Romans 14:13 ତା ହେଲେ ଆମ୍ଭେ ଏକା ରକେକୁ ଦୋଷ ଦବୋ ବନ୍ଦ କରିବା ଉଚିତ। ଆମ୍ଭେ ଏପରି ସଂକଳ୍ପ ନବୋ ଦରକାର, ଯେପରି ଆମ୍ଭର କାର୍ୟ୍ଯ ଦ୍ବାରା ନିଜ ଭାଇ କି ଭଉଣୀ ପାପରେ ପଡିବେ ନାହିଁ।
Romans 14:13 in Other Translations
King James Version (KJV) Let us not therefore judge one another any more: but judge this rather, that no man put a stumblingblock or an occasion to fall in his brother's way.
American Standard Version (ASV) Let us not therefore judge one another any more: but judge ye this rather, that no man put a stumblingblock in his brother's way, or an occasion of falling.
Bible in Basic English (BBE) Then let us not be judges of one another any longer: but keep this in mind, that no man is to make it hard for his brother, or give him cause for doubting.
Darby English Bible (DBY) Let us no longer therefore judge one another; but judge ye this rather, not to put a stumbling-block or a fall-trap before his brother.
World English Bible (WEB) Therefore let's not judge one another any more, but judge this rather, that no man put a stumbling block in his brother's way, or an occasion for falling.
Young's Literal Translation (YLT) no longer, therefore, may we judge one another, but this judge ye rather, not to put a stumbling-stone before the brother, or an offence.
not any more:
Μηκέτι
mēketi
may-KAY-tee
therefore
οὖν
oun
oon
one another
ἀλλήλους
allēlōn
al-LAY-lone
Let us judge
κρίνωμεν·
krinō
KREE-noh
but
ἀλλὰ
alla
al-LA
this
τοῦτο
touto
TOO-toh
judge
κρίνατε
krinō
KREE-noh
rather,
μᾶλλον
mallon
MAHL-lone
that
τὸ
ho
oh
no man
μὴ
mē
may
put in
τιθέναι
tithēmi
TEE-thay-mee
a stumblingblock
πρόσκομμα
proskomma
PROSE-kome-ma
τῷ
ho
oh
brother's way.
ἀδελφῷ
adelphos
ah-thale-FOSE
or
ἢ
ē
ay
an occasion to fall
σκάνδαλον
skandalon
SKAHN-tha-lone
Read Full Chapter :
Romans 14
Cross Reference
ଲୂକଲିଖିତ ସୁସମାଚାର 12:57
ଯାହା ଠିକ୍, ତାହା ତୁମ୍ଭମାନେେ ନିଜେ ନିଷ୍ପତ୍ତି କରି ପାରୁନାହଁ କାହିଁକି?
ଯାକୁବଙ୍କ ପତ୍ 4:11
ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।
ମାଥିଉଲିଖିତ ସୁସମାଚାର 7:1
ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:32
ଏଭଳି କୌଣସି କାମ କର ନାହିଁ, ଯାହା ଦ୍ବାରା ୟିହୁଦୀ ବା ଅଣୟିହୁଦୀ ଲୋକେ ବା ପରମେଶ୍ବରଙ୍କ ମଣ୍ଡଳୀ ବାଧା ପାଇବେ।
ଲୂକଲିଖିତ ସୁସମାଚାର 17:2
ଯେଉଁଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ଯରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହବେ। ବକରେେ ପଥର ବାନ୍ଧି ସମୁଦ୍ର ରେ ବୁଡି ମରିବା ତା ପକ୍ଷ ରେ ଭଲ ହବେ।
ଯାକୁବଙ୍କ ପତ୍ 2:4
ତୁମ୍ଭେ ଏ କ'ଣ କରୁଛ ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:3
