Proverbs 30:15 କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।
Proverbs 30:15 in Other Translations
King James Version (KJV) The horseleach hath two daughters, crying, Give, give. There are three things that are never satisfied, yea, four things say not, It is enough:
American Standard Version (ASV) The horseleach hath two daughters, `crying', Give, give. There are three things that are never satisfied, `Yea', four that say not, Enough:
Bible in Basic English (BBE) The night-spirit has two daughters, Give, give. There are three things which are never full, even four which never say, Enough:
Darby English Bible (DBY) The leech hath two daughters: Give, give. There are three [things] never satisfied; four which say not, It is enough:
World English Bible (WEB) "The leach has two daughters: 'Give, give.' "There are three things that are never satisfied; Four that don't say, 'Enough:'
Young's Literal Translation (YLT) To the leech `are' two daughters, `Give, give, Lo, three things are not satisfied, Four have not said `Sufficiency;'
Read Full Chapter :
Proverbs 30
Cross Reference
ହିତୋପଦେଶ 30:21
ତିନି କଥାର ଭାର ରେ ପୃଥିବୀ କମ୍ପିତ ହୁଏ। ପୁଣି ଚାରି କଥାର ଭାର ରେ ମଧ୍ଯ ତାହା ସେ ସହିପା ରେ ନାହିଁ।
ହିତୋପଦେଶ 30:29
ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତବେେଳେ ସମାନେେ ସୈନିକ ରୀତି ରେ ଅଗ୍ରସର ହୁଅନ୍ତି। ପୁଣି ଚାରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତବେେଳେ ସମାନେେ ଚାଲନ୍ତି।
ହିତୋପଦେଶ 6:16
ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
ଯିହିଜିକଲ 16:44
ଯେଉଁ ଲୋକମାନେ ପ୍ରବଚନ ବ୍ଯବହାର କରନ୍ତି, ତୁମ୍ଭ୍ ଉପ ରେ ଏହା ପ୍ରଯୋଗ କରିବେ। 'ମାଆ ଗୁଣେ ଝିଅ।'
ହୋଶେୟ 4:18
ମାତାଲ ହାଇଗେଲା ପ ରେ ସମାନେେ ବ୍ଯଭିଗ୍ଭରିଣୀ ପରି ବ୍ଯବହାର କରନ୍ତି। ସମାନେେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସମାନଙ୍କେର ଶାସକଗଣ ସମାନଙ୍କେର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି।
ଆମୋଷ 1:3
ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।
ଆମୋଷ 1:6
ସଦାପ୍ରଭୁ ଏହାହିଁ କହନ୍ତି: ଘସାର ଲୋକମାନଙ୍କୁ ଆମ୍ଭେ ସମାନଙ୍କେର ବହୁ ଅପରାଧ ପାଇଁ ନିଶ୍ଚଯ ଦଣ୍ତ ଦବେି, କାରଣ ସମାନେେ ସମଗ୍ର ଜାତିମାନଙ୍କୁ ନଇୟୋଇ ଇଦୋମକୁ କ୍ରୀତଦାସରୂପେ ଦଇେଥିଲେ।
ଆମୋଷ 1:9
