone.'"ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:

7 Jesus said to him, "Again, it is written, 'You shall not test the Lord, your God.'"ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:

8 Again, the devil took him to an exceedingly high mountain, and showed him all the kingdoms of the world, and their glory.ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.

9 He said to him, "I will give you all of these things, if you will fall down and worship me."ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।

10 Then Jesus said to him, "Get behind me,{TR and NU read "Go away" instead of "Get behind me"} Satan! For it is written, 'You shall worship the Lord your God, and him only shall you serve.'"ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

11 Then the devil left him, and behold, angels came and ministered to him.ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

12 Now when Jesus heard that John was delivered up, he withdrew into Galilee.ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।

13 Leaving Nazareth, he came and lived in Capernaum, which is by the sea, in the region of Zebulun and Naphtali,ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।

14 that it might be fulfilled which was spoken through Isaiah the prophet, saying,ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।

15 "The land of Zebulun and the land of Naphtali, Toward the sea, beyond the Jordan, Galilee of the Gentiles,ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।

16 The people who sat in darkness saw a great light, To those who sat in the region and shadow of death, To them light has dawned."ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2

17 From that time, Jesus began to preach, and to say, "Repent! For the Kingdom of Heaven is at hand."ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।

18 Walking by the sea of Galilee, he{TR reads "Jesus" instead of "he"} saw two brothers: Simon, who is called Peter, and Andrew, his brother, casting a net into the sea; for they were fishermen.ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।

19 He said to them, "Come after me, and I will make you fishers for men."ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।

20 They immediately left their nets and followed him.ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ।

21 Going on from there, he saw two other brothers, James the son of Zebedee, and John his brother, in the boat with Zebedee their father, mending their nets. He called them.ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।

22 They immediately left the boat and their father, and followed him.ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ.

23 Jesus went about in all Galilee, teaching in their synagogues, preaching the Gospel of the Kingdom, and healing every disease and every sickness among the people.ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।

24 The report about him went out into all Syria. They brought to him all who were sick, afflicted with various diseases and torments, possessed with demons, epileptics, and paralytics; and he healed them.ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

25 Great multitudes from Galilee, Decapolis, Jerusalem, Judea and from beyond the Jordan followed him.ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।

Oriya Bible