ଆମ୍ଭ କାମ ରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଚା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ଯା ସୃଷ୍ଟି କରିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:4
ତୁମ୍ଭେ ଅନ୍ୟ ଲୋକର ଚ୍ଭାକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କବଳେ ଜାଣି ପା ରେ ଯେ ଚ୍ଭାକରଟି ଭଲ କି ମନ୍ଦ। ଏବଂ ପରମେଶ୍ବରଙ୍କ ସବେକ ମାନେ ଯୋଗ୍ଯ, କାରଣ ପରମେଶ୍ବର ସମାନଙ୍କେୁ ଯୋଗ୍ଯ ବିବଚେିତ କରିଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:10
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8:9
କିନ୍ତୁ ନିଜର ସ୍ବାଧୀନତା ବିଷୟ ରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ବାଧୀନତା, ଦୁର୍ବଳ ବିଶ୍ବାସୀମାନଙ୍କୁ ପାପରେ ନ ପକାଉ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:13
ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ବରଙ୍କୁ ପ୍ରାର୍ଥନା କରିବା କ'ଣ ଉଚିତ୍ କି ? ଏହା ତୁମ୍ଭମାନେେ ନିଜେ ନିର୍ଣ୍ଣୟ କର।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:14
ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।
ଲେବୀୟ ପୁସ୍ତକ 19:14
ତୁମ୍ଭେ ବଧିରକୁ ଅଭିଶାପ ଦବନୋହିଁ ଓ ଅନ୍ଧ ଆଗ ରେ ଝୁଣ୍ଟିବାର ବସ୍ତ୍ର ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ବରଙ୍କର ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:14
ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।
ଯୋହନଙ୍କ ପ୍ରଥମ ପତ୍ର 2:10
ନିଜ ଭାଇକୁ ପ୍ ରମେ କରୁଥିବା ବ୍ଯକ୍ତି ଆଲୋକରେ ବାସ କରୁଥାଏ ଏବଂ ତା'ଠା ରେ ଭୁଲ କାମ କରିବାର କୌଣସି କାରଣ ନ ଥାଏ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:14
ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:10
ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ ;
ଦିତୀୟ ଶାମୁୟେଲ 12:14
କିନ୍ତୁ ତୁମ୍ଭେ ଏହି କକ୍ସ୍ଟକର୍ମ କରି ସଦାପ୍ରଭୁଙ୍କୁ ବହକ୍ସ୍ଟତ ଅସମ୍ମାନ ଦଖାଇେଅଛ। ତେଣୁ ଜନ୍ମ କରୁଥିବା ପକ୍ସ୍ଟତ୍ରଗଣ ନିଶ୍ଚଯ ମରିବ।
ଯିଶାଇୟ 57:14
ପୁଣି ସେ କହିବେ, ଉଚ୍ଚତର, ଉଚ୍ଚତର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।
ଯିହିଜିକଲ 14:3
ହେ ମନୁଷ୍ଯ ପୁତ୍ର ; ଏହି ଲୋକମାନେ ସମାନଙ୍କେର ହୃଦଯ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଦଇେଅଛନ୍ତି ଏବଂ ସମାନଙ୍କେ ପାପ ସମାନଙ୍କେ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସମାନଙ୍କେୁ କାହିଁକି ମାେତେ ଅନୁସନ୍ଧାନ କରିବାକୁ ଅନୁମତି ଦବେି ?
ମାଥିଉଲିଖିତ ସୁସମାଚାର 16:23
ଯୀଶୁ ବୁଲିପଡି ପିତରଙ୍କୁ କହିଲେ, ଶୟତାନ! ମାେ ପାଖରୁ ଚାଲିଯାଅ। ତୁମ୍ଭେ ମାେ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ବରଙ୍କ ନିୟମକୁ ଖାତିର୍ କରୁନାହଁ। ଲୋକମାନେ ଯାହାକୁ ସହତ୍ତ୍ବପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଭାବୁଛ।
ମାଥିଉଲିଖିତ ସୁସମାଚାର 18:7
ଏହି ପୃଥିବୀ ରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ। କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:32
କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:9
ଦାଉଦ କୁହନ୍ତି:
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:17
ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।