Psalm 119 in Oriya

1 ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନୟାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିଯମସବୁ ଅନୁସରଣ କରନ୍ତି, ସମାନେେ ଧନ୍ଯ !

2 ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦଯରେ ସଦାପ୍ରଭୁଙ୍କୁ ଖାଜେନ୍ତି, ସମାନେେ ଧନ୍ଯ !

3 ସହେି ଲୋକମାନେ କୌଣସି ଅଧର୍ମ କାର୍ୟ୍ଯ କରନ୍ତି ନାହିଁ, କିନ୍ତୁ ସମାନେେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।

4 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦଇେଅଛ।

5 ମୁଁ ଆଶା କରୁଛି ୟେ, ମୁଁ ବୋଧହୁଏ ତୁମ୍ଭର ନିଯମ ଅପରିବର୍ତ୍ତନୀଯ ଭାବରେ ଅଧିକ ମାନିବି।

6 ୟଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତବେେ ମୁଁ ଲଜ୍ଜିତ ହବେି ନାହିଁ।

7 ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦଯ ସହିତ ପ୍ରଶଂସା କରିବି, ଯେତବେେଳେ ମୁଁ ତୁମ୍ଭର ନ୍ଯାଯପରାଯଣତା ବିଷଯରେ ଜାଣିବି।

8 ମୁଁ ତୁମ୍ଭର ବିଧିସବୁ ପାଳନ କରିବି। ମାେତେ ଏକୁଟିଆ କରି ଛାଡ଼ ନାହିଁ।

9 ତୁମ୍ଭର ବାକ୍ଯାନୁୟାଯୀ କିପରି ଜଣେ ୟୁବକ ତା'ର ଜୀବନକୁ ପବିତ୍ର କରିପାରିବ ?

10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମାରେ ସର୍ବାନ୍ତକରଣ ହୃଦଯରେ ତୁମ୍ଭର ସବୋ କରିବି। ତୁମ୍ଭର ଆଜ୍ଞାରୁ ଚାଲିୟିବାକୁ ମାେତେ ପ୍ରତିରୋଧ କର।

11 ମୁଁ ମାେ ହୃଦଯରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚଯ କରି ରଖିଅଛି, ୟପରେି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।

12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ। ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।

13 ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।

14 ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।

15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ଯସ୍ଥି ହବୋକୁ ଚାହୁଁଛି ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।

16 ମୁଁ ତୁମ୍ଭ ବ୍ଯବସ୍ଥାରେ ଆନନ୍ଦ କରିବି। ମୁଁ ତୁମ୍ଭର ବାକ୍ଯ ପାଶାରେିବି ନାହିଁ।

17 ମୁଁ ୟମେନ୍ତ ବଞ୍ଚିପାରିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର, ଯେଉଁଥିରେ ମୁଁ ତୁମ୍ଭର ବାକ୍ଯ ପାଳନ କରିପାରିବି,

18 ହେ ସଦାପ୍ରଭୁ, ମାରେ ଆଖି ଉନ୍ମୁକ୍ତ କର। ଯେଉଁଥିରେ ମୁଁ ତୁମ୍ଭର ବ୍ଯବସ୍ଥାରୁ ଆଶ୍ଚର୍ୟ୍ଯ ବିଷଯମାନ ଦେଖିପାରିବି।

19 ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ। ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ ମାେ ଠାରୁ ଲୁଚାଅ ନାହିଁ।

20 ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଚା ହେଁ।

21 ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସମାନେେ ଅଭିଶପ୍ତ ହୁଅନ୍ତି।

22 ମାଠାରୁେ ନିନ୍ଦା ଓ ଅପମାନସବୁ ଦୂର କର। ମୁଁ ତୁମ୍ଭର ବାକ୍ଯ ଅନୁସରଣ କରିଅଛି।

23 ଏପରିକି ଅଧିପତିମାନେ ଶିଖନ୍ତି ଏବଂ ମାେ ବିରୁଦ୍ଧରେ ମନ୍ଦ ଉପାଯ କରନ୍ତି। ମୁଁ ତୁମ୍ଭର ଦାସ, ତୁମ୍ଭର ନିଯମର ମଧ୍ଯସ୍ଥି ହାଇେଛି।

24 ତୁମ୍ଭର ଆଇନଗତ ଆଦେଶ ମାେତେ ଆନନ୍ଦ ଦିଏ। ସମାନେେ ମାରେ ଅତି ଆପଣାର ଆଦେଶଦାତା।

25 ମୁଁ ମରିବା ବେଳେ ଧୂଳିରେ ଗଡ଼େ। ୟପରେି ତୁମ୍ଭର ବାକ୍ଯ ଦ୍ବାରା ପ୍ରତିଜ୍ଞା କରିଛି, ମାେତେ ବଞ୍ଚିବାକୁ ଦିଅ।

26 ମୁଁ ତୁମ୍ଭକୁ ମାରେ ଜୀବନ ବିଷଯରେ କହିଅଛି। ଏବଂ ତୁମ୍ଭେ ମାେତେ ଉତ୍ତର ଦଇେଅଛ। ବର୍ତ୍ତମାନ ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।

27 ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମାେତେ ବୁଝିବା ପାଇଁ ସାହାୟ୍ଯ କର। ତବେେ ମୁଁ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ଗଭୀରତମ ଭାବିବି।

28 ମୁଁ ଦୁଃଖିତ ଓ କ୍ଲାନ୍ତ ଅଟେ। ତୁମ୍ଭର ବାକ୍ଯର ପ୍ରତିଜ୍ଞା ଅନୁସାରେ ମାେତେ ପୁଣି ଶକ୍ତିଶାଳୀ କର।

