Proverbs 26 - WEB (Oriya)
1 Like snow in summer, and as rain in harvest, So honor is not fitting for a fool.ଗ୍ରୀଷ୍ମକାଳ ରେ ହିମ ଓ ଫସଲ ସମୟରେ ବୃଷ୍ଟି ସହେିପରି ମୂର୍ଖକୁ ସମ୍ମାନ ଅନୁପୟୁକ୍ତ ଅଟେ।
2 Like a fluttering sparrow, Like a darting swallow, So the undeserved curse doesn't come to rest.ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ଡ଼ାଳ ଚଟିଆ ଡ଼ଉଡ଼ୁଥିବା ବେଳେ ସପରେି ଆକାରଣ ରେ ଦତ୍ତ ଶାପ ନିକଟକୁ ଆ ସେ ନାହିଁ।
3 A whip for the horse, A bridle for the donkey, And a rod for the back of fools!ଅଶ୍ବ ପାଇଁ କୋରଡ଼ା, ଗଧ ପାଇଁ ଲଗାମ, ପୁଣି ମୂର୍ଖର ପିଠି ପାଇଁ ବାଡ଼ି ଦରକାର।
4 Don't answer a fool according to his folly, Lest you also be like him.ମୂର୍ଖକୁ ତା'ର ଅଜ୍ଞାନତା ଅନୁସାରେ ଉତ୍ତର ଦିଅ ନାହିଁ। ତୁମ୍ଭେ ଯଦି ଏପରି ଉତ୍ତର ଦିଅ, ତବେେ ତୁମ୍ଭେ ମଧ୍ଯ ତାହାର ତୁଲ୍ଯ ହବେ।
5 Answer a fool according to his folly, Lest he be wise in his own eyes.ମୂର୍ଖକୁ ତା'ର ଅଜ୍ଞାନତାନୁସା ରେ ଉତ୍ତର ଦିଅ। ନୋହିଲେ ସେ ଆପଣା ଦୃଷ୍ଟି ରେ ଆପଣାକୁ ଜ୍ଞାନୀ ବୋଧ କରିବ।
6 One who sends a message by the hand of a fool Is cutting off feet and drinking violence.ମୂର୍ଖ ମାଧ୍ଯମ ରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।
7 Like the legs of the lame that hang loose: So is a parable in the mouth of fools.ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।
8 As one who binds a stone in a sling, So is he who gives honor to a fool.ପ୍ରସ୍ତରକୁ ବାଟୁଳି ରେ ବାନ୍ଧିବା ପାଇଁ ଚେଷ୍ଟା କରିବା ଯେପରି ବ୍ଯବହାର୍ୟ୍ଯହୀନ, ସହେିପରି ନିର୍ବୋଧକୁ ସମ୍ମାନ ଦବୋ ଅଟେ।
9 Like a thornbush that goes into the hand of a drunkard, So is a parable in the mouth of fools.ମତ୍ତଲୋକର ହସ୍ତ ରେ କଣ୍ଟକ ଉଠାୟିବା ଯେପରି, ମୂର୍ଖମାନଙ୍କ ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି ଅଟେ।
10 As an archer who wounds all, So is he who hires a fool Or he who hires those who pass by.ବାଣୁଆ ଯେପରି ସମସ୍ତଙ୍କୁ କ୍ଷତବିକ୍ଷତ କରେ, ସପରେି ସହେି ଲୋକ ଯେ ମୂର୍ଖ ପଥିକକୁ ବତନେ ଦିଏ ଓ ଯେ ମଦୁଆକୁ ବତନେ ଦିଏ।
11 As a dog that returns to his vomit, So is a fool who repeats his folly.ଆପଣା ବାନ୍ତି ପ୍ରତି ଫରେିବା କୁକୁରର ଯେପରି, ବାରମ୍ବାର ଆପଣା ଅଜ୍ଞାନତା ରେ କର୍ମ କରିବା ମୂର୍ଖ ସପରେି।
12 Do you see a man wise in his own eyes? There is more hope for a fool than for him.ଯେଉଁ ମୂର୍ଖ ଲୋକର ବହୁତ ଆଶା ଅଛି, ଅନ୍ୟ ଜଣ ଅପେକ୍ଷା ୟିଏ ଭାବେ ସେ ଜ୍ଞାନୀ, ସେତବେେଳେ ସେ ଜ୍ଞାନୀ ନ ଥାଏ।
13 The sluggard says, "There is a lion in the road! A fierce lion roams the streets!"ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।
