Numbers 14:9 ତେଣୁ ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଅ ନାହିଁ, ଆଉ ସହେି ଦେଶର ଲୋକମାନଙ୍କୁ ଭୟ କରନାହିଁ। ସମାନେେ ଆମ୍ଭମାନଙ୍କର ଖାଦ୍ୟ ସ୍ବରୂପ। ସମାନଙ୍କେର ଆଶ୍ରଯ ସମାନଙ୍କେ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗ ରେ ଅଛନ୍ତି, ଭୟ କରନାହିଁ।
Numbers 14:9 in Other Translations
King James Version (KJV) Only rebel not ye against the LORD, neither fear ye the people of the land; for they are bread for us: their defense is departed from them, and the LORD is with us: fear them not.
American Standard Version (ASV) Only rebel not against Jehovah, neither fear ye the people of the land; for they are bread for us: their defence is removed from over them, and Jehovah is with us: fear them not.
Bible in Basic English (BBE) Only, do not go against the Lord or go in fear of the people of the land, for they will be our food; their strength has been taken from them and the Lord is with us: have no fear of them.
Darby English Bible (DBY) only rebel not against Jehovah; and fear not the people of the land; for they shall be our food. Their defence is departed from them, and Jehovah is with us: fear them not.
Webster's Bible (WBT) Only rebel not ye against the LORD, neither fear ye the people of the land; for they are bread for us: their defense has departed from them, and the LORD is with us: fear them not.
World English Bible (WEB) Only don't rebel against Yahweh, neither fear the people of the land; for they are bread for us: their defense is removed from over them, and Yahweh is with us: don't fear them.
Young's Literal Translation (YLT) only, against Jehovah rebel not ye: and ye, fear not ye the people of the land, for our bread they `are'; their defence hath turned aside from off them, and Jehovah `is' with us; fear them not.'
Read Full Chapter :
Numbers 14
Cross Reference
ଦିତୀୟ ବିବରଣ 7:18
ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।
ଦିତୀୟ ବିବରଣ 9:23
ଏହାପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣଯଠାେରକ୍ସ୍ଟ ତୁମ୍ଭମାନଙ୍କୁ ପଠାଇ କହିଲେ, 'ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦଇେଅଛୁ, ତୁମ୍ଭମାନେେ ଉଠିୟାଇ ଅଧିକାର କର।' ସେ ସମୟରେ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଆଜ୍ଞା ରେ ବିଦ୍ରୋହାଚାରୀ ହେଲ ଓ ତୁମ୍ଭମାନେେ ତାହାଙ୍କକ୍ସ୍ଟ ବିଶ୍ବାସ କଲନାହିଁ, କିଅବା ତାହାଙ୍କ କଥା ଶକ୍ସ୍ଟଣିଲ ନାହିଁ।
ଗୀତସଂହିତା 74:14
ତୁମ୍ଭେ ସମୁଦ୍ରରେ ଥିବା ମହାନ୍ ରାକ୍ଷସକୁ ବଧ କଲ। ତୁମ୍ଭେ ଲିବିଯାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ। ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦଲେ।
ଦିତୀୟ ବିବରଣ 31:8
ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗଇେ ନବେେ। ସେ ସ୍ବଯଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦ ରେ ପକାଇବେ ନାହିଁ କି ତ୍ଯାଗ କରିବେ ନାହିଁ। ହତାଶ ହକ୍ସ୍ଟଅ ନାହିଁ, ଭୟ କର ନାହିଁ।
ଯିହୋଶୂୟ 1:5
ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।
ଦିତୀୟ ବଂଶାବଳୀ 20:17
ତୁମ୍ଭମାନଙ୍କର ଏହି ୟୁଦ୍ଧ ରେ ୟୁଦ୍ଧ କରିବା ଦରକାର ନାହିଁ। ତୁମ୍ଭମାନେେ ନିଜ ସ୍ଥାନ ରେ ଦୃଢ଼ ହାଇେ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭମାନେେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗ ରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧ ରେ ବାହାରି ୟାଅ।'
ଗଣନା ପୁସ୍ତକ 24:8
ପରମେଶ୍ବର ସମାନଙ୍କେୁ ମିଶରରୁ ବାହାର କରି ଆଣିଛନ୍ତି। ସମାନଙ୍କେର, ପରମେଶ୍ବର ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳି। ସମାନେେ ସମାନଙ୍କେର ବିରୋଧିମାନଙ୍କୁ ପରାସ୍ତ କରିବେ ଓ ସମାନଙ୍କେର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ବାରା ସମାନଙ୍କେୁ ଭଦେ କରିବେ।
ଯିଶାଇୟ 8:9
ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:31
ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।
ଗୀତସଂହିତା 14:4
ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।
ଦିତୀୟ ବିବରଣ 1:26
କିନ୍ତୁ ତୁମ୍ଭେ ସେ ଦେଶକକ୍ସ୍ଟ ୟିବାକକ୍ସ୍ଟ ମନା କରିଦଲେ। ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ବିରକ୍ସ୍ଟଦ୍ଧ ରେ ବିଦ୍ରୋହ ଚରଣ କଲ।
ଦିତୀୟ ବିବରଣ 9:7
ତୁମ୍ଭମାନେେ ଏହି ପ୍ରାନ୍ତର ମଧିଅରେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ କିପରି କୋରଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭମାନେେ ତାହା ପାଶୋରି ୟାଅ ନାହିଁ। ତୁମ୍ଭେ ମିଶର ଦେଶରକ୍ସ୍ଟ ବାହାର ହବୋ ଦିନଠାରକ୍ସ୍ଟ ଏହି ସ୍ଥାନକକ୍ସ୍ଟ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହାଇେଅଛ।
ଗୀତସଂହିତା 46:7
ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
ଗୀତସଂହିତା 46:11
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।
ଗୀତସଂହିତା 91:1
ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।
ଗୀତସଂହିତା 121:5
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
ଯିଶାଇୟ 1:2
ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
ଯିଶାଇୟ 30:2
ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।
ଯିଶାଇୟ 32:2
ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।
ଆଦି ପୁସ୍ତକ 48:21
ଏହାପରେ ଇଶ୍ରାୟେଲ ଯୋଷଫଙ୍କେୁ କହିଲେ, ମାରେ ମୃତ୍ଯୁ ସମୟ ପ୍ରାଯ ସନ୍ନିକଟ। ପରମେଶ୍ବର ତୁମ୍ଭକୁ ସଦଯ ହୁଅନ୍ତୁ। ସେ ତୁମ୍ଭକୁ ପୁନ୍ନର୍ବାର ତୁମ୍ଭର ପୂର୍ବପୁରୁଷଙ୍କ ଦେଶକୁ ନଇେ ଯିବେ।
ଯିଶାଇୟ 41:14
ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
ଯିଶାଇୟ 63:10
ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ।
ଯିରିମିୟ 48:45
ଯେଉଁମାନେ ପଳାଇୟାଇ ଶକ୍ତିଶାଳୀ ହିଶ୍ବୋନ ରେ ଆଶ୍ରଯ ନବେେ ସମାନେେ ମଧ୍ଯ ରକ୍ଷା ପାଇବେ ନାହିଁ। କାରଣ ହିଶବୋନରୁ ଓ ସୀହାନରେୁ ଅଗ୍ନି ନିର୍ଗତ ହାଇେ ମାୟୋବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।