29 ମାେତେ ମିଥ୍ଯା ଜୀବନ ବିତାଇବାକୁ ଦିଅ ନାହିଁ। ଦୟାକରି ମାେତେ ତୁମ୍ଭର ବ୍ଯବସ୍ଥା ଶିଖାଅ।

30 ମୁଁ ତୁମ୍ଭ ନିକଟରେ ବିଶ୍ବସ୍ତ ହବୋ ପାଇଁ ମନୋନୀତ ହାଇେଅଛି। ମୁଁ ଯତ୍ନ ସହକାରେ ତୁମ୍ଭର ନ୍ଯାଯପରାଯଣତାକୁ ଶିକ୍ଷା କରିବି।

31 ମୁଁ ତୁମ୍ଭ ବାକ୍ଯ ନିକଟବର୍ତ୍ତୀ ହାଇେ ଅନୁସରଣ କଲି। ହେ ସଦାପ୍ରଭୁ, ମାେତେ ନିରାଶ କର ନାହିଁ।

32 ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତବେେଳେ ତୁମ୍ଭେ ମାରେ ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।

33 ହେ ସଦାପ୍ରଭୁ, ତୁମ୍ଭ ନିଯମ ଦ୍ବାରା ମାେତେ କିପରି ବଞ୍ଚିବାକୁ ହବେ ଶିଖାଅ ଏବଂ ତାକୁ ଅନୁସରଣ କଲେ ମାରେ ପୁରସ୍କାର ହବେ।

34 ସେସବୁକୁ ବୁଝିବା ପାଇଁ ମାେତେ ସାହାୟ୍ଯ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତାହାକୁ ପାଳନ କରିବି।

35 ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶ ପଥରେ ମାେତେ ଆଗଇେ ନିଅ। ମୁଁ ବାସ୍ତବରେ ସହେିପରି ଜୀବନ ବିତାଇବା ପାଇଁ ବହୁତ ଭଲପାଏ।

36 ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।

37 ସଦାପ୍ରଭୁ ଅସାର ବସ୍ତୁ ମାେତେ ଦେଖିବାକୁ ଦିଅ ନାହିଁ। ତୁମ୍ଭ ପଥରେ ଚାଲିକି ମାେତେ ଜୀବନ ଖାଜେିବାକୁ ଦିଅ।

38 ତୁମ୍ଭେ ଆପଣା ଦାସ ପାଇଁ ୟାହା ପ୍ରତିଜ୍ଞା କରିଅଛ, ତାହା କର। ତଣେୁ ଲୋକମାନେ ତୁମ୍ଭକୁ ସମ୍ମାନ କରିବେ।

39 ସଦାପ୍ରଭୁ ଅପମାନିତାକୁ ଦୂରଇେ ନିଅ ୟାହାକୁ ମୁଁ ଭୟ କରେ। ତୁମ୍ଭର ବିଜ୍ଞ ନିଷ୍ପତ୍ତି ଉତ୍ତମ।

40 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମାେତେ ବଞ୍ଚିବାକୁ ଦିଅ।

41 ହେ ସଦାପ୍ରଭୁ, ମାେ ପ୍ରତି ତୁମ୍ଭର ପ୍ରମେ ପ୍ରଦର୍ଶନ କର। ତୁମ୍ଭର ପ୍ରତିଜ୍ଞାନୁସାରେ ମାେତେ ପରିତ୍ରାଣ କର।

42 ତହିଁରେ ମୁଁ ସମାନଙ୍କେୁ ଉତ୍ତର ଦବେି। ଯେଉଁମାନେ ମାେତେ ଅପମାନିତ କରୁଥିଲେ। ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ଯରେ ଭରସା କରେ।

43 ମାେତେ ତୁମ୍ଭର ସତ୍ଯ ଶିକ୍ଷା ବିଷଯରେ କହିବାକୁ ଦିଅ। ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ଯରେ ନିର୍ଭର କରେ।

44 ମୁଁ ଅନନ୍ତକାଳ ପର୍ୟ୍ଯନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।

45 ତଣେୁ ମୁଁ ମୁକ୍ତ ହବେି, କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।

46 ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।

47 ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସି। ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନହେ କରିଅଛି।

48 ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ। ଏବଂ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଧ୍ଯାନ କରିବି।

49 ହେ ସଦାପ୍ରଭୁ, ତୁମ୍ଭେ ମାେ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର। ସହେି ପ୍ରତିଜ୍ଞା ମାେତେ ଭରସା ଦଇେଛି।

50 ମୁଁ ଯେତବେେଳେ ଦୁଃଖରେ ଥିଲି, ତୁମ୍ଭେ ସେତବେେଳେ ମାେତେ ସାନ୍ତ୍ବନା ଦଇେଅଛ। ତୁମ୍ଭର ବାକ୍ଯସବୁ ମାେତେ ପୁନଃର୍ଜୀବିତ କରିଅଛି।

51 ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ ଏବଂ ମାେତେ ଅତିଶଯ ଅପମାନିତ କରିଛନ୍ତି, କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ଯୁତ ହାଇେ ନାହିଁ।

52 ମୁଁ ତୁମ୍ଭର ପୂର୍ବରୁ ଦଇେଥିବା ଶାସନକୁ ସ୍ମରଣ କରେ ଏବଂ ସଗେୁଡ଼ିକ ମାେତେ ସାନ୍ତ୍ବନା ଦିଏ।

53 ମୁଁ କ୍ରୋଧିତ ହାଇୟୋଏ, ଯେତବେେଳେ ଦେଖେ ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାଁନ୍ତି।

