Proverbs 11:9 ଜଣେ ଦୁଷ୍ଟ ମନୁଷ୍ଯ ତା'ର କୁବାକ୍ଯଗୁଡ଼ିକରେ ତା'ର କୁମୁଖ ରେ ପ୍ରତିବେଶୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସମାନଙ୍କେର ଜ୍ଞାନର ସହିତ ସମାନଙ୍କେୁ ରକ୍ଷା କରନ୍ତି।
Proverbs 11:9 in Other Translations
King James Version (KJV) An hypocrite with his mouth destroyeth his neighbour: but through knowledge shall the just be delivered.
American Standard Version (ASV) With his mouth the godless man destroyeth his neighbor; But through knowledge shall the righteous be delivered.
Bible in Basic English (BBE) With his mouth the evil man sends destruction on his neighbour; but through knowledge the upright are taken out of trouble.
Darby English Bible (DBY) With his mouth a hypocrite destroyeth his neighbour; but through knowledge are the righteous delivered.
World English Bible (WEB) With his mouth the godless man destroys his neighbor, But the righteous will be delivered through knowledge.
Young's Literal Translation (YLT) With the mouth a hypocrite corrupteth his friend, And by knowledge the righteous are drawn out.
Read Full Chapter :
Proverbs 11
Cross Reference
ପ୍ରଥମ ରାଜାବଳୀ 13:18
ଏଥି ରେ ବୃଦ୍ଧ ଭବିଷ୍ଯଦ୍ବକ୍ତା କହିଲେ, ମୁଁ ମଧ୍ଯ ତୁମ୍ଭ ପରି ଜଣେ ଭବିଷ୍ଯଦ୍ବକ୍ତା। ତା'ପରେ ସେ ମିଥ୍ଯା କହି ତାଙ୍କୁ ଜଣାଇଲେ, ଜଣେ ଦୂତ ସଦାପ୍ରଭୁଙ୍କ ଦ୍ବାରା ପ୍ ରରେିତ ହାଇେ ମାେତେ କହିଲେ ତୁମ୍ଭେ ପରମେଶ୍ବରଙ୍କ ଲୋକଙ୍କୁ ତୁମ୍ଭ ଗୃହକୁ ନଇେ ତୁମ୍ଭ ସହିତ ଅନ୍ନ ଭୋଜନ ଓ ଜଳପାନ କରାଅ।
ପ୍ରଥମ ରାଜାବଳୀ 22:20
ସଦାପ୍ରଭୁ କହିଲେ, 'ତୁମ୍ଭମାନଙ୍କ ମଧ୍ଯରୁ କିଏ ରାଜା ଆହାବ୍କୁ କୁମନ୍ତ୍ରଣା ଦବୋକୁ ୟିବ, ସେ ଯେପରି ରାମାେତ୍-ଗିଲିଯଦ୍କୁ ୟାଇ ଅରାମୀଯ ବିରୁଦ୍ଧ ରେ ୟୁଦ୍ଧ କରି ମୃତ୍ଯୁବରଣ କରିବ।' ଏଥି ରେ କହେି ସ୍ବର୍ଗଦୂତଗଣ ଏକମତ ହେଲେ ନାହିଁ, ସମାନଙ୍କେର କଣ କରିବା ଉଚିତ୍।
ଗୀତସଂହିତା 55:12
ୟଦି କୌଣସି ଶତ୍ରୁ ମାେତେ ତିରସ୍କାର କଲା ମୁଁ ସହନ୍ତି। ୟଦି ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଆକ୍ରମଣ କରନ୍ତି। ମୁଁ ତାଙ୍କଠାରୁ ନିଜକୁ ଲୁଚାନ୍ତି।
ହିତୋପଦେଶ 2:10
ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।
ହିତୋପଦେଶ 4:5
ଜ୍ଞାନ ଅର୍ଜନ କର, ସୁବିବଚେନା ଲାଭ ତହିଁରେ କର। ତାହା ଭୁଲ ନୁହେଁ, ମାେ ମୁଖରୁ ନିର୍ଗତ ବାକ୍ଯକୁ ବିମୁଖ କର ନାହିଁ।
ହିତୋପଦେଶ 6:23
ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।
ମାଥିଉଲିଖିତ ସୁସମାଚାର 7:15
ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।
ମାଥିଉଲିଖିତ ସୁସମାଚାର 15:5
କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳ ରେ ଜଣେ ଲୋକ ତାର ପିତାମାତାଙ୍କୁ କହି ପାରିବ, 'ମୁଁ ତୁମ୍ଭକୁ ସାହାୟ୍ଯ କରି ପାରିବିନାହିଁ। କାରଣ ମାରଯାେରା ସବୁ ଅଛି ସଗେୁଡିକୁ ମୁଁ ପରମେଶ୍ବହଙ୍କୁ ଉତ୍ସର୍ଗ କରିବି।'
ମାର୍କଲିଖିତ ସୁସମାଚାର 13:14
ତୁମ୍ଭମାନେେ, 'ଧ୍ବସଂ ଘଟାଉଥିବା ଭୟଙ୍କର ବସ୍ତୁକୁ' ଯେଉଁଠା ରେ ନ ରହିବା ଉଚିତ୍, ସହେି ସ୍ଥାନ ରେ ଥିବାର ଦେଖିବ। ଯେଉଁମାନେ ଏହା ପଢିବେ, ସମାନେେ ବୁଝିନବୋ ଉଚିତ୍ ଯେ ଏହାର ଅର୍ଥ କ'ଣ? ସେତବେେଳେ ୟିହୂଦାର ଲୋକମାନେ ପାହାଡ ଉପରକୁ ପଳଇବୋ ଉଚିତ।
ମାର୍କଲିଖିତ ସୁସମାଚାର 13:22
ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ଦଖାେ ଦବେେ ସମାନେେ ଅଦ୍ଭୁତ କାମ ଓ ଆଶ୍ଚର୍ୟ୍ଯକାର୍ୟ୍ଯ କରିବେ। ସମ୍ଭବ ହେଲେ, ପରମେଶ୍ବର ବାଛିଥିବା ଲୋକମାନଙ୍କୁ ସମାନେେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:30
ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ଯ କେତଜେଣ ଲୋକ ବାହାରିବେ ଓ ଭୁଲ କଥା ଉପଦେଶ ଦଇେ ଶିଷ୍ଯମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।
ପ୍ରଥମ ରାଜାବଳୀ 22:6
ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13
ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:8
ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।
ପିତରଙ୍କ ଦିତୀୟ ପତ୍ର 2:1
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।
ପିତରଙ୍କ ଦିତୀୟ ପତ୍ର 3:16
ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।
ଯୋହନଙ୍କ ପ୍ରଥମ ପତ୍ର 2:21
ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ'ଣ ? ତୁମ୍ଭେ ସତ୍ଯକୁ ଜାଣି ନାହଁ ବୋଲି କ'ଣ ମୁଁ ଏହା ଲେଖୁଛି ? ନା, ତୁମ୍ଭେ ଏହି ସତ୍ଯ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ଯ ଜାଣିଛ ସତ୍ଯରୁ କବେେ ହେଲେ କୌଣସି ମିଥ୍ଯା ଉତ୍ପନ୍ନ ହୁଏ ନାହିଁ।
ଯୋହନଙ୍କ ପ୍ରଥମ ପତ୍ର 2:27
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:13
ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।
ଆୟୁବ ପୁସ୍ତକ 8:13
ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ସହେି ଘାସ ସଦୃଶ। ପରମେଶ୍ବରଙ୍କୁ ଭୁଲି ୟାଇଥିବା ଲୋକର କୌଣସି ଆଶା ନ ଥାଏ।
ଆୟୁବ ପୁସ୍ତକ 34:30
ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା' ହେଲେ ପରମେଶ୍ବର ସହେି ବ୍ଯକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।
ଗୀତସଂହିତା 55:20
ମାରେ ଶତ୍ରୁମାନେ ସମାନଙ୍କେର ଜୀବନ ଧାରଣର ପଥ ବଦଳାଇବେ ନାହିଁ। ସମାନେେ ପରମେଶ୍ବରଙ୍କୁ ଭୟ କରନ୍ତି ନାହିଁ କି ସମ୍ମାନ ଦିଅନ୍ତି ନାହିଁ।