14 As the door turns on its hinges, So does the sluggard on his bed.କବଜା ରେ ଯେପରି କବାଟ ଝୁଲେ, ଠିକ୍ ସହେିପରି ଅଳସୁଆ ଆପଣା ଶୟ୍ଯା ରେ ଥାଇ ଝୁଲୁଥାଏ।
15 The sluggard buries his hand in the dish. He is too lazy to bring it back to his mouth.ଅଳସୁଆ ଥାଳି ରେ ହାତ ବୁଡ଼ାଇ ଆଉଥରେ ତାହା ମୁଖକୁ ନବୋକୁ ଥକିୟାଏ।
16 The sluggard is wiser in his own eyes Than seven men who answer with discretion.ସାତଜଣ ସୁବିଚାରଶୁଦ୍ଧ ଉତ୍ତରକାରୀ ଅପେକ୍ଷା ଅଳସୁଆ ଆପଣା ଦୃଷ୍ଟି ରେ ଜ୍ଞାନବାନ୍।
17 Like one who grabs a dog's ears Is one who passes by and meddles in a quarrel not his own.ଜଣେ ପଥିକ ୟିଏ ୟୁକ୍ତିତର୍କ ରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କ ରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ଯ ଅଟୋ
18 Like a madman who shoots firebrands, arrows, and death,ଆପଣା ପ୍ରତିବେଶୀକି ଯେଉଁଲୋକ ଭୁଲାଇ କ ହେ, ମୁଁ କୌତୁକ କରୁଛି।
19 Is the man who deceives his neighbor and says, "Am I not joking?"ସେ ଅଗ୍ନିବାଣ, ତୀର ଓ ମୃତ୍ଯୁ ନିକ୍ଷପକୋରୀ ବାତୁଳ ପରି ଅଟେ।
20 For lack of wood a fire goes out; Without gossip, a quarrel dies down.କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।
21 As coals are to hot embers, And wood to fire, So is a contentious man to kindling strife.ଯେପରି ଭାବରେ ଜ୍ବଳନ୍ତା ଅଙ୍ଗାରକୁ ଅଙ୍ଗାର ଆଲୋକ ଦିଏ ଅଗ୍ନିକୁ କାଠ ଠିକ୍ ସହେିପରି ବିବାଦ ବଢ଼ାଇବାକୁ କଳିହୁଡା ଲୋକ ଆରମ୍ଭ କରିଥାଏ।
22 The words of a whisperer are as dainty morsels, They go down into the innermost parts.ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।
23 Like silver dross on an earthen vessel Are the lips of a fervent one with an evil heart.ଅନୁରାଗୀ କଥା ଓ ମନ୍ଦ ହୃଦଯ ରୂପା ଖାଦ ରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ଯ ଅଟେ।
24 A malicious man disguises himself with his lips, But he harbors evil in his heart.ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।
25 When his speech is charming, don't believe him; For there are seven abominations in his heart:ସେ ମିଷ୍ଟ ସ୍ବର ରେ କହିଲେ, ତାହାକୁ ବିଶ୍ବାସ କର ନାହିଁ। ଯେ ହତେୁ ତା'ର ହୃଦଯ ରେ ସାତଟା ଘୃଣ୍ଯ ବିଷଯ ଥାଏ।
26 His malice may be concealed by deception, But his wickedness will be exposed in the assembly.ତାହାର ଘୃଣା କପଟ ରେ ଆପଣାକୁ ଆବୃତ୍ତ କଲେ ହେଁ, ତା'ର ମନ୍ଦତା ସଭା ରେ ପ୍ରକାଶ ପାଏ।
27 Whoever digs a pit shall fall into it. Whoever rolls a stone, it will come back on him.ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।
28 A lying tongue hates those it hurts; And a flattering mouth works ruin.ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।
Oriya Bible