54 ମାରେ ଗୃହରେ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଗାନ କରେ।

55 ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ। ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।

56 ଏହିପରି ଘଟେ କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଯତ୍ନର ସହକାରେ ମାନି ଚଳେ।

57 ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମାରେ କର୍ତ୍ତବ୍ଯ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।

58 ସଦାପ୍ରଭୁ ମୁଁ ମାରେ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭକୁ ଭିକ୍ଷା କରେ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେ ପ୍ରତି ଦୟାକର।

59 ମୁଁ ମାେ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି। ଏବଂ ମୁଁ ତୁମ୍ଭର ନିଯମକୁ ପୁଣି ଫରେିଲି।

60 ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।

61 ଦୁଷ୍ଟଲୋକମାନେ ମାେ ଚାରିପାଖରେ ଫାନ୍ଦ ବସାଇଛନ୍ତି, କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।

62 ମୁଁ ତୁମ୍ଭର ଧର୍ମମଯ ନିଷ୍ପତ୍ତିକୁ ଧନ୍ଯବାଦ ଦବୋ ପାଇଁ ମଧ୍ଯରାତ୍ରୀରେ ଉଠିଥାଏ।

63 ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି, ମୁଁ ସମାନଙ୍କେର ବନ୍ଧୁ।

64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ। ତୁମ୍ଭର ବ୍ଯବସ୍ଥାସବୁ ମାେତେ ଶିଖାଅ।

65 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ଯବହାର କରିଛ। ତୁମ୍ଭେ ୟାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।

66 ହେ ସଦାପ୍ରଭୁ, ମାେତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର। ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ବାସ କରିଅଛି।

67 ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।

68 ହେ ପରମେଶ୍ବର, ତୁମ୍ଭେ ମଙ୍ଗଳମଯ, ତୁମ୍ଭେ ମଙ୍ଗଳ କର। ମାେତେ ତୁମ୍ଭର ନିଯମସବୁ ଶିଖାଅ।

69 ଯେଉଁ ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ, ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦଯ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।

70 ସହେି ଲୋକମାନେ ବହୁତ ମୂର୍ଖ। ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।

71 ଏହି ୟନ୍ତ୍ରଣା ଭୋଗ କରିବା ମାେ ପାଇଁ ଉତ୍ତମ ଥିଲା, ୟପରେିକି ମୁଁ ତୁମ୍ଭ ବ୍ଯବସ୍ଥା ଶିକ୍ଷା କରିପାରେ।

72 ତୁମ୍ଭର ଶିକ୍ଷାସବୁ ମାେ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

73 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମାେତେ ନିର୍ମାଣ କଲା ଏବଂ ମୁଁ କ'ଣ ତିଆରି କଲି ? ମାେତେ ବୁଝିବା ଶକ୍ତି ପ୍ରଦାନ କର, ୟପରେିକି ମୁଁ ତୁମ୍ଭର ନିର୍ଦ୍ଦଶସବେୁ ଶିକ୍ଷା କରିପାରେ।

74 ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସମାନେେ ମାେତେ ଦେଖିବେ ଏବଂ ଖୁସି ହବେେ। କାରଣ ମୁଁ ତୁମ୍ଭଠାରେ ଭରସା କରେ।

75 ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମଯ। ମାେତେ ତୁମ୍ଭେ ଦଣ୍ଡ ଦଇେ ଠିକ୍ କରିଥିଲ।

76 ତୁମ୍ଭର ପ୍ରକୃତ ପ୍ରମରେେ ମାେତେ ସାନ୍ତ୍ବନା ଦିଅ। ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ବନା ଦିଅ।

77 ସଦାପ୍ରଭୁ ମାେ ଉପରେ ଦୟା ରଖ, ୟପରେିକି ମୁଁ ବଞ୍ଚିପାରେ। ମୁଁ ବାସ୍ତବରେ ତୁମ୍ଭର ଶିକ୍ଷାକୁ ଉପ ଭୋଗ କରେ।

78 ଯେଉଁ ଲୋକମାନେ ନିଜକୁ ମାଠାରୁେ ଧାର୍ମିକ ଭାବନ୍ତି, ମାେ ବିଷଯରେ ମିଥ୍ଯା କହନ୍ତି। ମୁଁ ଆଶାକରେ ସମାନେେ ଲଜ୍ଜିତ ହୁଅନ୍ତୁ। ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାସବୁ ଉପରେ ଧ୍ଯାନ କରେ।

79 ଯେଉଁମାନେ ତୁମ୍ଭକୁ ସମ୍ମାନ କରିପାରନ୍ତି, ତୁମ୍ଭେ ସମାନଙ୍କେୁ ମାେ ପାଖକୁ ଫରୋଅ। ୟପରେିକି ସମାନେେ ତୁମ୍ଭର ବାକ୍ଯ ବିଷଯରେ ଶିକ୍ଷା କରିପାରିବେ।

80 ସଦାପ୍ରଭୁ ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭର ନିଯମକୁ ମାନିପାରେ, ତବେେ ମୁଁ ଲଜ୍ଜିତ ହବେି ନାହିଁ।

81 ସଦାପ୍ରଭୁ ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମାେତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ଯ ଉପରେ ନିର୍ଭର ରେଖ।

82 ସଦାପ୍ରଭୁ ତୁମ୍ଭେ କରିଥିବା ପ୍ରତିଜ୍ଞାର ଅପେକ୍ଷାରେ ମାରେ ଚକ୍ଷୁକ୍ଲାନ୍ତ ହେଲାଣି, ତୁମ୍ଭେ ମାେତେ କବେେ ସାନ୍ତ୍ବନା ଦବେ ?