ଦାନିଏଲ 9:5
ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।
ଦାନିଏଲ 9:9
ହେ ସଦାପ୍ରଭୁ, ତୁମ୍ଭେ ଦୟାଳୁ ଏବଂ କ୍ଷମାବାନ। କିନ୍ତୁ ପ୍ରକୃତ ରେ ଆମ୍ଭମାନେେ ତାହାଙ୍କ ବିରୁଦ୍ଧ ରେ ବିଦ୍ରୋହାଚରଣ କରିଅଛୁ।
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:27
ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଯାତ୍ରା ପୁସ୍ତକ 33:16
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ୟାଅ, ଆମ୍ଭମାନେେ ନିଶ୍ଚିତ ଭାବରେ ଜାଣିବୁ। ଯମେନ୍ତ ମୁଁ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ଠାରୁ ବିଶଷେ ଲୋକ ହବେ। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନୟାଅ, ତବେେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭମାନେେ ଭିନ୍ନ ନୁହଁ।
ଦିତୀୟ ବିବରଣ 1:21
ଦେଖ, ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସହେିଦେଶ ଦଇେଛନ୍ତି। ୟାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୁର୍ବପୁରୁଷମାନଙ୍କୁ ପରମେଶ୍ବରଙ୍କ ଆଜ୍ଞାନକ୍ସ୍ଟସା ରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନାରାଶ ହକ୍ସ୍ଟଅ ନାହିଁ।'
ଦିତୀୟ ବିବରଣ 7:21
ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟୟକ୍ସ୍ଟକ୍ତ।
ଦିତୀୟ ବିବରଣ 20:1
ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।
ଦିତୀୟ ବିବରଣ 31:6
ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।
ଦିତୀୟ ବିବରଣ 32:42
ମାରେ ବାଣମାନ ତାଙ୍କ ରକ୍ତ ରେ ମାତାଲ ହବେ ଏବଂ ମାେ ଖଡ୍ଗ ମାରେ ଶତୃମାନଙ୍କର ମାଂସକକ୍ସ୍ଟ ଗ୍ରାସ କରିବ, ସମାନଙ୍କେର ରକ୍ତ ରଂଜିତ ଶରୀରରକ୍ସ୍ଟ କେଶପୂର୍ଣ ମକ୍ସ୍ଟଣ୍ତ ପର୍ୟ୍ଯନ୍ତ।'
ବିଚାରକର୍ତାମାନଙ୍କ ବିବରଣ 1:22
ଯୋଷଫେର ପରିବାରବର୍ଗ ବୈଥଲହମରେ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅତୀତ ରେ ବୈଥେଲ୍ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷଫେର ପରିବାରବର୍ଗଙ୍କ ପଟ ରେ ଥିଲେ।
ଦିତୀୟ ବଂଶାବଳୀ 13:12
ପରମେଶ୍ବର ସ୍ବଯଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧର ଆହ୍ବାନ ରୂପେ ପରମେଶ୍ବରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରୁଦ୍ଧ ରେ ୟୁଦ୍ଧ କର ନାହିଁ। ତୁମ୍ଭମାନେେ କବେେ ସଫଳ ହବେ ନାହିଁ।
ଦିତୀୟ ବଂଶାବଳୀ 15:2
ଅସରିଯ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିଯ କହିଲେ, ଆସା ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ, ତୁମ୍ଭମାନେେ ମାେ କଥା ଶୁଣ। ତୁମ୍ଭମାନେେ ଯେତବେେଳେ ପରମେଶ୍ବରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତ ରେ ଥିଲେ। ତୁମ୍ଭମାନେେ ଯଦି ସଦାପ୍ରଭୁଙ୍କୁ ଖାଜେିବ, ତବେେ ତୁମ୍ଭମାନେେ ତାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭମାନେେ ତାଙ୍କୁ ପରିତ୍ଯାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବେ।
ଦିତୀୟ ବଂଶାବଳୀ 32:8
ଅଶୂରର ରାଜାଙ୍କ ସହିତ କବଳେ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ୟୁଦ୍ଧ କରିବେ। ଏହିପରି ଯିହୁଦାର ରାଜା ହିଜକିଯ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।
ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।