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ କରିଥିଲେ। ଆଉ ମଧ୍ଯ ସମାନେେ ସମଗ୍ର ଜାତିକୁ ନଇଗେଲେଏବଂ ସମାନଙ୍କେୁ କ୍ରୀତଦାସ ରୂପେ ଇଦୋମକୁ ପ୍ ରରଣେ କରିଥିଲେ। ସମାନେେ ଇଶ୍ରାୟେଲୀୟମାନଙ୍କ ସହିତ ବନ୍ଧୁତ୍ବ ଚୁକ୍ତିକୁ ମନେ ପକାଇ ନଥିଲେ।
ଆମୋଷ 1:11
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ ରେ ଲିପ୍ତ ଥିଲେ। ସମାନେେ ମଧ୍ଯ ସମାନଙ୍କେର ଭାଇମାନଙ୍କୁ ଖଡ୍ଗଧରି ଗୋଡାଇଲେ। ଏବଂ ଟିକିଏ ହେଲେ ଦୟା ଦଖାଇେ ନଥିଲେ। ଇଦୋମ ନିଜର କୋରଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କୋର୍ଧ ବନ୍ଦ କଲେ ନାହିଁ। ଇଶ୍ରାୟେଲୀୟମାଙ୍କୁ ସମାନେେ ବନ୍ଯପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।
ଆମୋଷ 1:13
ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଅମ୍ମାନରେ ଲୋକମାନଙ୍କୁ ଦଣ୍ତ ଦବୋ, ଯେଉଁମାନେ ଅନକେ ଅପରାଧ କରିଛନ୍ତି, କାହିଁକି? କାରଣ ସମାନେେ ଗିଲିଯଦ ରେ ଗର୍ଭବତୀ ନାରୀମାନଙ୍କୁ ହତ୍ଯା କରିଅଛନ୍ତି। ଅମ୍ମାନରେ ଲୋକମାନେ ଏହିପରି କାର୍ୟ୍ଯ କଲେ, ଯଟରେୁ ସମାନଙ୍କେର ସୀମା ଅଧିକ ଜାଗା ବଢାଇବାକୁ।
ଆମୋଷ 2:1
ସଦାପ୍ରଭୁ ଏହାହିଁ କହନ୍ତି: ବହୁ ଅପରାଧ କରିଥିବା ମାୟୋବର ଲୋକମାନଙ୍କୁ ଆମ୍ଭେ ନିଶ୍ଚଯ ଦଣ୍ତ ଦବୋ। କାରଣ ମାୟୋବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡି଼ ଚୂର୍ଣ୍ଣ ରେ ପରିଣତ କରିଥିଲେ।
ହିତୋପଦେଶ 30:24
ଚାରି ପ୍ରାଣୀ ପୃଥିବୀ ରେ ସାନ, ମାତ୍ର ସମାନେେ ଅତିଶଯ ଜ୍ଞାନବାନ୍ ଅଟନ୍ତି।
ମୀଖା 7:3
ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
ମାଥିଉଲିଖିତ ସୁସମାଚାର 23:32
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।
ଯୋହନଲିଖିତ ସୁସମାଚାର 8:39
ଯିହୂଦୀମାନେ କହିଲେ, ଅବ୍ରହାମ ଆମ୍ଭମାନଙ୍କର ପିତା।
ଯୋହନଲିଖିତ ସୁସମାଚାର 8:44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:18
ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।
ପିତରଙ୍କ ଦିତୀୟ ପତ୍ର 2:3
ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।
ପିତରଙ୍କ ଦିତୀୟ ପତ୍ର 2:13
ଏହି ଭଣ୍ଡ ଶିକ୍ଷକମାନେ ଅନକେ ଲୋକଙ୍କୁ ଦୁଃଖ ଦଇେଛନ୍ତି। ଅତଏବ ସମାନେେ ନିଜେ ଦୁଃଖ ପାଇବେ। ସମାନେେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗ ରେ ଖାେଲାଖାଲିେ ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସମାନେେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜିଉତ୍ସବ ରେ ସମ୍ମିଳିତ ହବୋ ବେଳେ, ସମାନେେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ବରୂପ ଅଟନ୍ତି।
ଯିହୂଦାଙ୍କ ପତ୍ର 1:11
ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।
ଆମୋଷ 2:4
ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।
ଯିଶାଇୟ 56:11
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।
ଯିଶାଇୟ 57:3
ହେ ୟାଦୁକାର ଓ ବ୍ଯଭିଚାରିଣୀ ଓ ବ୍ଯଭିଚାରିଣୀର ସନ୍ତାନଗଣ ନିକଟକୁ ଆସ।