83 ଏପରିକି ମୁଁ ଅଳିଆ ଗଦାରେ ପଡ଼ିଥିବା ଏକ ପଚା ଚମଡ଼ା ଥଳୀ ଅଟେ। ମୁଁ ତୁମ୍ଭର ନିଯମ ଭୁଲିବି ନାହିଁ।

84 କେତଦେିନ ମୁଁ ବଞ୍ଚିବି ? ହେ ସଦାପ୍ରଭୁ ତୁମ୍ଭେ କବେେ ମାରେ ଦଣ୍ଡବିଧାନକାରୀମାନଙ୍କୁ ଦଣ୍ଡିତ କରିବ।

85 ଅହଂକାରୀମାନେ ମିଥ୍ଯାଦ୍ବାରା ଆଘାତ କରନ୍ତି ଏବଂ ତାହା ତୁମ୍ଭ ଶିକ୍ଷା ବିରୁଦ୍ଧ ଅଟେ।

86 ହେ ସଦାପ୍ରଭୁ, ତୁମ୍ଭର ଆଦେଶସବୁ ବିଶ୍ବାସନୀଯ। ସମାନେେ ଅନ୍ଯାଯରେ ମାେତେ ତାଡ଼ନା କରନ୍ତି। ମାେତେ ସାହାୟ୍ଯ କର !

87 ସହେି ଲୋକମାନେ ମାେତେ ଧ୍ବଂସ କରି ଦେଲଣେି। ମାତ୍ର ମୁଁ ତୁମ୍ଭର ଆଦେଶ ପରିତ୍ଯାଗ କରି ନାହିଁ।

88 ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ଦଖାେଅ ଏବଂ ମାେତେ ବଞ୍ଚାଅ। ୟପରେି ମୁଁ ତୁମ୍ଭର ଆଦେଶ ରଖିପାରେ।

89 ହେ ସଦାପ୍ରଭୁ, ତୁମ୍ଭର ବାକ୍ଯ ସର୍ବଦା ପାଇଁ ସ୍ବର୍ଗରେ ସଂସ୍ଥାପିତ ଅଛି।

90 ତୁମ୍ଭର ବିଶ୍ବସ୍ତତା ବଂଶାନୁକ୍ରମେ ଚାଲିବ। ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।

91 ତୁମ୍ଭର ବ୍ଯବସ୍ଥା ଯୋଗୁଁ ସ୍ବର୍ଗ ଓ ପୃଥିବୀ ଆଜି ପର୍ୟ୍ଯନ୍ତ ଚାଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।

92 ୟଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥାନ୍ତି, ମୁଁ ଆପଣା କଷ୍ଟରେ ବିନଷ୍ଟ ହାଇେଥାନ୍ତି।

93 ସଦାପ୍ରଭୁ ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ। କାରଣ ସମାନଙ୍କେ ଦ୍ବାରା ମାେତେ ତୁମ୍ଭେ ଜୀବିତ ରହିବାକୁ ଦିଅ।

94 ମୁଁ ତୁମ୍ଭର, ତଣେୁ ମାେତେ ରକ୍ଷା କର। କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ବଷେଣ କରିଅଛ।

95 ଦୁଷ୍ଟ ଲୋକମାନେ ମାେତେ ଧ୍ବଂସ କରିବାକୁ ଅପେକ୍ଷା କରୁଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ଯ ବିଷଯରେ ଭାବିବି।

96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା'ର ସୀମା ରହିଅଛି, ତୁମ୍ଭର ବ୍ଯବସ୍ଥା ଛଡ଼ା।

97 ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।

98 ତୁମ୍ଭର ନିର୍ଦ୍ଦେଶ ମାେତେ ମାରେ ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି। ତୁମ୍ଭର ନିଯମ ସର୍ବଦା ମାେ ସହିତ ଅଛି।

99 ମାରେ ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ଯସବୁ ଶିକ୍ଷା କରେ।

100 ମୁଁ ପ୍ରାଚୀନବର୍ଗମାନଙ୍କଠାରୁ ଅଧିକ ବୁଝେ। କାରଣ ମୁଁ ତୁମ୍ଭର ନିର୍ଦ୍ଦଶେ ରକ୍ଷା କରେ।

101 ସଦାପ୍ରଭୁ, ପ୍ରେତ୍ୟକକ କୁପଥଠାରୁ ମୁଁ ଦୂରଇେ ରହିବି, ୟପରେିକି ମୁଁ ତୁମ୍ଭର ବାକ୍ଯ ରକ୍ଷା କରିପାରିବି।

102 ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫରେି ନାହିଁ, କାରଣ ତୁମ୍ଭେ ନିଜେ ମାେତେ ଶିକ୍ଷା ଦଇେଅଛ।

103 ତୁମ୍ଭର ପ୍ରତିଜ୍ଞା ସର୍ବଦା ମାେ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।

104 ତୁମ୍ଭର ଶିକ୍ଷା ମାେତେ ବୁଦ୍ଧିମାନ କରେ। ତଣେୁ ମୁଁ ସବୁ ମିଥ୍ଯା ଶିକ୍ଷାକୁ ଘୃଣା କରେ।

105 ସଦାପ୍ରଭୁ ତୁମ୍ଭର ବାକ୍ଯ ମାରେ ପାପ ପାଇଁ ବତୀ ସଦୃଶ, ଓ ମାରେ ପଥ ପାଇଁ ଆ ଲୋକ ଅଟେ।

106 ତୁମ୍ଭର ବିଚାର ଉତ୍ତମ ଏବଂ ମୁଁ ତାହାସବୁ ମାନିବା ପାଇଁ ଶପଥ କରେ।

107 ହେ ସଦାପ୍ରଭୁ, ମୁଁ ବହୁତ ୟନ୍ତ୍ରଣା ଭୋଗି ଅଛି। ଦୟାପୂର୍ବକ ମାେତେ ନିର୍ଦ୍ଦେଶ ଦିଅ ଓ ମାେତେ ଆଉଥରେ ବଞ୍ଚିବାକୁ ଦିଅ।

