Zechariah 2:13 ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।
Zechariah 2:13 in Other Translations
King James Version (KJV) Be silent, O all flesh, before the LORD: for he is raised up out of his holy habitation.
American Standard Version (ASV) Be silent, all flesh, before Jehovah; for he is waked up out of his holy habitation.
Bible in Basic English (BBE) For at the shaking of my hand over them, their goods will be taken by those who were their servants: and you will see that the Lord of armies has sent me.
Darby English Bible (DBY) Let all flesh be silent before Jehovah; for he is risen up out of his holy habitation.
World English Bible (WEB) Be silent, all flesh, before Yahweh; for he has roused himself from his holy habitation!"
Young's Literal Translation (YLT) Hush, all flesh, because of Jehovah, For He hath been roused up from His holy habitation!'
Read Full Chapter :
Zechariah 2
Cross Reference
ହବକକୂକ 2:20
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିର ରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହବେ ଓ ସଦାପ୍ରଭୁଙ୍କ ସମ୍ମାନ ଜଣାଇବ।
ଗୀତସଂହିତା 68:5
ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ବର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
ଗୀତସଂହିତା 78:65
ଶଷେରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି ଓ ଅତ୍ଯଧିକ ମଦିରା ହତେୁ ହର୍ଷନାଦକାରୀ ବୀର ପରି ଉଠିଲେ।
ଯିଶାଇୟ 26:20
ହେ ମାରେ ଲୋକମାନେ, ତୁମ୍ଭମାନେେ ଅନ୍ତରାଳଯ ରେ ପ୍ରବେଶ କରି ଦ୍ବାର ରୁଦ୍ଧ କର। ପରମେଶ୍ବରଙ୍କ କୋର୍ଧ ଶାନ୍ତ ହବୋ ପର୍ୟ୍ଯନ୍ତ ଅଳ୍ପସମୟ ନିଜକୁ ଲୁଚାଅ।
ଦିତୀୟ ବିବରଣ 26:15
ତୁମ୍ଭେ ଆପଣା ପବିତ୍ର ନିବାସ ସ୍ବର୍ଗରକ୍ସ୍ଟ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇଶ୍ରାୟେଲକକ୍ସ୍ଟ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନକ୍ସ୍ଟସା ରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦଇେଅଛ, ସହେି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶକକ୍ସ୍ଟ ଆଶୀର୍ବାଦ କର।'
ସିଫନିୟ 1:7
ତୁମ୍ଭେ ସଦାପ୍ରଭୁ ମାରେ ପ୍ରଭୁଙ୍କ ସମ୍ମୁଖ ରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦବୋପାଇଁ ସଦାପ୍ରଭୁଙ୍କ ବିଶଷଦେିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।
ଯିଶାଇୟ 51:9
ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
ଗୀତସଂହିତା 46:10
ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:19
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
ଦିତୀୟ ବଂଶାବଳୀ 30:27
ଯାଜକମାନେ ଓ ଲବେୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେ କଥା ଶୁଣିଲେ, ସମାନଙ୍କେର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ବର୍ଗ ରେ ପହଞ୍ଚିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:20
ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?
ଗୀତସଂହିତା 11:4
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
ଯିଶାଇୟ 42:13
ସଦାପ୍ରଭୁ ମହାନ୍ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତଜେିତ କରିବେ ଓ ସେ ଘାରେ ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳ ରେ ପ୍ରବଳ ରୂପ ରେ କାର୍ୟ୍ଯ କରିବେ।
ଯିଶାଇୟ 57:5
ଆଲୋନବୃକ୍ଷ ତଳେ ତୁମ୍ଭର କ'ଣ ଶାରୀରିକ ସମ୍ବନ୍ଧ କରି ନାହଁ ? ପ୍ରେତ୍ୟକକ ହରିତ୍ବୃକ୍ଷ ତଳେ ତୁମ୍ଭେ କ'ଣ ନିଜକୁ ଉପ ଭୋଗ କରୁ ନାହଁ ? ତୁମ୍ଭମାନେେ ଉପତ୍ୟକାଗୁଡ଼ିକର ଶୈଳଗୁଡ଼ିକର ପର୍ବତ ତଳେ ସନ୍ତାନଗଣକୁ କ'ଣ ବଳିଦାନ କରୁ ନାହଁ ?
ଯିଶାଇୟ 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ଯିଶାଇୟ 63:15
ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ।
ଯିରିମିୟ 25:30
ହେ ଯିରିମିୟ, ତୁମ୍ଭେ ସମାନଙ୍କେ ବିରୁଦ୍ଧ ରେ ଏହି ଭବିଷ୍ଯଦବାକ୍ଯ ପ୍ରଚାର କର। ସମାନଙ୍କେୁ କୁହ, 'ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ହୁଙ୍କାର କରିବେ। ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚତ୍କାର ଶୁଣାଇବେ। ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପ ରେ ମହାରବ କରିବେ ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧ ରେ ସିଂହାସନ କରିବେ।
ସିଫନିୟ 3:8
ସଦାପ୍ରଭୁ କହିଲେ, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ୟ୍ଯନ୍ତ ତୁମ୍ଭମାନେ ଆମ୍ଭର ଅପେକ୍ଷା ରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ଯଗଣକୁ ଏକତ୍ରୀତ କରିବା। ଆମ୍ଭେ ଆପଣା ହବୋ କୋର୍ଧ ସମାନଙ୍କେ ଉପ ରେ ଢାଳି ଦବୋ। ଆମ୍ଭେ ଆପଣା ପ୍ରଚଣ୍ତ କୋରଧ ଦଖାଇବୋ। ଆମ୍ଭର କୋରଧ ରେ ସମଗ୍ର ପୃଥିବୀ ଧ୍ବଂସ ହବେ।