Romans 2:16 ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।
Romans 2:16 in Other Translations
King James Version (KJV) In the day when God shall judge the secrets of men by Jesus Christ according to my gospel.
American Standard Version (ASV) in the day when God shall judge the secrets of men, according to my gospel, by Jesus Christ.
Bible in Basic English (BBE) In the day when God will be a judge of the secrets of men, as it says in the good news of which I am a preacher, through Jesus Christ.
Darby English Bible (DBY) in [the] day when God shall judge the secrets of men, according to my glad tidings, by Jesus Christ.
World English Bible (WEB) in the day when God will judge the secrets of men, according to my Gospel, by Jesus Christ.
Young's Literal Translation (YLT) in the day when God shall judge the secrets of men, according to my good news, through Jesus Christ.
In
ἐν
en
ane
the day
ἡμέρᾳ
hēmera
ay-MAY-ra
when
ὅτε
hote
OH-tay
shall judge
κρίνει
krinō
KREE-noh
ὁ
ho
oh
God
θεὸς
theos
thay-OSE
the
τὰ
ho
oh
secrets
κρυπτὰ
kryptos
kryoo-PTOSE
τῶν
ho
oh
of men
ἀνθρώπων
anthrōpos
AN-throh-pose
according to
κατὰ
kata
ka-TA
τὸ
ho
oh
gospel.
εὐαγγέλιόν
euangelion
ave-ang-GAY-lee-one
my
μου
mou
moo
by
διὰ
dia
thee-AH
Jesus
Ἰησοῦ
iēsous
ee-ay-SOOS
Christ
Χριστοῦ
christos
hree-STOSE
Read Full Chapter :
Romans 2
Cross Reference
ଉପଦେଶକ 12:14
ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:25
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:42
ଯୀଶୁ ଆମ୍ଭମାନଙ୍କୁ ଲୋକମାନଙ୍କ ପାଖ ରେ ସୁସମାଚ଼ାର ପ୍ରଚ଼ାର କରିବାପାଇଁ ଆଦେଶ ଦେଲେ। ପୁଣି ଜୀବିତ ଓ ମୃତମାନଙ୍କର ବିଚ଼ାରକ ହବୋ ନିମନ୍ତେ କବଳେ ଏକମାତ୍ର ସେ ଯେ ନିୟୁକ୍ତି ପାଇଛନ୍ତି, ଏହାର ସାକ୍ଷ୍ଯ ଦବୋପାଇଁ ମଧ୍ଯ କହିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:31
ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:11
ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:8
ଯୀଶୁଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ298 ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ଯୁପରେ ପୁନଃ ଜୀବିତ ହାଇେଉଠିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:6
ନା! ଯଦି ପରମେଶ୍ବର ଆମ୍ଭକୁ ଦଣ୍ଡ ଦଇେ ପାରିବେ ନାହିଁ, ତା ହେଲେ ସେ ସଂସାରର ବିଚ଼ାର କରି ପାରିବେ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:10
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।
ଯୋହନଲିଖିତ ସୁସମାଚାର 5:22
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:1
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:10
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:11
ଭାଇମାନେ! ମୁଁ କହି ଦବୋକୁ ଚା ହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଚାର ଶୁଣାଇଲି ତାହା ମନୁଷ୍ଯକୃତ ନୁର୍ ହେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
ଆଦି ପୁସ୍ତକ 18:25
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।
ପିତରଙ୍କ ପ୍ରଥମ ପତ୍ 4:5
ଅତଏବ ସମାନେେ ତୁମ୍ଭ ବିଷୟ ରେ ମନ୍ଦକଥା କହୁଛନ୍ତି। କିନ୍ତୁ ସମାନଙ୍କେୁ ସମାନଙ୍କେ କୃତ କର୍ମ ଲାଗି ଉତ୍ତର ଦବୋକୁ ହବେ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଚାର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସମାନଙ୍କେୁ ସମସ୍ତ କର୍ମର ହିସାବ ଦବୋକୁ ହବେ।
ପିତରଙ୍କ ଦିତୀୟ ପତ୍ର 2:9
ପରମେଶ୍ବର ଏହି ସମସ୍ତ କାର୍ୟ୍ଯ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସବୋ କରୁଛନ୍ତି, ପ୍ରଭୁ ସର୍ବଦା ସମାନଙ୍କେୁ ରକ୍ଷା କରିବେ। ସମସ୍ଯା ରେ ପଡ଼ିଥିଲା ବେଳେ ସେ ସମାନଙ୍କେୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଚାର ଦିନ ରେ ଦଣ୍ଡ ଦବେେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:27
ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।
ଗୀତସଂହିତା 9:7
କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ଯମାନ, ସେ ତାଙ୍କର ରାଜ୍ଯକୁ ଶକ୍ତିଶାଳୀ କରନ୍ତି। ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
ଗୀତସଂହିତା 50:6
ପରମେଶ୍ବର ହେଉଛନ୍ତି ବିଚାରକର୍ତ୍ତା। ସ୍ବର୍ଗ ତାଙ୍କର ନ୍ଯାଯ ପ୍ରିଯତାକୁ ବର୍ଣ୍ଣନା କରେ।
ଗୀତସଂହିତା 96:13
ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।
ଗୀତସଂହିତା 98:9
ନଦନଦୀଗଣ କରତାଳି ଦିଅ !ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର। [10] ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଚାର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଚାର ଓ ନ୍ଯାଯ କରିବେ।
ଉପଦେଶକ 3:17
ମୁଁ ମନେ ମନେ କହିଲି: ପରମେଶ୍ବର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ। କାରଣ ପ୍ରେତ୍ୟକକ କାର୍ୟ୍ଯ ପାଇଁ ସମୟ ଅଛି।
ଉପଦେଶକ 11:9
ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।
ମାଥିଉଲିଖିତ ସୁସମାଚାର 16:27
ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।
ମାଥିଉଲିଖିତ ସୁସମାଚାର 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
ଲୂକଲିଖିତ ସୁସମାଚାର 8:17
ପ୍ରେତ୍ୟକକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହବେ ଓ ପ୍ରକାଶ୍ଯକୁ ଅଣାୟିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାୟିବ ନାହିଁ, ଜ୍ଞାତ ହବେ ନାହିଁ ଓ ପ୍ରକାଶ୍ଯକୁ ଅଣା ୟିବ ନାହିଁ।
ଯୋହନଲିଖିତ ସୁସମାଚାର 12:48
ଜଣେ ବିଚାରକ ଅଛନ୍ତି. ୟିଏ ବିଚାର କରିବେ କି, କେଉଁ ଲୋକ ମାେତେ ବିଶ୍ବାସ କରୁନାହିଁ ଓ ମାେ କଥା ଗ୍ରହଣ କରୁନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦଇେଛି, ତାହା ଦ୍ବାରା ସହେି ଲୋକ ଶଷେ ଦିନ ରେ ବିଚାର ହବେ।