108 ସଦାପ୍ରଭୁ, ମାରେ ପ୍ରଶଂସା ଗ୍ରହଣ କର। ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।

109 ମାେ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ, କିନ୍ତୁ ମୁଁ ଏବେ ପର୍ୟ୍ଯନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ ହାଇେ ନାହିଁ।

110 ଦୁଷ୍ଟ ଲୋକମାନେ ସର୍ବଦା ମାେତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦଶେ କବେେ ଅବମାନନା କରି ନାହିଁ।

111 ସଦାପ୍ରଭୁ ମୁଁ ତୁମ୍ଭର ନିଯମକୁ ସବୁଦିନ ଦଖାଇବୋକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମାେତେ ବହୁ ଆନନ୍ଦ ଦିଏ।

112 ତୁମ୍ଭର ନିଯମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି, ତାହା ମାରେ ପୁରସ୍କାର ହବେ।

113 ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।

114 ତୁମ୍ଭେ ହେଉଛ ମାରେ ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ଯକ୍ତି। ମୁଁ ତୁମ୍ଭ ବାକ୍ଯରେ ସର୍ବଦା ଭରସା କରେ।

115 ମନ୍ଦ ଲୋକମାନେ, ମାେ ନିକଟକୁ ଆସନ୍ତି ନାହିଁ, ୟପରେିକି ମୁଁ ମାରେ ପରମେଶ୍ବରଙ୍କର ଆଜ୍ଞାମାନ ପାଳନ କରିପାରିବି।

116 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ମନୋନୀତ କଲ, ୟପରେି ମୁଁ ବଞ୍ଚିପାରିବି। ମୁଁ ତୁମ୍ଭ ଉପରେ ଭରସା ରେଖ, ମାେତେ ହତୋତ୍ସାହ କର ନାହିଁ।

117 ମାେତେ ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହବେି। ମୁଁ ସର୍ବଦା ତୁମ୍ଭର ନିଯମ ମାନିବି।

118 ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ଯବସ୍ଥାରୁ ଦୂରଇେ ୟାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ। କାରଣ ସମାନେେ ମିଥ୍ଯାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।

119 ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ। ୟପରେି ମୁଁ ତୁମ୍ଭର ନିଯମକୁ ସ୍ନହେ କରିବି।

120 ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।

121 ମୁଁ ନ୍ଯାଯ ଓ ଧର୍ମାଚରଣ କରିଅଛି। ହେ ସଦାପ୍ରଭୁ, ଉପଦ୍ରବ କରୁଥିବା ଲୋକମାନଙ୍କ ହସ୍ତରେ ମାେତେ ସମର୍ପଣ କରିନାହଁ।

122 ମାେତେ ସାହାୟ୍ଯ କରିବାକୁ ପ୍ରତିଜ୍ଞା କର। ମୁଁ ତୁମ୍ଭର ସବେକ। ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମାେ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।

123 ସଦାପ୍ରଭୁ ତୁମ୍ଭର ବିଶ୍ବସ୍ତ ପ୍ରତିଜ୍ଞା ସତ୍ଯ ହବୋକୁ, ତୁମ୍ଭର ପରିତ୍ରାଣ ପଥକୁ ଚାହିଁ ଚାହିଁ ମାରେ ଚକ୍ଷୁ କ୍ଷୀଣ ହାଇୟୋଏ।

124 ମୁଁ ତୁମ୍ଭର ସବେକ ଅଟେ। ମାେ ପ୍ରତି ତୁମ୍ଭର ପ୍ରମେ ଦଖାେଅ। ତୁମ୍ଭର ବ୍ଯବସ୍ଥାମାନ ଶିଖାଅ।

125 ମୁଁ ତୁମ୍ଭର ଦାସ, ତୁମ୍ଭର ବ୍ଯବସ୍ଥାସବୁ ବୁଝିବାରେ ମାେତେ ସାହାୟ୍ଯ କର।

126 ହେ ସଦାପଭ୍ରୁ, ତୁମ୍ଭର କାର୍ୟ୍ଯ କରିବାର ସମୟ ଏହି। କାରଣ ଲୋକମାନେ ତୁମ୍ଭ ନିଯମ ଭାଙ୍ଗିଛନ୍ତି।

127 ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।

128 ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ। ମୁଁ ମିଥ୍ଯା ଉପଦେଶକୁ ଘୃଣା କରେ।

129 ସଦାପ୍ରଭୁ ତୁମ୍ଭର ବାକ୍ଯସକଳ ଆଶ୍ଚର୍ୟ୍ଯଜନକ ଅଟେ। ସେଥିପାଇଁ ମୁଁ ତାହା ଅନୁସରଣ କରେ।

130 ତୁମ୍ଭର କଥାର ବିସ୍ତାରତା ମସ୍ତକର ଆ ଲୋକ ପ୍ରଦାନ କରେ। ଏପରି ଏହା ମୂର୍ଖ ଲୋକମାନଙ୍କୁ ମଧ୍ଯ ବୁଦ୍ଧିମାନ କରେ।

