Proverbs 15 - YLT (Oriya)
1 A soft answer turneth back fury, And a grievous word raiseth up anger.କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।
2 The tongue of the wise maketh knowledge good, And the mouth of fools uttereth folly.ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।
3 In every place are the eyes of Jehovah, Watching the evil and the good.ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
4 A healed tongue `is' a tree of life, And perverseness in it -- a breach in the spirit.ଶାନ୍ତିର ବାକ୍ଯ ଜୀବନର ବୃକ୍ଷ ସ୍ବରୂପ। ମାତ୍ର କୁଟିଳ ବାକ୍ଯ ଆତ୍ମା ନଷ୍ଟ କରେ।
5 A fool despiseth the instruction of his father, And whoso is regarding reproof is prudent.ଅଜ୍ଞାନ ଆପଣା ପିତାର ଶାସନକୁ ଅବ ହଳୋ କରେ, ମାତ୍ର ବିଜ୍ଞୋଚିତ ବ୍ଯକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।
6 `In' the house of the righteous `is' abundant strength, And in the increase of the wicked -- trouble.ଧାର୍ମିକର ଗୃହ ରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆଯ ରେ ସବୁବେଳେ କଷ୍ଟ ଥାଏ।
7 The lips of the wise scatter knowledge, And the heart of fools `is' not right.ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।
8 The sacrifice of the wicked `is' an abomination to Jehovah, And the prayer of the upright `is' His delight.ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
9 An abomination to Jehovah `is' the way of the wicked, And whoso is pursuing righteousness He loveth.ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷଯ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ ରମେ କରନ୍ତି।
10 Chastisement `is' grievous to him who is forsaking the path, Whoso is hating reproof dieth.ଜଣେ ୟିଏ ଜ୍ଞାନର ପଥ ତ୍ଯାଗ କରେ, ପୁଣି ଯେଉଁଲୋକ ଅନୁୟୋଗ ଘୃଣା କରେ ସେ ମରିବ।
11 Sheol and destruction `are' before Jehovah, Surely also the hearts of the sons of men.ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା
12 A scorner loveth not his reprover, Unto the wise he goeth not.ଜଣେ ନିନ୍ଦୁକ ଅନୁୟୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସମାନେେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ୟାଆନ୍ତି ନାହିଁ।
13 A joyful heart maketh glad the face, And by grief of heart is the spirit smitten.ଗୋଟିଏ ଆନନ୍ଦିତ ହୃଦଯ ମୁଖକୁ ପ୍ରଫୁଲ୍ଲ କରେ। କିନ୍ତୁ ହୃଦଯର ଦୁଃଖ ସହିତ, ଆତ୍ମା ଦୁଃଖୀ ହବେ ଏବଂ ଭାଙ୍ଗି ୟାଏ।
14 The heart of the intelligent seeketh knowledge, And the mouth of fools enjoyeth folly.ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।
15 All the days of the afflicted `are' evil, And gladness of heart `is' a perpetual banquet.ଗୋଟିଏ ମାତ୍ର ଜଣେ ହୃଷ୍ଟଚିତ୍ତ ପାଇଁ ପ୍ରେତ୍ୟକକ ଦିନ ଗୋଟିଏ ଭୋଜି ଅଟେ।
16 Better `is' a little with the fear of Jehovah, Than much treasure, and tumult with it.ଅଶାନ୍ତି ୟୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟୟୁକ୍ତ ଅଳ୍ପ ସମ୍ପତ୍ତି ଭଲ।
17 Better `is' an allowance of green herbs and love there, Than a fatted ox, and hatred with it.ହିଂସା ସହିତ ହୃଷ୍ଟପୃଷ୍ଟ ଗୋମାଂସ ଭୋଜନ ଅପେକ୍ଷା ପ୍ ରମେଥିବା ସ୍ଥାନ ରେ ଶାକାନ୍ନ ଭଲ।
18 A man of fury stirreth up contention, And the slow to anger appeaseth strife.କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।
19 The way of the slothful `is' as a hedge of briers, And the path of the upright is raised up.ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ଗୋଟିଏ ସାଧୁ ଲୋକର ପଥ ଗୋଟିଏ ରାଜପଥ ପରି ଅଟେ।
20 A wise son rejoiceth a father. And a foolish man is despising his mother.ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ, ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
21 Folly is joy to one lacking heart, And a man of intelligence directeth `his' going.ନିର୍ ବୋଧ ପ୍ରତି, ଅଜ୍ଞାନତା କୌତୁହଳପୂର୍ଣ୍ଣ, ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ୟଥୋଚିତ୍ କରନ୍ତି।
22 Without counsel `is' the making void of purposes, And in a multitude of counsellors it is established.ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ବାରା ତାହା ସ୍ଥିରୀକୃତ ହୁଏ।
23 Joy `is' to a man in the answer of his mouth, And a word in its season -- how good!ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।
24 A path of life `is' on high for the wise, To turn aside from Sheol beneath.ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।
25 The house of the proud Jehovah pulleth down, And He setteth up the border of the widow.ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।
26 An abomination to Jehovah `are' thoughts of wickedness, And pure `are' sayings of pleasantness.ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।
27 A dishonest gainer is troubling his house, And whoso is hating gifts liveth.ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।
28 The heart of the righteous meditateth to answer, And the mouth of the wicked uttereth evil things.ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।
29 Far `is' Jehovah from the wicked, And the prayer of the righteous He heareth.ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30 The light of the eyes rejoiceth the heart, A good report maketh fat the bone.ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ। ଉତ୍ତମ ସମାଚାର ଅସ୍ଥିଗୁଡ଼ିକୁ ପୃଷ୍ଟି ଯୋଗଏ।
31 An ear that is hearing the reproof of life Doth lodge among the wise.ଯେଉଁ କର୍ଣ୍ଣ ଜୀବନ ଦାୟକ ଅନୁୟୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧିଅରେ ବାସ କରେ।
32 Whoso is refusing instruction is despising his soul, And whoso is hearing reproof Is getting understanding.ଯେଉଁ ଲୋକ ଶାସନ ଅଗ୍ରାହ୍ଯ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁ ଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
33 The fear of Jehovah `is' the instruction of wisdom, And before honour `is' humility!ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।
Oriya Bible