Proverbs 11:24 କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।
Proverbs 11:24 in Other Translations
King James Version (KJV) There is that scattereth, and yet increaseth; and there is that withholdeth more than is meet, but it tendeth to poverty.
American Standard Version (ASV) There is that scattereth, and increaseth yet more; And there is that withholdeth more than is meet, but `it tendeth' only to want.
Bible in Basic English (BBE) A man may give freely, and still his wealth will be increased; and another may keep back more than is right, but only comes to be in need.
Darby English Bible (DBY) There is that scattereth, and yet increaseth; and there is that withholdeth more than is right, but [it tendeth] only to want.
World English Bible (WEB) There is one who scatters, and increases yet more. There is one who withholds more than is appropriate, but gains poverty.
Young's Literal Translation (YLT) There is who is scattering, and yet is increased, And who is keeping back from uprightness, only to want.
Read Full Chapter :
Proverbs 11
Cross Reference
ହିତୋପଦେଶ 19:17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶାଧେ କରିବେ।
ଗୀତସଂହିତା 112:9
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
ଲୂକଲିଖିତ ସୁସମାଚାର 6:38
ଅନ୍ୟକୁ ଦିଅ, ତବେେ ତୁମ୍ଭନମୋନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆୟିବ। ତୁମ୍ଭମାନେେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତ ରେ ଢାଳି ଦିଆୟିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆୟିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡିବ। ତୁମ୍ଭମାନେେ ଯେଉଁଭଳି ଭାବରେ ଅନ୍ୟକୁ ଦବେ, ପରମେଶ୍ବର ବି ତୁମ୍ଭମାନଙ୍କୁ ସହେିଭଳି ଭାବରେ ଦବେେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:5
ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭମାନେେ ଆସିବା ପୂର୍ବରୁ ମୁଁ ସହେି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ୟିବାପାଇଁ କହିବି। ତାହାହେଲେ ତୁମ୍ଭମାନେେ ଯେଉଁ ଦାନ ଦବୋପାଇଁ ପ୍ରତିଶ୍ରୁତି ଦଇେଥିଲ, ତାହା ସମାନେେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସହେି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ବେଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
ଉପଦେଶକ 11:1
ତୁମ୍ଭେ ଯେଉଁଠାକୁ ୟାଅ, ଉତ୍ତମ କାର୍ୟ୍ଯ କର। କିଛି ସମୟ ପ ରେ ତୁମ୍ଭେ କରିଥିବା ଉତ୍ତମ କଥା ତୁମ୍ଭ ପାଖକୁ ଫରେି ଆସିବ।
ହଗୟ 1:6
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।
ହଗୟ 2:16
ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:29
ସେଥିପାଇଁ ବିଶ୍ବାସୀମାନେ ସ୍ଥିର କଲେ ଯେ, ସମାନେେ ଯଥାଶକ୍ତି ସାହାୟ୍ଯ ପାଠାଇବେ। ପ୍ରେତ୍ୟକକ ବିଶ୍ବାସୀ ନିଜର ସାଧ୍ଯମତେ ସାହାୟ୍ଯ ଦବୋପାଇଁ ଯୋଜନା କଲେ।
ହଗୟ 1:9
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।
ଦିତୀୟ ବିବରଣ 15:10
ତୁମ୍ଭମାନେେ ନିଶ୍ଚିତ ଭାବରେ ହୃଦଯ ରେ ସହିତ ତାଙ୍କୁ ଦବୋ ଉଚିତ୍। ତାଙ୍କୁ ଦବୋ ବେଳେ ତୁମ୍ଭେ କକ୍ସ୍ଟସ୍ଖିତ ହବୋ ଉଚିତ୍ ନକ୍ସ୍ଟ ହେଁ। କାରଣ ସହେି କର୍ମ ହତେକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ କର୍ମ ରେ ଓ ତୁମ୍ଭେ ଯେଉଁ ବିଷଯ ରେ ଧ୍ଯାନ ଦିଅ, ସଦାପ୍ରଭୁ ସେଥି ରେ ତୁମ୍ଭକୁ ଆଶୀର୍ବାଦ କରିବେ।
ହିତୋପଦେଶ 11:18
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।
ହିତୋପଦେଶ 28:8
ଯେଉଁମାନେ ସୁଧ ଓ ବୁଦ୍ଧିଦ୍ବାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସମାନେେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚଯ କରନ୍ତି।
ଉପଦେଶକ 11:6
ତୁମ୍ଭେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ବୀଜ ବୁଣ ଏବଂ ତା'ପ ରେ ତୁମ୍ଭର କାମ ବନ୍ଦ କରିବା ଉଚିତ୍। ପ୍ରଭାତ ରେ ବୀଜ ବୁଣ ଓ ସନ୍ଧ୍ଯା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କେଉଁ ମଞ୍ଜି ଭଲ ବଢ଼ିବ ଯାହାକୁ ତୁମ୍ଭେ ସକାଳ ରେ ବୁଣିଥିଲ, ଯେଉଁଗୁଡ଼ିକ ସନ୍ଧ୍ଯା ରେ ବୁଣିଥିଲ କିଅବା ପ୍ରାଯ ଉଭୟ ଭଲ ବଢ଼ିବ।