131 ହେ ସଦାପ୍ରଭୁ, ମୁଁ ତୁମ୍ଭର ସମସ୍ତ ନିର୍ଦ୍ଦେଶ ଶିକ୍ଷା କରିବାକୁ ଚା ହେଁ। ମୁଁ ସେସବୁ ପାଇଁ ର୍ଧୈୟ୍ଯଶୀଳ ହାଇେ ଅପେକ୍ଷା କରୁଅଛି, ମୁଁ ପ୍ରାଯ ନିଶ୍ବାସ ଅପ୍ରଚଳିତ।

132 ହେ ପରମେଶ୍ବର, ମାେତେ ଦେଖ ଓ ମାେ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ୟାହା କରିବା ଉଚିତ୍ ତାହା କର।

133 ହେ ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ପରିଚାଳିତ କର। ମାେ ପ୍ରତି କୌଣସି ଅଘଟଣ ଘଟିବାକୁ ଦିଅ ନାହିଁ।

134 ହେ ସଦାପ୍ରଭୁ, ଯେଉଁମାନେ ମାେତେ ଆହତ କରନ୍ତି ସମାନଙ୍କେଠାରୁ ମାେତେ ରକ୍ଷା କର ୟପରେିକି ମୁଁ ତୁମ୍ଭର ନିର୍ଦ୍ଦଶେ ସକଳ ମାନିବି।

135 ହେ ସଦାପ୍ରଭୁ, ତୁମ୍ଭର ଦାସକୁ ଗ୍ରହଣ କର। ଏବଂ ତୁମ୍ଭର ବ୍ଯବସ୍ଥାମାନ ମାେତେ ଶିକ୍ଷା ଦିଅ।

136 ମାେ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ଯବସ୍ଥାମାନ ପାଳନ କରୁ ନାହାଁନ୍ତି।

137 ହେ ସଦାପ୍ରଭୁ, ତୁମ୍ଭେ ଧାର୍ମିକ ଅଟ। ଏଂ ତୁମ୍ଭର ନିଯମ ସବୁ ଧର୍ମମଯ।

138 ତୁମ୍ଭେ ଆପଣା ନିଯମ ଦଇେଅଛ। ସଗେୁଡ଼ିକ ଧର୍ମମଯ ଓ ଆମ୍ଭେ ତା'ଉପରେ ସମ୍ପୂର୍ଣ୍ଣରୂପେ ଭରସା କରିପାରିବୁ।

139 ମାରେ ଦୃଢ଼ ଅନୁଭବ ମାେତେ ଗ୍ରାସ କରିଅଛି। ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି। କାରଣ ମାରେ ଶତ୍ରୁଗଣ ତୁମ୍ଭର ବାକ୍ଯସବୁ ପାଶୋରି ୟାଇଛନ୍ତି।

140 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ପରୀକ୍ଷା ହାଇେଅଛି ଏବଂ ବିଶ୍ବସ୍ତ ବାହାରିଲା, ମୁଁ ତୁମ୍ଭର ଦାସ, ଏହାକୁ ଭଲ ପାଏ।

141 ମୁଁ ଗୁରୁତ୍ବପୂର୍ଣ୍ଣ ନୁହେଁ ଏବଂ ଲୋକମାନେ ମାେତେ ସମ୍ମାନ କରନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଭୁଲି ନାହିଁ।

142 ହେ ସଦାପ୍ରଭୁ, ତୁମ୍ଭର ଧାର୍ମିକତା ଅନନ୍ତକାଳସ୍ଥାଯୀ। ତୁମ୍ଭର ବ୍ଯବସ୍ଥାସବୁକୁ ଭରସା କରାୟାଇ ପାରିବ।

143 କ୍ଲେଶ ଓ ୟନ୍ତ୍ରଣା ମାେ ଉପରେ ଆସିଅଛି। କିନ୍ତୁ ମୁଁ ତୁମ୍ଭର ଆଜ୍ଞାରେ ଆନନ୍ଦିତ ହୁଏ।

144 ସଦାପ୍ରଭୁ, ତୁମ୍ଭର ପ୍ରମାଣ ବାକ୍ଯଗୁଡ଼ିକ ଚିରକାଳ ଉତ୍ତମ। ତାହାସବୁ ବୁଝିବାରେ ସହାୟ ହୁଅ, ୟପରେିକି ମୁଁ ବଞ୍ଚିପାରିବି।

145 ହେ ସଦାପ୍ରଭୁ, ମୁଁ ହୃଦଯ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ। ମାେତେ ଉତ୍ତର ଦିଅ !ମୁଁ ତୁମ୍ଭର ନିଯମସବୁ ଅନୁସରଣ କରିବି।

146 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡ଼ାକ ପକାଉଛି, ମାେତେ ରକ୍ଷା କର, ଏବଂ ମୁଁ ତୁମ୍ଭର ବାକ୍ଯ ଅନୁସରଣ କରିବି।

147 ମୁଁ ପ୍ରଭାତରୁ ଉଠିଲି ଏବଂ ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୁଁ ତୁମ୍ଭ ବାକ୍ଯରେ ଭରସା କରେ।

148 ମୁଁ ତୁମ୍ଭର ପ୍ରତିଜ୍ଞା ଧ୍ଯାନ କରିବା ପାଇଁ ରାତ୍ରି ଉଜାଗର ରହିଲି।

149 ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ସହକାରେ ମାରେ ପ୍ରାର୍ଥନା ଶୁଣ। ତୁମ୍ଭ ଶାସନ ଦ୍ବାରା ମାେତେ ବଞ୍ଚିବାକୁ ଦିଅ।

150 ମନ୍ଦ ଯୋଜନା ସହିତ ଲୋକମାନେ ମାେତେ ଆକ୍ରମଣ କରିବା ପାଇଁ ମାେ ପାଖକୁ ଆସନ୍ତି। ସମାନେେ ତୁମ୍ଭର ଶିକ୍ଷାଠାରୁ ବହୁ ଦୂରରେ।

151 ହେ ସଦାପ୍ରଭୁ, ତୁମ୍ଭେ ମାରେ ନିକଟବର୍ତ୍ତୀ। ତୁମ୍ଭର ଆଦେଶ ସକଳ ଭରସା ୟୋଗ୍ଯ।

152 ବହୁତ ଦିନ ପୂର୍ବରୁ ମୁଁ ଜାଣେ ୟେ, ତୁମ୍ଭର ଶାସନ ଅଛି। ମୁଁ ଜାଣେ ୟେ, ତୁମ୍ଭେ ସମାନଙ୍କେୁ ଅନନ୍ତକାଳ ପାଇଁ ଶଷେ କରିପକାଇଲ।

153 ହେ ସଦାପ୍ରଭୁ, ମାରେ ୟନ୍ତ୍ରଣାକୁ ଦେଖ ଓ ମାେତେ ଉଦ୍ଧାର କର। କାରଣ ମୁଁ ତୁମ୍ଭର ଶିକ୍ଷାମାନ ଭୁଲି ନାହିଁ।

154 ହେ ସଦାପ୍ରଭୁ, ତୁମ୍ଭେ ମାେ ପାଇଁ ନିଷ୍ପତ୍ତି କର ଏବଂ ମାେତେ ରକ୍ଷା କର। ତୁମ୍ଭର ପ୍ରତିଜ୍ଞାନୁସାରେ ମାେତେ ବଞ୍ଚିବାକୁ ଦିଅ।

155 ଦୁଷ୍ଟଗଣ କବେେ ବିଜଯୀ ହବେେ ନାହିଁ। କାରଣ ସମାନେେ ତୁମ୍ଭର ବ୍ଯବସ୍ଥା ଅନୁସରଣ କରନ୍ତି ନାହିଁ।

156 ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଦୟାଳୁ। ତୁମ୍ଭର ଶାସନ ନିଯମାନୁସାରେ କାମ କର ଓ ମାେତେ ବଞ୍ଚିବାକୁ ଦିଅ।

157 ମାେତେ କଷ୍ଟ ଦବୋକୁ ଚେଷ୍ଟା କରନ୍ତି, ସହେିପରି ମାରେ ବହୁତ ଶତ୍ରୁ ଅଛନ୍ତି, କିନ୍ତୁ ମୁଁ ତୁମ୍ଭର ବାକ୍ଯରୁ ବିଚ୍ଯୁତ ହାଇେ ନାହିଁ।

158 ମୁଁ ବିଶ୍ବାସଘାତକମାନଙ୍କୁ ଦେଖେ। ସମାନେେ ତୁମ୍ଭର ବାକ୍ଯ ମାନନ୍ତି ନାହିଁ। ମୁଁ ସମାନଙ୍କେୁ ଘୃଣାକରେ।

159 ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେତେ ବଞ୍ଚିବାକୁ ଦିଅ।

160 ଆରମ୍ଭରୁ ତୁମ୍ଭର ସମୁଦାଯ ବାକ୍ଯ ଭରସା ୟୋଗ୍ଯ ଓ ତୁମ୍ଭର ସବୁ ଧର୍ମମଯ ବ୍ଯବସ୍ଥା ନିତ୍ଯସ୍ଥାଯୀ ପାଇଁ ସୁନ୍ଦର ହାଇେ ରହିବ।

161 ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମାେତେ ଆକ୍ରମଣ କରନ୍ତି। କିନ୍ତୁ ମୁଁ କବଳେ ତୁମ୍ଭର ବାକ୍ଯକୁ ଭୟ ଓ ସମ୍ମାନ କରେ।

162 ତୁମ୍ଭର ପ୍ରତିଜ୍ଞା ମାେତେ ଆନନ୍ଦ ଦିଏ, ୟପରେି ଜଣେ ବ୍ଯକ୍ତି ବହୁତ ଲୁଟ୍ଧନ ପାଇବା ପରେ ଖୁସି ହୁଏ।

163 ମୁଁ ମିଥ୍ଯାକୁ ଘୃଣା କରେ ଓ ଏହାକୁ ଅଶ୍ରଦ୍ଧା କରେ। ମାତ୍ର ମୁଁ ତୁମ୍ଭ ଶିକ୍ଷାସବୁ ସ୍ନହେ କରେ।

164 ତୁମ୍ଭର ୟଥାର୍ଥ ବିଚାର ପାଇଁ, ମୁଁ ଦିନରେ ସାତଥର ତୁମ୍ଭର ପ୍ରଶଂସା କରେ।

165 ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।

166 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଚାହିଁ ଅଛି, ମାେତେ ରକ୍ଷା କର। ମୁଁ ତୁମ୍ଭର ଆଦେଶସବୁ ପାଳନ କଲି।

167 ମୁଁ ତୁମ୍ଭର ବାକ୍ଯକୁ ଅନୁସରଣ କରିଅଛି। ଏବଂ ସଗେୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।

168 ମୁଁ ତୁମ୍ଭର ନିଯମ ଓ ନିର୍ଦ୍ଦେଶ ପାଳନ କରିଅଛି। ତୁମ୍ଭେ ସବୁ ଜାଣ, ୟାହା ମୁଁ କରିଅଛି।

169 ହେ ସଦାପ୍ରଭୁ, ମାରେ ସାହାୟ୍ଯ ପାଇଁ କାକୂକ୍ତି ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ବୁଦ୍ଧିମାନ କର।

170 ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ରକ୍ଷା କର।

171 ମୁଁ ତୁମ୍ଭର ପ୍ରଶଂସା ଗାନ କରିବି। କାରଣ ତୁମ୍ଭେ ଆପଣା ବ୍ଯବସ୍ଥାମାନ ମାେତେ ଶିଖାଇ ଅଛ।

172 ସଦାପ୍ରଭୁ ମୁଁ ତୁମ୍ଭର ପ୍ରତିଜ୍ଞା ବିଷଯରେ ଗାନ କରିବି। କାରଣ ତୁମ୍ଭର ବ୍ଯବସ୍ଥାମାନ ଉତ୍ତମ।

173 ତୁମ୍ଭର ନିର୍ଦ୍ଦେଶ ଗୁଡ଼ିକୁ ମାନିବା ପାଇଁ ମୁଁ ମନୋନୀତ କରିଅଛି। ତଣେୁ ମାରେ ସାହାୟ୍ଯ ପାଇଁ ବାହାରି ଆସ।

174 ହେ ସଦାପ୍ରଭୁ, ମୁଁ ଚା ହେଁ ତୁମ୍ଭେ ମାେତେ ରକ୍ଷା କର। ତୁମ୍ଭର ଶିକ୍ଷାସବୁ ମାେତେ ଉଲ୍ଲାସ ପ୍ରଦାନ କରେ।

175 ମାେତେ ବଞ୍ଚିବାକୁ ଦିଅ, ୟପରେିକି ମୁଁ ତୁମ୍ଭକୁ ପ୍ରଶଂସା କରିପାରେ। ତୁମ୍ଭର ବ୍ଯବସ୍ଥା ମାରେ ସହାୟ ହେଉ।

176 ମୁଁ ହଜି ୟାଇଥିବା ମଷେପରି, ଏଣତେଣେେ ବୁଲୁଅଛି, ହେ ସଦାପ୍ରଭୁ, ଆପଣା ଦାସକୁ ଖାଜେ। କାରଣ ମୁଁ ତୁମ୍ଭର ଆଜ୍ଞା ସକଳ ପାଶାରେି ନାହିଁ।

Psalm 119 Verses

Psalm 119:1Psalm 119:2Psalm 119:3Psalm 119:4Psalm 119:5Psalm 119:6Psalm 119:7Psalm 119:8Psalm 119:9Psalm 119:10Psalm 119:11Psalm 119:12Psalm 119:13Psalm 119:14Psalm 119:15Psalm 119:16Psalm 119:17Psalm 119:18Psalm 119:19Psalm 119:20Psalm 119:21Psalm 119:22Psalm 119:23Psalm 119:24Psalm 119:25Psalm 119:26Psalm 119:27Psalm 119:28Psalm 119:29Psalm 119:30Psalm 119:31Psalm 119:32Psalm 119:33Psalm 119:34Psalm 119:35Psalm 119:36Psalm 119:37Psalm 119:38Psalm 119:39Psalm 119:40Psalm 119:41Psalm 119:42Psalm 119:43Psalm 119:44Psalm 119:45Psalm 119:46Psalm 119:47Psalm 119:48Psalm 119:49Psalm 119:50Psalm 119:51Psalm 119:52Psalm 119:53Psalm 119:54Psalm 119:55Psalm 119:56Psalm 119:57Psalm 119:58Psalm 119:59Psalm 119:60Psalm 119:61Psalm 119:62Psalm 119:63Psalm 119:64Psalm 119:65Psalm 119:66Psalm 119:67Psalm 119:68Psalm 119:69Psalm 119:70Psalm 119:71Psalm 119:72Psalm 119:73Psalm 119:74Psalm 119:75Psalm 119:76Psalm 119:77Psalm 119:78Psalm 119:79Psalm 119:80Psalm 119:81Psalm 119:82Psalm 119:83Psalm 119:84Psalm 119:85Psalm 119:86Psalm 119:87Psalm 119:88Psalm 119:89Psalm 119:90Psalm 119:91Psalm 119:92Psalm 119:93Psalm 119:94Psalm 119:95Psalm 119:96Psalm 119:97Psalm 119:98Psalm 119:99Psalm 119:100Psalm 119:101Psalm 119:102Psalm 119:103Psalm 119:104Psalm 119:105Psalm 119:106Psalm 119:107Psalm 119:108Psalm 119:109Psalm 119:110Psalm 119:111Psalm 119:112Psalm 119:113Psalm 119:114Psalm 119:115Psalm 119:116Psalm 119:117Psalm 119:118Psalm 119:119Psalm 119:120Psalm 119:121Psalm 119:122Psalm 119:123Psalm 119:124Psalm 119:125Psalm 119:126Psalm 119:127Psalm 119:128Psalm 119:129Psalm 119:130Psalm 119:131Psalm 119:132Psalm 119:133Psalm 119:134Psalm 119:135Psalm 119:136Psalm 119:137Psalm 119:138Psalm 119:139Psalm 119:140Psalm 119:141Psalm 119:142Psalm 119:143Psalm 119:144Psalm 119:145Psalm 119:146Psalm 119:147Psalm 119:148Psalm 119:149Psalm 119:150Psalm 119:151Psalm 119:152Psalm 119:153Psalm 119:154Psalm 119:155Psalm 119:156Psalm 119:157Psalm 119:158Psalm 119:159Psalm 119:160Psalm 119:161Psalm 119:162Psalm 119:163Psalm 119:164Psalm 119:165Psalm 119:166Psalm 119:167Psalm 119:168Psalm 119:169Psalm 119:170Psalm 119:171Psalm 119:172Psalm 119:173Psalm 119:174Psalm 119:175Psalm 119:176

Oriya Bible